ବ୍ୟବହାରକାରୀଙ୍କ ଆଲୋଚନା:CommonsDelinker
ନୂଆ ଯୋଡ଼ନ୍ତୁପାଛୋଟା!
ଓଳିଗି, CommonsDelinker ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଢେରେ ବଧାଇ ଆପଣ ଯାହା କରିଛନ୍ତି । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଏଇଠି କିଛି କାମ କରିବାକୁ ଭଲ ପାଇବେ । ଏଇ କିଛି ଫରଦ ଆପଣଙ୍କୁ ଭଲ ଲାଗିପାରେ:
- ଉଇକିପିଡ଼ିଆର ପାଞ୍ଚଟି ଖଁବ
- ଶିକ୍ଷଣ
- ଫରଦଟିଏ କେମିତି ବଦଳାଇବେ and ଲେଖା ଗୁଡ଼ିକ କେମିତି ବଦଳାଇବେ
- ନିଜର ପ୍ରଥମ ଲେଖାଟି କେମିତି ଲେଖିବେ
- ମାନୁଆଲର ଶୈଳୀ
ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗୁଛି ! ଟିକେ ଆଲୋଚନା ଫରଦରେ ନିଜ ନାଁ ଟା ଲେଖିଦିଅନ୍ତେ ଜଦି ଭଲ ହୁଅନ୍ତା ଆପଣଙ୍କ ଲେଖା ପରେ ଟିଲଡ଼େ ଚିନ୍ହଟିଏ ଦିଅନ୍ତୁ (~~~~); ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଜ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ମୋ ଆଲୋଚନା ଫରଦ କୁ ଯାଇ ମୋତେ ପଚାରିପାରିବେ, ନହେଲେ ଏଇ ଫରଦରେ ପ୍ରଶ୍ନ ଆଗରୁ ଏଇ କୋଡ {{help me}} କପି କରି ପକାଇଦିଅନ୍ତୁ । ଆଉଥରେ, ପାଛୋଟି ନେଉଛି! -Srikant Kedia (talk) ୧୦:୫୦, ୧୯ ମାର୍ଚ ୨୦୧୧ (UTC)
ଉଇକିକନଫେରେନ୍ସ ଇଣ୍ଡିଆ ୨୦୧୧ ନିମନ୍ତେ ଆମନ୍ତ୍ରଣ
[ସମ୍ପାଦନା]
| ଆଜ୍ଞା ନମସ୍କାର CommonsDelinker,
ପ୍ରଥମ ଉଇକିକନଫେରେନ୍ସ ଇଣ୍ଡିଆ ମୁମ୍ବାଇ ଠାରେ ୧୮-୨୦ ନଭେମ୍ବର ୨୦୧୧ରେ ହେବାକୁ ଯାଉଛି । ଏହି ସବୁ କାମ ୧୦୦ ଦିନର WikiOutreach ରୁ ଆରମ୍ଭ ହେବ। ଯେହେତୁ ଆପଣ ଉଇକିପିଡ଼ିଆ ସଙ୍ଗଠନରେ ସଚଳ ଆମ୍ଭେ ଆପଣଙ୍କୁ ଏହି ମହାମେଳଣରେ ଯୋଗଦାନ ଓ ନିଜର ଅନୁଭୂତି ବାଣ୍ଟିବା ନିମନ୍ତେ ନିମନ୍ତ୍ରଣ କରୁଅଛୁ । ଆପଣଙ୍କ ଅବଦାନ ନିମନ୍ତେ ଅନେକ ସାଧୁବାଦ । ୧୮-୨୦ ନଭେମ୍ବରରେ ମୁମ୍ବାଇରେ ଆପଣଙ୍କୁ ଭେଟିବା ଅପେକ୍ଷାରେ। |
|---|
---Srikant Kedia ୧୩:୩୬, ୮ ଅଗଷ୍ଟ ୨୦୧୧ (UTC)
ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ
[ସମ୍ପାଦନା]
|
--Jnanaranjan sahu (ମୋ ଆଲୋଚନା) ୨୦ ଅକ୍ଟୋବର ୨୦୧୫ (IST)
ଇଣ୍ଡିକ ମିଡ଼ିଆ ଉଇକି ଡେଭେଲପର୍ସ ୟୁଜର ଗୃପ - ଟେକନିକାଲ କନ୍ସଲ୍ଟେସନ ୨୦୨୪
[ସମ୍ପାଦନା]ଆଦରର ଓଡିଆ ଉଇକିଆଳି,
ଇଣ୍ଡିକ୍ ମିଡିଆ ୱିକି ଡେଭଲପର୍ସ ୟୁଜର୍ ଗ୍ରୁପ୍, ଉଇକିମିଡିଆ ପ୍ରୋଜେକ୍ଟରେ ସହଯୋଗ କରୁଥିବାବେଳେ ବିଭିନ୍ନ ବୈଷୟିକ ପ୍ରସଙ୍ଗରେ ସମ୍ପ୍ରଦାୟର ସଦସ୍ୟଙ୍କ ଆବଶ୍ୟକତା ବୁଝିବା ପାଇଁ ଏକ ସମ୍ପ୍ରଦାୟର ବୈଷୟିକ ପରାମର୍ଶ ପ୍ରକ୍ରିୟାକୁ ପରିଚାଳନା କରୁଛି । ଏହାର ଲକ୍ଷ୍ୟ ହେଉଛି ଭାରତୀୟ ଭାଷାର ଉଇକି ସମ୍ପ୍ରଦାୟଗୁଡିକରେ ଥିବା ଅସୁବିଧା / ଚ୍ୟାଲେଞ୍ଜଗୁଡ଼ିକୁ ଭଲ ଭାବରେ ଜାଣିବା , ସାଧାରଣ ସମସ୍ୟାଗୁଡିକ ବୁଝିବା ଏବଂ ଭବିଷ୍ୟତର ଟେକନିକାଲ ବିକାଶ କାର୍ଯ୍ୟକଳାପକୁ ଶୃଙ୍ଖଳିତ କରିବା ।
ଏଥିପାଇଁ ପ୍ରଥମ ପଦକ୍ଷେପ ହେଉଛି ଏକ ସର୍ବେକ୍ଷଣ ଯେଉଁଠାରେ ଆପଣଙ୍କର ସାଧାରଣ ସମସ୍ୟା, ଧାରଣା ଇତ୍ୟାଦି ରିପୋର୍ଟ କରିବେ । ଦୟାକରି ଏହି ଲିଙ୍କରେ ସର୍ଭେ ପୁରଣ କରନ୍ତୁ (ନିଜ ପସନ୍ଦର ଭାଷାରେ) https://docs.google.com/forms/d/e/1FAIpQLSfvVFtXWzSEL4YlUlxwIQm2s42Tcu1A9a_4uXWi2Q5jUpFZzw/viewform?usp=sf_link
ସର୍ଭେ ପୁରା କରିବାର ଶେଷ ତାରିଖ ହେଉଛି ୨୧ ସେପ୍ଟେମ୍ବର୨୦୨୪ ।
ଏହି କାମ ବିଷୟରେ ଅଧିକ ପଢିବାକୁ , ଏହି ପୃଷ୍ଠା ଦେଖନ୍ତୁ : https://w.wiki/AV78
ଉପରୋକ୍ତ ଲିଙ୍କରେ {ଆପଣଙ୍କ ଭାଷା} ରେ ପଢିବା ପାଇଁ ସର୍ଭେ ଉପଲବ୍ଧ ଅଛି ।
ଯଦି ଆପଣ ଏକାଧିକ ପ୍ରସଙ୍ଗ କିମ୍ବା ଧାରଣା ରିପୋର୍ଟ କରିବାକୁ ଚାହାଁନ୍ତି ତେବେ ଆପଣ ଏକାଧିକ ଥର ସର୍ଭେ ପୂରଣ କରିପାରିବେ ।
ଆପଣଙ୍କ ଅବଦାନ ପାଇଁ ଧନ୍ୟବାଦ!
ଶୁଭେଚ୍ଛା ସହ, MediaWiki message delivery (ମୋ ଆଲୋଚନା) ୧୯:୦୬, ୯ ସେପ୍ଟେମ୍ବର ୨୦୨୪ (IST) ଇଣ୍ଡିକ୍ ମିଡିଆ ଉଇକି ଡେଭଲପର୍ସଙ୍କ ତରଫରୁ
