ବ୍ୟବହାରକାରୀଙ୍କ ଆଲୋଚନା:Dpbiswal
Welcome
[ସମ୍ପାଦନା]ପାଛୋଟା!
ଓଳିଗି, Dpbiswal ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଢେର ବଧାଇ ଆପଣ ଯାହା କରିଛନ୍ତି । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଏଇଠି କିଛି କାମ କରିବାକୁ ଭଲ ପାଇବେ । ଏଇ କିଛି ଫରଦ ଆପଣଙ୍କୁ ଭଲ ଲାଗିପାରେ:
- ଉଇକିପିଡ଼ିଆର ପାଞ୍ଚଟି ଖମ୍ବ
- ଶିକ୍ଷଣ
- ଫରଦଟିଏ କେମିତି ବଦଳାଇବେ ଓ ଲେଖା ଗୁଡ଼ିକ କେମିତି ବଦଳାଇବେ
- ନିଜର ପ୍ରଥମ ଲେଖାଟି କେମିତି ଲେଖିବେ
- ମାନୁଆଲର ଶୈଳୀ
ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗୁଛି ! ଟିକେ ଆଲୋଚନା ଫରଦରେ ନିଜ ନାଁ ଟା ଲେଖିଦିଅନ୍ତେ ଜଦି ଭଲ ହୁଅନ୍ତା ଆପଣଙ୍କ ଲେଖା ପରେ ଟିଲଡ଼େ ଚିନ୍ହଟିଏ ଦିଅନ୍ତୁ (~~~~); ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଜ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ମୋ my talk page କୁ ଯାଇ ମୋତେ ପଚାରିପାରିବେ, ନହେଲେ ଏଇ ଫରଦରେ ପ୍ରଶ୍ନ ଆଗରୁ ଏଇ କୋଡ {{help me}}
କପି କରି ପକାଇଦିଅନ୍ତୁ । ଆଉଥରେ, ପାଛୋଟି ନେଉଛି!
ansuman (ମୋ ଆଲୋଚନା) ୧୬:୧୦, ୨୬ ସେପ୍ଟେଟେମ୍ବର ୨୦୧୧ (UTC)
Support
[ସମ୍ପାଦନା]ଆପଣ ଯଦି ସମର୍ଥନ କରିବାକୁ ଚାହୁଛନ୍ତି ବା ଦସ୍ତଖତ କରିବାକୁ, କେବଳ ୪ଟି ଟିଲଡ଼େ (tilde)(~~~~) ଚିହ୍ନ ଦେଲେ ଆପେ ଆପେ ଆପଣଙ୍କ ଦସ୍ତଖତ ଆସିଯିବ । -ansuman (ମୋ ଆଲୋଚନା) ୧୮:୨୮, ୨ ଅକ୍ଟୋବର ୨୦୧୧ (UTC)
ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ
[ସମ୍ପାଦନା]
|
--Aditya Mahar (ମୋ ଆଲୋଚନା) ୨୦ ଅକ୍ଟୋବର ୨୦୧୫ (IST)