ବ୍ୟବହାରକାରୀଙ୍କ ଆଲୋଚନା:Anubhav2010

Page contents not supported in other languages.
ଉଇକିପିଡ଼ିଆ‌ରୁ
କିଛି କୁକିଜ ସହିତ ଆପଣଙ୍କୁ ପାଛୋଟି ନେଉଛି!

ଆଦରର Anubhav2010,

ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛି, ଆପଣଙ୍କ ଅବଦାନ ପାଇଁ ଅନେକ ବଧାଇ । ମୁଁ ଭାବୁଛି ଆପଣ ଏଠାରେ ବାକି ସମ୍ପାଦକମାନ‌ଙ୍କ ସ‌ହ ମିଶି ନିଜର ଲେଖାଲେଖି ଜାରୀ ରଖିବେ । ଯଦି ଲେଖିବାରେ କିଛି ଅସୁବିଧା ହୁଏ ତେବେ ଏହି "ଚାଟସଭା"ରେ ପଚାରିପାରିବେ । ଏହି କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ ! ଆଲୋଚନା ପୃଷ୍ଠାରେ ଦସ୍ତଖତ ପାଇଁ ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଯ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପଚାରିପାରିବେ । ଆଉଥରେ, ପାଛୋଟି ନେଉଛି! ଆପଣ ଭୁବନେଶ୍ୱର ଲେଖାରେ କରିଥିବା ବଦଳ ପାଇଁ ଅଶେଷ ସାଧୁବାଦ । ଏକ ଟେମ୍ପଲେଟ ନଥିବାରୁ ଫଟୋଗୁଡ଼ାକ ଆସୁନଥିଲା । ଏବେ ଟେମ୍ପଲେଟ ତିଆରି କରିଦେଲା ପରେ ଆସୁଛି । --ସୁଭାସିସ ପାଣିଗାହି (ଆଳାପ) ୦୩:୩୯, ୨୯ ଜୁଲାଇ ୨୦୧୫ (UTC)

ନବକଳେବର ଏଇ ମାତ୍ର ସରିଛି ଆଉ ସବୁରି ମନରୁ ସେ ଅଗୁରୁ-ଚୁଆର ମହକ ଏ ଯାଏ ଅଛି । ଆମେ ସେ ମହକକୁ ଆଉ ସଭିଙ୍କ ପାଖେ ପହଞ୍ଚାଇବା ପାଇଁ ଏକ ମାସକାଳୀନ ଗଣସମ୍ପାଦନା ଆରମ୍ଭ କରିଛୁ । ଆପଣ ଏଥିରେ ଭାଗ ନେଇପାରିବେ, ଜଗନ୍ନାଥ ଚଳଣି ସମ୍ବନ୍ଧରେ ଅନେକ ପ୍ରସଙ୍ଗରେ ଭାଗ ନେଇ ଲେଖିପାରିବେ ଓ ସମ୍ପାଦନା କରିପାରିବେ ।
ଭାଗ ନିଅନ୍ତୁ! ପ୍ରସଙ୍ଗ ତାଲିକା କିପରି ଲେଖିବେ ଶିଖିବାକୁ ଚାହାନ୍ତି?

--ସୁଭାସିସ ପାଣିଗାହି (ଆଳାପ) ୧୮:୧୮, ୧୭ ଅଗଷ୍ଟ ୨୦୧୫ (UTC)

ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ[ସମ୍ପାଦନା]

--Saileshpat (ମୋ ଆଲୋଚନା) ୨୦ ଅକ୍ଟୋବର ୨୦୧୫ (IST)