ବ୍ୟବହାରକାରୀଙ୍କ ଆଲୋଚନା:Frank Schulenburg (Wikimedia Foundation)
ଆଦରର Frank Schulenburg (Wikimedia Foundation),
ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଢେର ବଧାଇ ଆପଣ ଯାହା କରିଛନ୍ତି । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଅବଦାନ ଜାରି ରଖିବେ । ଏଇ କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବ:
- ଉଇକିପିଡ଼ିଆର ପାଞ୍ଚଟି ଖମ୍ବ
- ଶିକ୍ଷଣ ଓ ଜାଣିବା କଥା
- ଫରଦଟିଏ କେମିତି ବଦଳାଇବେ ଓ ଲେଖା ଗୁଡ଼ିକ କେମିତି ବଦଳାଇବେ
- ନିଜର ପ୍ରଥମ ଲେଖାଟି କେମିତି ଲେଖିବେ
- ମାନୁଆଲର ଶୈଳୀ
ଯଦି ଆପଣ ଉଇକିପିଡ଼ିଆରେ କିପରି ଲେଖିବେ ତାହା ଜାଣିବାକୁ ଚାହୁଁଥାନ୍ତି ତେବେ ଆମ ଚାଟ ସଭାକୁ ଯାଇ ପ୍ରଶ୍ନଟିଏ ପଚାରନ୍ତୁ ।
ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ ! ଆଲୋଚନା ପୃଷ୍ଠାରେ ଦସ୍ତଖତ ପାଇଁ ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଜ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପଚାରିପାରିବେ । ଆଉଥରେ, ପାଛୋଟି ନେଉଛି!
--Srikant Kedia ୧୬:୦୪, ୨୩ ଜୁନ ୨୦୧୨ (UTC)
Frank Schulenburg (Wikimedia Foundation)ଙ୍କ ସହ ଏକ ଆଲୋଚନା ଆରମ୍ଭ କରନ୍ତୁ
Talk pages are where people discuss how to make content on ଉଇକିପିଡ଼ିଆ the best that it can be. Start a new discussion to connect and collaborate with Frank Schulenburg (Wikimedia Foundation). What you say here will be public for others to see.