ବ୍ୟବହାରକାରୀଙ୍କ ଆଲୋଚନା:ଶାଶ୍ୱତ ପାଣିଗ୍ରାହୀ
Appearance
ନମସ୍କାର ଶାଶ୍ୱତ ପାଣିଗ୍ରାହୀ, ଓଡ଼ିଆ ଉଇକିପିଡ଼ିଆକୁ ସ୍ଵାଗତ!
ଓଡ଼ିଆ ଉଇକିପିଡ଼ିଆରେ ଆପଣଙ୍କୁ ସ୍ଵାଗତ ଜଣାଉଛି ! ମୁଁ ଆଶା କରୁଛି ଯେ ଆପଣ ଏହି ଖୋଲା ଜ୍ଞାନକୋଷକୁ ପଢ଼ି ଖୁସି ଅନୁଭବ କରିବେ ଏବଂ ଏଥିରେ ଲେଖାଲେଖି କରିବେ । ଯେହେତୁ ଆପଣ ଏଠି ନୂଆ ସେଥିପାଇଁ ପ୍ରଥମେ ଆପଣ ଏହି ଉପକ୍ରମଟିକୁ ପଢ଼ନ୍ତୁ ।
ଯଦି ଆପଣଙ୍କ ମନରେ କିଛି ପ୍ରଶ୍ନ ଅଛି ତେବେ ମୋ ଆଲୋଚନା ପୃଷ୍ଠାରେ ପଚାରିପାରିବେ – ମୋତେ ଆପଣଙ୍କୁ ସାହାଯ୍ୟ କରି ଖୁସି ଲାଗିବ । ଏହାଛଡ଼ା ଆପଣ ଚାଟସଭା ପୃଷ୍ଠାରେ ମଧ୍ୟ ଆପଣଙ୍କ ପ୍ରଶ୍ନ ପଚାରିପାରିବେ ।
ନିମ୍ନରେ ଆପଣଙ୍କୁ ସାହାଯ୍ୟ କରିବା ନିମନ୍ତେ କିଛି ତଥ୍ୟ ଦିଆଗଲା ଯେମିତିକି ଆପଣ ଉଇକିପିଡ଼ିଆକୁ ଭଲଭାବେ ବୁଝିପାରିବେ ଏବଂ ଏହି ଖୋଲା ଜ୍ଞାନକୋଷ ସହ ସାମିଲ ହେଇପାରିବେ ।
ସାହାଯ୍ୟ ଦରକାର ?
|
|
ଆପଣ କିପରି ସାହାଯ୍ୟ କରିପାରିବେ:
|
|
ଅଧିକ ଜାଣିବା କଥା...
|
ଏସିଆ ମାସ ଗଣସମ୍ପାଦନା, ୨୦୨୦ରେ ଭାଗ ନେବାକୁ ନିମନ୍ତ୍ରଣ
[ସମ୍ପାଦନା]ଏସିଆ ମାସ ଗଣସମ୍ପାଦନା, ୨୦୨୦ | |
ନମସ୍କାର, ଏସିଆ ମାସ ଗଣ-ସମ୍ପାଦନା, ୨୦୨୦ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ୨୦୧୬ ମସିହାରୁ ଏହି ଗଣ-ସମ୍ପାଦନା ଆରମ୍ଭ ହୋଇଥିଲା ଏବଂ ପୂର୍ବ ବର୍ଷମାନଙ୍କ ଭଳି ଏହିଥର ମଧ୍ୟ ଓଡ଼ିଆ ଉଇକିପିଡ଼ିଆ ଉଇଜର ଗ୍ରୁପ ଏହି ଗଣ-ସମ୍ପାଦନାରେ ଅଂଶଗ୍ରହଣ କରୁଛି, ଯାହାକି ନଭେମ୍ବର ୩୦ ଯାଏଁ ଗୋଟେ ମାସ ଧରି ଚାଲିବ । ଏହି ଗଣ-ସମ୍ପାଦନାରେ ଏସିଆ ମହାଦେଶ ଅନ୍ତର୍ଗତ ବିଭିନ୍ନ ପ୍ରସଙ୍ଗମାନ ଲେଖାଯାଏ, ମାତ୍ର ସେହି ପ୍ରସଙ୍ଗଗୁଡ଼ିକ ନିଜ ଦେଶର ହୋଇନଥିବ । ଯେମିତିକି ଆମେ ଭାରତ ବାହାରେ ଥିବା ଅନ୍ୟାନ୍ୟ ଦେଶମାନଙ୍କର ଭିନ୍ନ ଭିନ୍ନ ବିଷୟରେ ପ୍ରସଙ୍ଗମାନ ଲେଖିପାରିବା । | |
ଏହି ଗଣ-ସମ୍ପାଦନାର ମୂଳ ଲକ୍ଷ ହେଉଛି ଉଇକିପିଡ଼ିଆ ସମୂଦାୟସହ ଏକ ବନ୍ଧୁତ୍ୱପୂର୍ଣ୍ଣ ଭାବର ଆଦାନପ୍ରଦାନ । ଆମେ ଏହି ଗଣ-ସମ୍ପାଦନା ଫଳରେ ଅନ୍ୟ ଦେଶର ଚାଲିଚଳନି, ପରମ୍ପରା, ସଭତ୍ୟା, ସଂସ୍କୃତି, ଖାଦ୍ୟପେୟ, ସ୍ଥାନ, ଲୋକ ଆଦି ବିଷୟରେ ସମ୍ୟକ ସୂଚନା ପାଇପାରିବା । ଏହି ଗଣ-ସମ୍ପାଦନାରେ ଭାଗ ନେଉଥିବା ଉଇକିଆଳିମାନଙ୍କ ପାଇଁ ମଧ୍ୟ ଏକ ସ୍ୱତନ୍ତ୍ର ପୁରସ୍କାର ରହିଛି । ଗଣ-ସମ୍ପାଦନାଟିରେ ଭାଗ ନେବାପାଇଁ ଏଠାରେ ନିଜର ନାମ ଯୋଡ଼ନ୍ତୁ ଏବଂ ପ୍ରସଙ୍ଗଗୁଡ଼ିକ ତିଆରି କରିବା ଆଗରୁ ନିୟମାବଳୀକୁ ଥରେ ପଢ଼ିବାକୁ ଅନୁରୋଧ । କୌଣସି ପ୍ରକାରର ସହାଯ୍ୟ ପାଇଁ ସହାୟତା ପୃଷ୍ଠା ଦେଖିପାରିବେ । |
History
[ସମ୍ପାଦନା]ସୀଶୁ ଖ୍ରୀଷ୍ଟଙ୍କ ବାଣୀ ଆଲୋଚନା କର ? 2409:4089:1D84:9D54:0:0:140A:A908 ୧୬:୩୫, ୩୦ ଅପ୍ରେଲ ୨୦୨୩ (IST)