ବ୍ୟବହାରକାରୀଙ୍କ ଆଲୋଚନା:Abdul~orwiki

Page contents not supported in other languages.
ଉଇକିପିଡ଼ିଆ‌ରୁ
କିଛି କୁକିଜ ସହିତ ଆପଣଙ୍କୁ ପାଛୋଟି ନେଉଛି!

ଆଦରର Abdul~orwiki,

ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛି, ଆପଣଙ୍କ ଅବଦାନ ପାଇଁ ଅନେକ ବଧାଇ । ମୁଁ ଭାବୁଛି ଆପଣ ଏଠାରେ ବାକି ସମ୍ପାଦକମାନ‌ଙ୍କ ସ‌ହ ମିଶି ନିଜର ଲେଖାଲେଖି ଜାରୀ ରଖିବେ । ଯଦି ଲେଖିବାରେ କିଛି ଅସୁବିଧା ହୁଏ ତେବେ ଏହି "ଚାଟସଭା"ରେ ପଚାରିପାରିବେ । ଏହି କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ ! ଆଲୋଚନା ପୃଷ୍ଠାରେ ଦସ୍ତଖତ ପାଇଁ ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଯ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପଚାରିପାରିବେ । ଆଉଥରେ, ପାଛୋଟି ନେଉଛି! --ମୃତ୍ୟୁଞ୍ଜୟ କର (ମୋ ଆଲୋଚନା) ୧୨:୫୩, ୨୨ ଜୁଲାଇ ୨୦୧୩ (UTC)

Your account will be renamed[ସମ୍ପାଦନା]

୦୪:୨୨, ୧୮ ମାର୍ଚ୍ଚ ୨୦୧୫ (UTC)

୧୦:୦୯, ୧୯ ଅପ୍ରେଲ ୨୦୧୫ (UTC)

ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ[ସମ୍ପାଦନା]

--Saileshpat (ମୋ ଆଲୋଚନା) ୨୦ ଅକ୍ଟୋବର ୨୦୧୫ (IST)