ବ୍ୟବହାରକାରୀଙ୍କ ଆଲୋଚନା:Bhartia

ଉଇକିପିଡ଼ିଆ ରୁ
Jump to navigation Jump to search
କିଛି କୁକିଜ ସହିତ ଆପଣଙ୍କୁ ପାଛୋଟି ନେଉଛି! Face-smile.svg

ଆଦରର Bhartia,

ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛି, ଆପଣଙ୍କ ଅବଦାନ ପାଇଁ ଅନେକ ବଧାଇ । ମୁଁ ଭାବୁଛି ଆପଣ ଏଠାରେ ବାକି ସମ୍ପାଦକମାନ‌ଙ୍କ ସ‌ହ ମିଶି ନିଜର ଲେଖାଲେଖି ଜାରୀ ରଖିବେ । ଯଦି ଲେଖିବାରେ କିଛି ଅସୁବିଧା ହୁଏ ତେବେ ଏହି "ଚାଟସଭା"ରେ ପଚାରିପାରିବେ । ଏହି କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ ! ଆଲୋଚନା ପୃଷ୍ଠାରେ ଦସ୍ତଖତ ପାଇଁ ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଯ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପଚାରିପାରିବେ । ଆଉଥରେ, ପାଛୋଟି ନେଉଛି! -ansuman (ମୋ ଆଲୋଚନା)

Some bubble tea for you![ସମ୍ପାଦନା]

Bubble Tea.png Hey, How you doing ?? Very first wikilove for you :) :D ansuman (ମୋ ଆଲୋଚନା) ୧୨:୪୯, ୨୭ ସେପ୍ଟେଟେମ୍ବର ୨୦୧୧ (UTC)

ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ[ସମ୍ପାଦନା]

--Jnanaranjan sahu (ମୋ ଆଲୋଚନା) ୨୦ ଅକ୍ଟୋବର ୨୦୧୫ (IST)