ବ୍ୟବହାରକାରୀଙ୍କ ଆଲୋଚନା:BreezyWendy928

Page contents not supported in other languages.
ଉଇକିପିଡ଼ିଆ‌ରୁ
କିଛି କୁକିଜ ସହିତ ଆପଣଙ୍କୁ ସ୍ଵାଗତ କରୁଛୁ!

ଆଦରର BreezyWendy928,

ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଢେର ବଧାଇ ଆପଣ ଯାହା କରିଛନ୍ତି । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଅବଦାନ ଜାରି ରଖିବେ । ଏଇ କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବ:

ଯଦି ଆପଣ ଉଇକିପିଡ଼ିଆରେ କିପରି ଲେଖିବେ ତାହା ଜାଣିବାକୁ ଚାହୁଁଥାନ୍ତି ତେବେ ଆମ ଚାଟ ସଭାକୁ ଯାଇ ପ୍ରଶ୍ନଟିଏ ପଚାରନ୍ତୁ ।

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ ! ଆଲୋଚନା ପୃଷ୍ଠାରେ ଦସ୍ତଖତ ପାଇଁ ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଜ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପଚାରିପାରିବେ । ଆଉଥରେ, ପାଛୋଟି ନେଉଛି!

--Srikant Kedia ୧୨:୦୭, ୧୭ ଜୁନ ୨୦୧୨ (UTC)

ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ[ସମ୍ପାଦନା]

--Jnanaranjan sahu (ମୋ ଆଲୋଚନା) ୨୦ ଅକ୍ଟୋବର ୨୦୧୫ (IST)