ବ୍ୟବହାରକାରୀଙ୍କ ଆଲୋଚନା:Akash kumar tappo

Page contents not supported in other languages.
ଉଇକିପିଡ଼ିଆ‌ରୁ

ଓଡ଼ିଆ ଉଇକିପିଡ଼ିଆରେ ଆପଣଙ୍କୁ ସ୍ଵାଗତ ଜଣାଉଛି ! ମୁଁ ଆଶା କରୁଛି ଯେ ଆପଣ ଏହି ଖୋଲା ଜ୍ଞାନକୋଷକୁ ପଢ଼ି ଖୁସି ଅନୁଭବ କରିବେ ଏବଂ ଏଥିରେ ଲେଖାଲେଖି କରିବେ । ଯେହେତୁ ଆପଣ ଏଠି ନୂଆ ସେଥିପାଇଁ ପ୍ରଥମେ ଆପଣ ଏହି ଉପକ୍ରମଟିକୁ ପଢ଼ନ୍ତୁ ।

ଯଦି ଆପଣଙ୍କ ମନରେ କିଛି ପ୍ରଶ୍ନ ଅଛି ତେବେ ମୋ ଆଲୋଚନା ପୃଷ୍ଠାରେ ପଚାରିପାରିବେ – ମୋତେ ଆପଣଙ୍କୁ ସାହାଯ୍ୟ କରି ଖୁସି ଲାଗିବ । ଏହାଛଡ଼ା ଆପଣ ଚାଟସଭା ପୃଷ୍ଠାରେ ମଧ୍ୟ ଆପଣଙ୍କ ପ୍ରଶ୍ନ ପଚାରିପାରିବେ ।


ନିମ୍ନରେ ଆପଣଙ୍କୁ ସାହାଯ୍ୟ କରିବା ନିମନ୍ତେ କିଛି ତଥ୍ୟ ଦିଆଗଲା ଯେମିତିକି ଆପଣ ଉଇକିପିଡ଼ିଆକୁ ଭଲଭାବେ ବୁଝିପାରିବେ ଏବଂ ଏହି ଖୋଲା ଜ୍ଞାନକୋଷ ସହ ସାମିଲ ହେଇପାରିବେ ।
ସାହାଯ୍ୟ ଦରକାର ?

ଆପଣ କିପରି ସାହାଯ୍ୟ କରିପାରିବେ:

ଅଧିକ ଜାଣିବା କଥା...


Akash kumar tappo, ଧନ୍ୟବାଦ – ~~~~

--ମୃତ୍ୟୁଞ୍ଜୟ କର (ମୋ ଆଲୋଚନା) ୦୭:୫୯, ୯ ଫେବୃଆରୀ ୨୦୧୪ (UTC)

ନିଜ ଉପରେ[ସମ୍ପାଦନା]

ବନ୍ଧୁ, ଆପଣ ନିଜ ବିଷୟରେ ଏହି User:Akash kumar tappoରେ ଲେଖିପାରିବେ । ପୃଷ୍ଠାଟି ସଭ୍ୟ ପୃଷ୍ଠା (profile page) ଭଳି :-) । -- ଅଂଶୁମାନ ତାର ଯୋଡ଼ିବେ? ୧୪:୧୦, ୧୧ ଫେବୃଆରୀ ୨୦୧୪ (UTC)

ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ[ସମ୍ପାଦନା]

--Saileshpat (ମୋ ଆଲୋଚନା) ୨୦ ଅକ୍ଟୋବର ୨୦୧୫ (IST)