Jump to content

ବ୍ୟବହାରକାରୀଙ୍କ ଆଲୋଚନା:Fish and karate

Page contents not supported in other languages.
ନୂଆ ଯୋଡ଼ନ୍ତୁ
ଉଇକିପିଡ଼ିଆ‌ରୁ

ପାଛୋଟା!

ଓଳିଗି, Fish and karate ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଢେର ବଧାଇ ଆପଣ ଯାହା କରିଛନ୍ତି । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଏଇଠି କିଛି କାମ କରିବାକୁ ଭଲ ପାଇବେ । ଏଇ କିଛି ଫରଦ ଆପଣଙ୍କୁ ଭଲ ଲାଗିପାରେ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗୁଛି ! ଟିକେ ଆଲୋଚନା ଫରଦରେ ନିଜ ନାଁ ଟା ଲେଖିଦିଅନ୍ତେ ଜଦି ଭଲ ହୁଅନ୍ତା ଆପଣଙ୍କ ଲେଖା ପରେ ଟିଲଡ଼େ ଚିନ୍ହଟିଏ ଦିଅନ୍ତୁ (~~~~); ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଜ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ମୋ ଆଲୋଚନା ଫରଦ କୁ ଯାଇ ମୋତେ ପଚାରିପାରିବେ, ନହେଲେ ଏଇ ଫରଦରେ ପ୍ରଶ୍ନ ଆଗରୁ ଏଇ କୋଡ {{help me}} କପି କରି ପକାଇଦିଅନ୍ତୁ । ଆଉଥରେ, ପାଛୋଟି ନେଉଛି!

--Srikant Kedia ୧୬:୨୩, ୧୧ ଜୁଲାଇ ୨୦୧୧ (UTC)

ଉଇକିକନଫେରେନ୍ସ ଇଣ୍ଡିଆ ୨୦୧୧ ନିମନ୍ତେ ଆମନ୍ତ୍ରଣ

[ସମ୍ପାଦନା]


ଆଜ୍ଞା ନମସ୍କାର Fish and karate,

ପ୍ରଥମ ଉଇକିକନଫେରେନ୍ସ ଇଣ୍ଡିଆ ମୁମ୍ବାଇ ଠାରେ ୧୮-୨୦ ନଭେମ୍ବର ୨୦୧୧ରେ ହେବାକୁ ଯାଉଛି ।
ଆପଣ ଆମର ପ୍ରଧାନ ପୃଷ୍ଠା, ଫେସବୁକ କାର୍ଯ୍ୟକ୍ରମ ଓ ଆମର ଅବେଦନ ଫର୍ମଟି ମଧ୍ୟ ଦେଖିପାରିବେ ।

ଏହି ସବୁ କାମ ୧୦୦ ଦିନର WikiOutreach ରୁ ଆରମ୍ଭ ହେବ

ଯେହେତୁ ଆପଣ ଉଇକିପିଡ଼ିଆ ସଙ୍ଗଠନରେ ସଚଳ ଆମ୍ଭେ ଆପଣଙ୍କୁ ଏହି ମହାମେଳଣରେ ଯୋଗଦାନ ଓ ନିଜର ଅନୁଭୂତି ବାଣ୍ଟିବା ନିମନ୍ତେ ନିମନ୍ତ୍ରଣ କରୁଅଛୁ । ଆପଣଙ୍କ ଅବଦାନ ନିମନ୍ତେ ଅନେକ ସାଧୁବାଦ ।

୧୮-୨୦ ନଭେମ୍ବରରେ ମୁମ୍ବାଇରେ ଆପଣଙ୍କୁ ଭେଟିବା ଅପେକ୍ଷାରେ।

---Srikant Kedia ୧୩:୪୫, ୮ ଅଗଷ୍ଟ ୨୦୧୧ (UTC)

ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ

[ସମ୍ପାଦନା]

--Aditya Mahar (ମୋ ଆଲୋଚନା) ୨୦ ଅକ୍ଟୋବର ୨୦୧୫ (IST)