ବ୍ୟବହାରକାରୀଙ୍କ ଆଲୋଚନା:AramilFeraxa

Page contents not supported in other languages.
ଉଇକିପିଡ଼ିଆ‌ରୁ

ଓଡ଼ିଆ ଉଇକିପିଡ଼ିଆରେ ଆପଣଙ୍କୁ ସ୍ଵାଗତ ଜଣାଉଛି ! ମୁଁ ଆଶା କରୁଛି ଯେ ଆପଣ ଏହି ଖୋଲା ଜ୍ଞାନକୋଷକୁ ପଢ଼ି ଖୁସି ଅନୁଭବ କରିବେ ଏବଂ ଏଥିରେ ଲେଖାଲେଖି କରିବେ । ଯେହେତୁ ଆପଣ ଏଠି ନୂଆ ସେଥିପାଇଁ ପ୍ରଥମେ ଆପଣ ଏହି ଉପକ୍ରମଟିକୁ ପଢ଼ନ୍ତୁ ।

ଯଦି ଆପଣଙ୍କ ମନରେ କିଛି ପ୍ରଶ୍ନ ଅଛି ତେବେ ମୋ ଆଲୋଚନା ପୃଷ୍ଠାରେ ପଚାରିପାରିବେ – ମୋତେ ଆପଣଙ୍କୁ ସାହାଯ୍ୟ କରି ଖୁସି ଲାଗିବ । ଏହାଛଡ଼ା ଆପଣ ଚାଟସଭା ପୃଷ୍ଠାରେ ମଧ୍ୟ ଆପଣଙ୍କ ପ୍ରଶ୍ନ ପଚାରିପାରିବେ ।


ନିମ୍ନରେ ଆପଣଙ୍କୁ ସାହାଯ୍ୟ କରିବା ନିମନ୍ତେ କିଛି ତଥ୍ୟ ଦିଆଗଲା ଯେମିତିକି ଆପଣ ଉଇକିପିଡ଼ିଆକୁ ଭଲଭାବେ ବୁଝିପାରିବେ ଏବଂ ଏହି ଖୋଲା ଜ୍ଞାନକୋଷ ସହ ସାମିଲ ହେଇପାରିବେ ।
ସାହାଯ୍ୟ ଦରକାର ?

ଆପଣ କିପରି ସାହାଯ୍ୟ କରିପାରିବେ:

ଅଧିକ ଜାଣିବା କଥା...


AramilFeraxa, ଧନ୍ୟବାଦ ଗପୁ (ମୋ ଆଲୋଚନା) ୦୦:୪୭, ୭ ସେପ୍ଟେମ୍ବର ୨୦୨୩ (IST)[reply]

ପରମ ବୀର ଚକ୍ର ଗଣ-ସମ୍ପାଦନାରେ ଭାଗ ନେବାକୁ ଅନୁରୋଧ[ସମ୍ପାଦନା]

ପରମ ବୀର ଚକ୍ର ଗଣସମ୍ପାଦନାରେ ଯୋଗ ଦେବାକୁ ଅନୁରୋଧ
୨୦୨୩ ସେପ୍ଟେମ୍ବର ୧୫ - ୨୦

ଆସନ୍ତା ସେପ୍ଟେମ୍ବର ୧୫ରୁ ଆରମ୍ଭ ହେଉଛି ପରମ ବୀର ଚକ୍ର ଗଣସମ୍ପାଦନା । ଆସନ୍ତୁ ମିଶି ଲେଖିବା ଭାରତୀୟ ସେନାର ସର୍ବୋଚ୍ଚ ସମ୍ମାନ ପରମ ବୀର ଚକ୍ରରେ ସମ୍ମାନିତ ୨୧ ଜଣ ସୈନିକଙ୍କ ଉପରେ ପ୍ରସଙ୍ଗ ।

ଅପେକ୍ଷାରେ,
ସଂଗ୍ରାମ କେଶରୀ ସେନାପତି (ଗପୁ)