ବ୍ୟବହାରକାରୀଙ୍କ ଆଲୋଚନା:Dinesh.das.171

Page contents not supported in other languages.
ଉଇକିପିଡ଼ିଆ‌ରୁ

ଓଡ଼ିଆ ଉଇକିପିଡ଼ିଆରେ ଆପଣଙ୍କୁ ସ୍ଵାଗତ ଜଣାଉଛି ! ମୁଁ ଆଶା କରୁଛି ଯେ ଆପଣ ଏହି ଖୋଲା ଜ୍ଞାନକୋଷକୁ ପଢ଼ି ଖୁସି ଅନୁଭବ କରିବେ ଏବଂ ଏଥିରେ ଲେଖାଲେଖି କରିବେ । ଯେହେତୁ ଆପଣ ଏଠି ନୂଆ ସେଥିପାଇଁ ପ୍ରଥମେ ଆପଣ ଏହି ଉପକ୍ରମଟିକୁ ପଢ଼ନ୍ତୁ ।

ଯଦି ଆପଣଙ୍କ ମନରେ କିଛି ପ୍ରଶ୍ନ ଅଛି ତେବେ ମୋ ଆଲୋଚନା ପୃଷ୍ଠାରେ ପଚାରିପାରିବେ – ମୋତେ ଆପଣଙ୍କୁ ସାହାଯ୍ୟ କରି ଖୁସି ଲାଗିବ । ଏହାଛଡ଼ା ଆପଣ ଚାଟସଭା ପୃଷ୍ଠାରେ ମଧ୍ୟ ଆପଣଙ୍କ ପ୍ରଶ୍ନ ପଚାରିପାରିବେ ।


ନିମ୍ନରେ ଆପଣଙ୍କୁ ସାହାଯ୍ୟ କରିବା ନିମନ୍ତେ କିଛି ତଥ୍ୟ ଦିଆଗଲା ଯେମିତିକି ଆପଣ ଉଇକିପିଡ଼ିଆକୁ ଭଲଭାବେ ବୁଝିପାରିବେ ଏବଂ ଏହି ଖୋଲା ଜ୍ଞାନକୋଷ ସହ ସାମିଲ ହେଇପାରିବେ ।
ସାହାଯ୍ୟ ଦରକାର ?

ଆପଣ କିପରି ସାହାଯ୍ୟ କରିପାରିବେ:

ଅଧିକ ଜାଣିବା କଥା...


Dinesh.das.171, ଧନ୍ୟବାଦମୃତ୍ୟୁଞ୍ଜୟ କର (ମୋ ଆଲୋଚନା) ୧୩:୫୩, ୨୨ ଡିସେମ୍ବର ୨୦୧୫ (UTC)

ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭ରେ ଭାଗ ନେବାକୁ ଅନୁରୋଧ[ସମ୍ପାଦନା]

Odia Wikipedia's Feminism logo.svg ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭
ଓଡି଼ଆ ଉଇକିପିଡି଼ଆରେ ଆନ୍ତର୍ଜାତିକ ମହିଳା ମାସ ଗଣସମ୍ପାଦନା ଆରମ୍ଭ ହେଇଗଲାଣି, ଆପଣଙ୍କୁ ଭାଗ ନେବାକୁ ଅନୁରୋଧ। --ଶୈଳେଶ (ପଚାରିବେ କିଛି?) Face-smile.svg

Share your experience and feedback as a Wikimedian in this global survey[ସମ୍ପାଦନା]

WMF Surveys, ୨୩:୪୯, ୨୯ ମାର୍ଚ୍ଚ ୨୦୧୮ (IST)Reply[reply]

Reminder: Share your feedback in this Wikimedia survey[ସମ୍ପାଦନା]

WMF Surveys, ୦୬:୪୭, ୧୩ ଅପ୍ରେଲ ୨୦୧୮ (IST)Reply[reply]

Your feedback matters: Final reminder to take the global Wikimedia survey[ସମ୍ପାଦନା]

WMF Surveys, ୦୫:୫୭, ୨୦ ଅପ୍ରେଲ ୨୦୧୮ (IST)Reply[reply]

ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮ରେ ଭାଗ ନେବାକୁ ଅନୁରୋଧ[ସମ୍ପାଦନା]

India flag-XL-anim.gif ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮
Notepad icon.png ଓଡି଼ଆ ଉଇକିପିଡି଼ଆରେ ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮ ଆରମ୍ଭ ହେଇଗଲାଣି । ଏହି ଗଣସମ୍ପାଦନା ୧୩ ଅଗଷ୍ଟ ୨୦୧୮ରୁ ୨୦ ଅଗଷ୍ଟ ୨୦୧୮ ଯାଏଁ ସପ୍ତାହେ ବ୍ୟାପି ଚାଲିବ, ଯେଉଁଥିରେ ଭାରତରେ ସ୍ୱାଧୀନତା ଆନ୍ଦୋଳନ ସ‌ହ ଜଡ଼ିତ ମହତ୍ୱପୂର୍ଣ୍ଣ ଘଟଣା ଏବଂ ଉଲ୍ଲେଖନୀୟ ସ୍ୱାଧୀନତା ସଂଗ୍ରାମୀଙ୍କ ଉପରେ ପ୍ରସଙ୍ଗ ଗଢ଼ାଯିବା ସଙ୍ଗେ ସଙ୍ଗେ ଆଗରୁ ଥିବା ପୁରୁଣା ପ୍ରସଙ୍ଗର ମାନ ମଧ୍ୟ ଉନ୍ନତ କରାଯିବ । । ଆପଣଙ୍କୁ ଭାଗ ନେବାକୁ ଅନୁରୋଧ । --ଗପୁ (ମୋ ଆଲୋଚନା) ୧୧:୧୫, ୧୪ ଅଗଷ୍ଟ ୨୦୧୮ (IST)Reply[reply]

ଆପଣ ଆରମ୍ଭ କରିଥିବା ଲେଖାମାନ[ସମ୍ପାଦନା]

ଆପଣ ଆରମ୍ଭ କରିଥିବା କିଛି ଲେଖା, କେଉଁଥିରେ ଆଧାର ନାହିଁ ତ କେଉଁଥିରେ ଆଧାର ଅଛି ହେଲେ ଜମା କିଛି ଲେଖାହିଁ ନାହିଁ, ଆଉ ପ୍ରାୟ ଅଧିକାଂଶ ଲେଖାରେ ଶ୍ରେଣୀ ନାହିଁ, ନସୁଧାରିଲେ ଲିଭାଇ ଦିଆଯାଇପାରେ। ଅବଦାନ ପାଇଁ ଧନ୍ୟବାଦ । -- ଅଂଶୁମାନ ବାଡ଼େଇବେ! ୨୦:୨୧, ୧୦ ଜାନୁଆରୀ ୨୦୧୯ (IST)Reply[reply]

ଆନ୍ତର୍ଜାତୀୟ ମାତୃଭାଷା ଦିବସ ଗଣ-ସମ୍ପାଦନା, ୨୦୧୯ରେ ଭାଗ ନେବାକୁ ନିମନ୍ତ୍ରଣ[ସମ୍ପାଦନା]

ଆନ୍ତର୍ଜାତୀୟ ମାତୃଭାଷା ଦିବସ ଗଣ-ସମ୍ପାଦନା, ୨୦୧୯
ନମସ୍କାର,
ଆନ୍ତର୍ଜାତୀୟ ମାତୃଭାଷା ଦିବସ ଗଣ-ସମ୍ପାଦନା, ୨୦୧୯ ଆସନ୍ତା ଫେବୃଆରୀ ମାସ ୨୦ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ଗଣ-ସମ୍ପାଦନାରେ ଆମେ ଓଡ଼ିଆ ଭାଷା ଏବଂ ତଦ୍‌ସମ୍ବନ୍ଧୀୟ ପ୍ରସଙ୍ଗମାନ ଉନ୍ନତ କରିବା ତଥା ଅତ୍ୟାବଶ୍ୟକୀୟ ପ୍ରସଙ୍ଗ ତିଆରି କରିବା । ଆଗରୁ ବହୁତ ପ୍ରସଙ୍ଗ ରହିଛି, ଯାହାକି ସେତେ ଉନ୍ନତମାନର ନାହିଁ, ତେଣୁ ତାକୁ ଉନ୍ନତ କରିବାକୁ ଏହି ଗଣ-ସମ୍ପାଦନାର ଆୟୋଜନ କରାଯାଇଛି । ଏହି ଗଣ-ସମ୍ପାଦନା ୨୮ ଫେବୃଆରୀ ୨୦୧୯ ଯାଏଁ ଚାଲିବ ।

ଗଣ-ସମ୍ପାଦନାଟିରେ ଭାଗ ନେବାପାଇଁ ଏଠାରେ ନିଜର ନାମ ଯୋଡ଼ନ୍ତୁ ଏବଂ ପ୍ରସଙ୍ଗ‌ଗୁଡ଼ିକ ତିଆରି କରିବା ଆଗରୁ ନିୟମାବଳୀକୁ ଥରେ ପଢ଼ିବାକୁ ଅନୁରୋଧ । କୌଣସି ପ୍ରକାରର ସ‌ହାଯ୍ୟ ପାଇଁ ଆଲୋଚନା ପୃଷ୍ଠାରେ ଲେଖିପାରିବେ ।