Jump to content

ବ୍ୟବହାରକାରୀଙ୍କ ଆଲୋଚନା:Amir Hamzah 2008

Page contents not supported in other languages.
ଉଇକିପିଡ଼ିଆ‌ରୁ
କିଛି କୁକିଜ ସହିତ ଆପଣଙ୍କୁ ପାଛୋଟି ନେଉଛି!

ଆଦରର Amir Hamzah 2008,

ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛି, ଆପଣଙ୍କ ଅବଦାନ ପାଇଁ ଅନେକ ବଧାଇ । ମୁଁ ଭାବୁଛି ଆପଣ ଏଠାରେ ବାକି ସମ୍ପାଦକମାନ‌ଙ୍କ ସ‌ହ ମିଶି ନିଜର ଲେଖାଲେଖି ଜାରୀ ରଖିବେ । ଯଦି ଲେଖିବାରେ କିଛି ଅସୁବିଧା ହୁଏ ତେବେ ଏହି "ଚାଟସଭା"ରେ ପଚାରିପାରିବେ । ଏହି କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ ! ଆଲୋଚନା ପୃଷ୍ଠାରେ ଦସ୍ତଖତ ପାଇଁ ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଯ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପଚାରିପାରିବେ । ଆଉଥରେ, ପାଛୋଟି ନେଉଛି! --Srikant Kedia ୧୬:୧୪, ୧୭ ଡିସେମ୍ବର ୨୦୧୩ (UTC)

ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ

[ସମ୍ପାଦନା]

--Saileshpat (ମୋ ଆଲୋଚନା) ୨୦ ଅକ୍ଟୋବର ୨୦୧୫ (IST)