ବ୍ରଜମୋହନ କିଷାନ

ଉଇକିପିଡ଼ିଆ‌ରୁ
ବ୍ରଜମୋହନ କିଷାନ
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୭ – ୧୯୮୦
ପୂର୍ବ ଅଧିକାରୀଖ୍ରୀଷ୍ଟୋଫର ଏକ୍କା
ପର ଅଧିକାରୀମୁଖରମ ନାୟକ
ନିର୍ବାଚନ ମଣ୍ଡଳୀରାଜଗାଙ୍ଗପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1911-01-01)୧ ଜାନୁଆରୀ ୧୯୧୧
ମୃତ୍ୟୁ୨୩ ଫେବୃଆରୀ ୨୦୦୩(2003-02-23) (ବୟସ ୯୨)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ପାର୍ଟି
ଜୀବନ ସାଥୀଲକ୍ଷ୍ମୀ ଦେବୀ
ବାପା/ବୋଉବୁଧୋ କିଷାନ (ବାପା)
ବୃତ୍ତିରାଜନୀତିଜ୍ଞ

ବ୍ରଜମୋହନ କିଷାନ (୧ ଜାନୁଆରୀ ୧୯୧୧ - ୨୩ ଫେବୃଆରୀ ୨୦୦୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାଜଗାଙ୍ଗପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ବ୍ରଜମୋହନ କିଷାନ ୧୯୧୧ ମସିହାର ଜାନୁଆରୀ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବୁଧୋ କିଷାନ ଓ ପତ୍ନୀଙ୍କ ନାମ ଲକ୍ଷ୍ମୀ ଦେବୀ ।[୨]

ରାଜନୈତିକ ଜୀବନ[ସମ୍ପାଦନା]

ବ୍ରଜମୋହନ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୨]

ମୃତ୍ୟୁ[ସମ୍ପାଦନା]

ବ୍ରଜମୋହନ କିଷାନ ୨୦୦୩ ମସିହାରେ ଫେବୃଆରୀ ୨୩ରେ ୯୨ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୨]

ଆଧାର[ସମ୍ପାଦନା]

  1. "LIST OF MEMBERS OF ODISHA LEGISLATIVE ASSEMBLY (1951–2004)" (PDF). ODISHA REFERENCE ANNUAL: 458. 2011. Retrieved 29 August 2020.
  2. ୨.୦ ୨.୧ ୨.୨ "Shri Brajamohan Kisan". odishaassembly.nic.in. Odisha Assembly. Retrieved 23 October 2020.