ବ୍ୟବହାରକାରୀଙ୍କ ଆଲୋଚନା:Bkpanda

Page contents not supported in other languages.
ଉଇକିପିଡ଼ିଆ‌ରୁ

ପାଛୋଟା!

ଓଳିଗି, Bkpanda ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଢେରେ ବଧାଇ ଆପଣ ଯାହା କରିଛନ୍ତି । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଏଇଠି କିଛି କାମ କରିବାକୁ ଭଲ ପାଇବେ । ଏଇ କିଛି ଫରଦ ଆପଣଙ୍କୁ ଭଲ ଲାଗିପାରେ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗୁଛି ! ଟିକେ ଆଲୋଚନା ଫରଦରେ ନିଜ ନାଁ ଟା ଲେଖିଦିଅନ୍ତେ ଜଦି ଭଲ ହୁଅନ୍ତା ଆପଣଙ୍କ ଲେଖା ପରେ ଟିଲଡ଼େ ଚିନ୍ହଟିଏ ଦିଅନ୍ତୁ (~~~~); ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଜ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ମୋ ଆଲୋଚନା ଫରଦ କୁ ଯାଇ ମୋତେ ପଚାରିପାରିବେ, ନହେଲେ ଏଇ ଫରଦରେ ପ୍ରଶ୍ନ ଆଗରୁ ଏଇ କୋଡ {{help me}} କପି କରି ପକାଇଦିଅନ୍ତୁ । ଆଉଥରେ, ପାଛୋଟି ନେଉଛି! -Jayantanth (ମୋ କଥା) ୦୬:୨୫, ୧୭ ମାର୍ଚ ୨୦୧୧ (UTC)

Article request[ସମ୍ପାଦନା]

Greetings Bkpanda! Can you help me create this article which is based on the English article. Your help would be appreciated. (I do not know what the correct Oriya title should be). Thanks

Regards -- Joseph, 05:01 Tuesday ୨୮ March ୨୦୦୬ (UTC)

(The Oriya script looks very nice, I like it!)

I will be glad to comply, however it will take time.
Regards -- BKPanda
Thankyou very much for your acceptance!
I am very grateful. --Joseph, ୦୯:୨୧, ୬ August ୨୦୦୬ (UTC)

Greetings Bkpanda! I have created the article Here. Can you please help me translate that article into the Oriya language? Thanks.

Regards, From --Joseph ୨୨:୪୪, ୨୪ February ୨୦୦୭ (UTC)

ଉଇକିକନଫେରେନ୍ସ ଇଣ୍ଡିଆ ୨୦୧୧ ନିମନ୍ତେ ଆମନ୍ତ୍ରଣ[ସମ୍ପାଦନା]


ଆଜ୍ଞା ନମସ୍କାର Bkpanda,

ପ୍ରଥମ ଉଇକିକନଫେରେନ୍ସ ଇଣ୍ଡିଆ ମୁମ୍ବାଇ ଠାରେ ୧୮-୨୦ ନଭେମ୍ବର ୨୦୧୧ରେ ହେବାକୁ ଯାଉଛି ।
ଆପଣ ଆମର ପ୍ରଧାନ ପୃଷ୍ଠା, ଫେସବୁକ କାର୍ଯ୍ୟକ୍ରମ ଓ ଆମର ଅବେଦନ ଫର୍ମଟି ମଧ୍ୟ ଦେଖିପାରିବେ ।

ଏହି ସବୁ କାମ ୧୦୦ ଦିନର WikiOutreach ରୁ ଆରମ୍ଭ ହେବ

ଯେହେତୁ ଆପଣ ଉଇକିପିଡ଼ିଆ ସଙ୍ଗଠନରେ ସଚଳ ଆମ୍ଭେ ଆପଣଙ୍କୁ ଏହି ମହାମେଳଣରେ ଯୋଗଦାନ ଓ ନିଜର ଅନୁଭୂତି ବାଣ୍ଟିବା ନିମନ୍ତେ ନିମନ୍ତ୍ରଣ କରୁଅଛୁ । ଆପଣଙ୍କ ଅବଦାନ ନିମନ୍ତେ ଅନେକ ସାଧୁବାଦ ।

୧୮-୨୦ ନଭେମ୍ବରରେ ମୁମ୍ବାଇରେ ଆପଣଙ୍କୁ ଭେଟିବା ଅପେକ୍ଷାରେ।

---Srikant Kedia ୧୩:୩୨, ୮ ଅଗଷ୍ଟ ୨୦୧୧ (UTC)

Hello Odia wiki user[ସମ୍ପାଦନା]

I am a wikipedian, I would happy to hear from you. I saw you contributed to Odia wikipedia. I am wondering what is the reason that you are not active now a days. Odia community is now active, Now we have more than 15 active users, I hope you would comeback and contribute. -ansuman (ମୋ ଆଲୋଚନା) ୦୭:୩୬, ୧୧ ସେପଟେମ୍ବର ୨୦୧୧ (UTC)

ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ[ସମ୍ପାଦନା]

--Jnanaranjan sahu (ମୋ ଆଲୋଚନା) ୨୦ ଅକ୍ଟୋବର ୨୦୧୫ (IST)