Jump to content

ବ୍ୟବହାରକାରୀଙ୍କ ଆଲୋଚନା:Bikash 3003

Page contents not supported in other languages.
ନୂଆ ଯୋଡ଼ନ୍ତୁ
ଉଇକିପିଡ଼ିଆ‌ରୁ
କିଛି କୁକିଜ ସହିତ ଆପଣଙ୍କୁ ପାଛୋଟି ନେଉଛି!

ଆଦରର Bikash 3003,

ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛି, ଆପଣଙ୍କ ଅବଦାନ ପାଇଁ ଅନେକ ବଧାଇ । ମୁଁ ଭାବୁଛି ଆପଣ ଏଠାରେ ବାକି ସମ୍ପାଦକମାନ‌ଙ୍କ ସ‌ହ ମିଶି ନିଜର ଲେଖାଲେଖି ଜାରୀ ରଖିବେ । ଯଦି ଲେଖିବାରେ କିଛି ଅସୁବିଧା ହୁଏ ତେବେ ଏହି "ଚାଟସଭା"ରେ ପଚାରିପାରିବେ । ଏହି କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ ! ଆଲୋଚନା ପୃଷ୍ଠାରେ ଦସ୍ତଖତ ପାଇଁ ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଯ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପଚାରିପାରିବେ । ଆଉଥରେ, ପାଛୋଟି ନେଉଛି! -ansuman (ମୋ ଆଲୋଚନା) ୦୯:୧୦, ୨୩ ଜୁଲାଇ ୨୦୧୧ (UTC)

ଉଇକିକନଫେରେନ୍ସ ଇଣ୍ଡିଆ ୨୦୧୧ ନିମନ୍ତେ ଆମନ୍ତ୍ରଣ

[ସମ୍ପାଦନା]

ଆଜ୍ଞା ନମସ୍କାର Bikash 3003,

ପ୍ରଥମ ଉଇକିକନଫେରେନ୍ସ ଇଣ୍ଡିଆ ମୁମ୍ବାଇ ଠାରେ ୧୮-୨୦ ନଭେମ୍ବର ୨୦୧୧ରେ ହେବାକୁ ଯାଉଛି ।
ଆପଣ ଆମର ପ୍ରଧାନ ପୃଷ୍ଠା, ଫେସବୁକ କାର୍ଯ୍ୟକ୍ରମ ଓ ଆମର ଅବେଦନ ଫର୍ମଟି ମଧ୍ୟ ଦେଖିପାରିବେ ।

ଏହି ସବୁ କାମ ୧୦୦ ଦିନର WikiOutreach ରୁ ଆରମ୍ଭ ହେବ

ଯେହେତୁ ଆପଣ ଉଇକିପିଡ଼ିଆ ସଙ୍ଗଠନରେ ସଚଳ ଆମ୍ଭେ ଆପଣଙ୍କୁ ଏହି ମହାମେଳଣରେ ଯୋଗଦାନ ଓ ନିଜର ଅନୁଭୂତି ବାଣ୍ଟିବା ନିମନ୍ତେ ନିମନ୍ତ୍ରଣ କରୁଅଛୁ । ଆପଣଙ୍କ ଅବଦାନ ନିମନ୍ତେ ଅନେକ ସାଧୁବାଦ ।

୧୮-୨୦ ନଭେମ୍ବରରେ ମୁମ୍ବାଇରେ ଆପଣଙ୍କୁ ଭେଟିବା ଅପେକ୍ଷାରେ।

---Srikant Kedia ୧୩:୩୧, ୮ ଅଗଷ୍ଟ ୨୦୧୧ (UTC)

ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ

[ସମ୍ପାଦନା]

--Jnanaranjan sahu (ମୋ ଆଲୋଚନା) ୨୦ ଅକ୍ଟୋବର ୨୦୧୫ (IST)