ବ୍ୟବହାରକାରୀଙ୍କ ଆଲୋଚନା:ଚିନ୍ମୟ ଦାଶ

ଉଇକିପିଡ଼ିଆ ରୁ
Jump to navigation Jump to search
କିଛି ରସଗୋଲା ସହିତ ଆପଣଙ୍କୁ ପାଛୋଟି ନେଉଛୁ! Face-smile.svg
ଉଇକିପିଡ଼ିଆରେ କିପରି ଲେଖିବେ ଜାଣିବାକୁ ଚାହୁଁଛନ୍ତି କି? ପ୍ରଶ୍ନଟିଏ ପଚାରନ୍ତୁ

ଆଦରର ଚିନ୍ମୟ ଦାଶ,

ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ମୁଁ ଆଶା କରୁଛି ଆପଣଙ୍କୁ ଏହି ଜ୍ଞାନକୋଷ ବ୍ୟବହାର କରିବାକୁ ସୁବିଧାଜନକ ହେବ ଓ ଏଠାରେ ପ୍ରସଙ୍ଗମାନ ସମ୍ପାଦନା କରି ଆପଣ ଆନନ୍ଦିତ ହେବେ । ଏଇ କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବେ:

ଯଦି ଆପଣ ଉଇକିପିଡ଼ିଆରେ କିପରି ଲେଖିବେ ତାହା ଜାଣିବାକୁ ଚାହୁଁଥାନ୍ତି ତେବେ ଆମ ଚାଟ ସଭାକୁ ଯାଇ ପ୍ରଶ୍ନଟିଏ ପଚାରନ୍ତୁ ।

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ । ଆପଣ ଏକ ପ୍ରସଙ୍ଗ ବାବଦରେ କିଛି ଆଲୋଚନା କରିବାକୁ ଚାହିଁଲେ ସେହି ପ୍ରସଙ୍ଗର "ଆଲୋଚନା" ପୃଷ୍ଠାକୁ ଯାଇ ସେଠି ନିଜ ମତାମତ ପରେ ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏହା ଆପଣଙ୍କ ନାମ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସହଯୋଗ ଲୋଡ଼ା ପଡ଼ିଲେ, ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ଏହି ପୃଷ୍ଠାରେ ପ୍ରଶ୍ନ ଆଗରୁ ଏଇ କୋଡ଼ {{help me}} ନକଲ କରି ପକାଇଦିଅନ୍ତୁ । --ସୁଭାସିସପାଣିଗାହିମୋତେ କହିବେ କିଛି? ୧୫:୫୪, ୯ ମାର୍ଚ ୨୦୧୨ (UTC)

ଓଡ଼ିଆ ଉଇକିପିଡ଼ିଆର ୧୦ମ ଜନ୍ମତିଥି ପାଳନ ନିମନ୍ତେ ନିମନ୍ତ୍ରଣ[ସମ୍ପାଦନା]

ଓଡ଼ିଆ ଉଇକିପିଡ଼ିଆ ଦଶମ ଜନ୍ମତିଥି ପାଳନ

10piece-odia-L k blue.svg
ଆଦରର ଚିନ୍ମୟ ଦାଶ,

ଆଗାମୀ ଜାନୁଆରୀ ୨୮ ଓ ୨୯ ତାରିଖରେ ଓଡ଼ିଆ ଉଇକିପିଡ଼ିଆ ଏହାର ଦଶମ ଜନ୍ମ ବାର୍ଷିକୀ ପାଳନ କରୁଛି । ୧୦ ବର୍ଷ ତଳେ ଜାନୁଆରୀ ୨୯ ରେ ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ହେଇଥିଲା । ଏ ବର୍ଷ ଜାନୁଆରୀ ୨୮ ତାରିଖରେ ଭୁବନେଶ୍ଵରର KISS ଓ ୨୯ ତାରିଖରେ ଢେଙ୍କାନାଳ IIMC ଠାରେ ଜନ୍ମବାର୍ଷିକୀ ପାଳନ କରିବାର ଯୋଜନା କରାଯାଇଛି । ଆପଣଙ୍କ ପାଇଁ ନିମନ୍ତ୍ରଣ ରହିଲା । ଏଠାରେ ନିଜ ନାମ ଲେଖିବା ପାଇଁ ଅନୁରୋଧ । ଆପଣ ଯଦି ଦୂର ସ୍ଥାନରୁ ଆସୁଛନ୍ତି, ତା ହେଲେ ଆଗୁଆ ଜଣାଇଲେ ଆମେ ଆପଣଙ୍କ ରହିବା ବ୍ୟବସ୍ଥା କରିପାରିବୁ । ୨୮-୨୯ ଜାନୁଆରୀ ଆପଣଙ୍କୁ ଭେଟିବା ଅପେକ୍ଷାରେ । ଧନ୍ୟବାଦ ସହ ।

--ଆଦିତ୍ୟ ମହାର (ମୋ ଆଲୋଚନା) ୧୫:୩୫, ୨୫ ଜାନୁଆରୀ ୨୦୧୪ (UTC)

ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ[ସମ୍ପାଦନା]

--ଆଦିତ୍ୟ ମହାର (ଆଲୋଚନା) ୦୪:୪୭, ୨୧ ଅକ୍ଟୋବର ୨୦୧୫ (UTC)