ବ୍ୟବହାରକାରୀଙ୍କ ଆଲୋଚନା:Gorvachove

Page contents not supported in other languages.
ଉଇକିପିଡ଼ିଆ‌ରୁ

ପାଛୋଟା!

ଓଳିଗି, Gorvachove ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଢେର ବଧାଇ ଆପଣ ଯାହା କରିଛନ୍ତି । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଏଇଠି କିଛି କାମ କରିବାକୁ ଭଲ ପାଇବେ । ଏଇ କିଛି ଫରଦ ଆପଣଙ୍କୁ ଭଲ ଲାଗିପାରେ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗୁଛି ! ଟିକେ ଆଲୋଚନା ଫରଦରେ ନିଜ ନାଁ ଟା ଲେଖିଦିଅନ୍ତେ ଜଦି ଭଲ ହୁଅନ୍ତା ଆପଣଙ୍କ ଲେଖା ପରେ ଟିଲଡ଼େ ଚିନ୍ହଟିଏ ଦିଅନ୍ତୁ (~~~~); ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଜ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ମୋ ଆଲୋଚନା ଫରଦ କୁ ଯାଇ ମୋତେ ପଚାରିପାରିବେ, ନହେଲେ ଏଇ ଫରଦରେ ପ୍ରଶ୍ନ ଆଗରୁ ଏଇ କୋଡ {{help me}} କପି କରି ପକାଇଦିଅନ୍ତୁ । ଆଉଥରେ, ପାଛୋଟି ନେଉଛି!

--Srikant Kedia ୧୭:୦୧, ୧୪ ଅଗଷ୍ଟ ୨୦୧୧ (UTC)

A barnstar for you![ସମ୍ପାଦନା]

The Writer's Barnstar
ଆପଣ ତିଅରି କରିଥିବା ମଦରବୋର୍ଡ଼ ପ୍ରସଙ୍ଗଟି ପାଇଁ ମୁଁ ଅନେକ ସାଧୁବାଦ ଦେଉଛି । ଅଧିକ ପ୍ରସଙ୍ଗସବୁ ଶ୍ରେଣୀ:କମ୍ପ୍ୟୁଟର ବିଜ୍ଞାନରୁ ଦେଖି ପାରିବେ । ସୁଭାସିସପାଣିଗାହିମୋତେ କହିବେ କିଛି? ୧୭:୩୪, ୨୯ ଫେବୁଆରି ୨୦୧୨ (UTC)

ଆପଣଙ୍କ ମତ ଗୁରୁତ୍ଵପୂର୍ଣ୍ଣ; ଉଇକିପିଡ଼ିଆ ପରିଚାଳନାରେ ଭାଗ ନିଅନ୍ତୁ[ସମ୍ପାଦନା]

ବନ୍ଧୁ ନମସ୍କାର, ଅନେକ ଧନ୍ୟବାଦ ଆପଣଙ୍କ ଅବଦାନ ପାଇଁ । ଓଡ଼ିଆ ଉଇକିପିଡ଼ିଆରେ ଆପଣଙ୍କ ଆଗ୍ରହ ଦେଖି ଆମ୍ଭେ ବହୁତ ଖୁସି, ଆଶା କରୁଛୁ ଆପଣ ଏମିତି ଅବଦାନ ଜାରି ରଖିବେ । ଉଇକିପିଡ଼ିଆର କେତେକ ବିଷୟରେ ନିର୍ଣ୍ଣୟ ନେବା ପୂର୍ବରୁ ଆମେ ଆପଣଙ୍କ ମତ, ବିଚାର, ଟିପ୍ପଣୀ ଏବଂ ସହଯୋଗ ଲୋଡୁ । ଉଦାହରଣ ଭାବେ "କେଉଁ ଓଡ଼ିଆ ଶବ୍ଦ ବ୍ୟବହାର କରାଯିବ", "ଆସନ୍ତା ମାସ ପାଇଁ କେଉଁ ଲେଖାଟିକୁ ପ୍ରଧାନ ପୃଷ୍ଠା ପାଇଁ ବଛାଯିବ", "ଆସନ୍ତା ସପ୍ତାହ ପାଇଁ କେଉଁ ଛବିଟିକୁ ପ୍ରଧାନ ପୃଷ୍ଠାରେ ରଖାଯିବ" ଇତ୍ୟାଦି ଇତ୍ୟାଦି । ଅନ୍ୟ ବିଷୟରେ ଆମେ ଆଲୋଚନା ସଭାରେ ଆଲୋଚନା କରୁଛୁ । ଓଡ଼ିଆ ଉଇକିପିଡ଼ିଆକୁ ସୂଚାରୁରୂପେ ଚଳାଇବା ପାଇଁ ଆପଣ ମାନଙ୍କ ସହଯୋଗ ଆବଶ୍ୟକ, ତେଣୁ ଏଠାରେ ହେଉଥିବା ଆଲୋଚନାରେ ଭାଗ ନେଇ ନିଜ ମତ ଜଣାଇବା ପାଇଁ ଆମ୍ଭେ ଅନୁରୋଧ କରୁଛୁ । ଧନ୍ୟବାଦ -- ଅଂଶୁମାନ ତାର ଯୋଡ଼ିବେ? ୧୩:୫୩, ୧୭ ଜୁଲାଇ ୨୦୧୨ (UTC)

Hi Mr. To-Be-IAS Sir. It was good meeting you. Heard that some new articles have been created after our meeting. Wonderful!! Keep up the good work. I hope you have remembered the promise you made to me about growing the Odia Wikipedia Vishnu (talk)

Thanks a lot Vishnu :) It was a pleasure meeting you too. I do remember my promise and good at keeping them. --Gorvachove (ମୋ ଆଲୋଚନା) ୧୩:୪୪, ୧ ଅପ୍ରେଲ ୨୦୧୩ (UTC)

ତମ ସାଙ୍ଗେ ମୁହାଁମୁହିଁ ବସି ନ ପାରିବାର ଦୁଃଖରେ ଏ ଭର୍ଚୁଆଲ ଗିଲାସେ ନିଅ![ସମ୍ପାଦନା]

ଆଜି ଦିନସାରା ଯେଉଁ ଝାଳବୁହା ପରିଶ୍ରମ କରି ଲାଗିଛ ସେଇ ମହତ କାମକୁ ଓଳିଗି କରି ଗିଲାସେ ଫେଣବାଲା ‌‌ବିଅର ନିଅ! :) ସୁଭାସିସ ପାଣିଗାହିମୋତେ କହିବେ କିଛି? ୧୩:୩୨, ୧ ଅପ୍ରେଲ ୨୦୧୩ (UTC)
ଚିଅର୍ସ--Gorvachove (ମୋ ଆଲୋଚନା) ୧୩:୪୨, ୧ ଅପ୍ରେଲ ୨୦୧୩ (UTC)

ଓଡ଼ିଆ ଉଇକିପିଡ଼ିଆର ୧୦ମ ଜନ୍ମତିଥି ପାଳନ ନିମନ୍ତେ ନିମନ୍ତ୍ରଣ[ସମ୍ପାଦନା]


ଓଡ଼ିଆ ଉଇକିପିଡ଼ିଆ ଦଶମ ଜନ୍ମତିଥି ପାଳନ

ଆଦରର Gorvachove,

ଆଗାମୀ ଜାନୁଆରୀ ୨୮ ଓ ୨୯ ତାରିଖରେ ଓଡ଼ିଆ ଉଇକିପିଡ଼ିଆ ଏହାର ଦଶମ ଜନ୍ମ ବାର୍ଷିକୀ ପାଳନ କରୁଛି । ୧୦ ବର୍ଷ ତଳେ ଜାନୁଆରୀ ୨୯ ରେ ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ହେଇଥିଲା । ଏ ବର୍ଷ ଜାନୁଆରୀ ୨୮ ତାରିଖରେ ଭୁବନେଶ୍ଵରର KISS ଓ ୨୯ ତାରିଖରେ ଢେଙ୍କାନାଳ IIMC ଠାରେ ଜନ୍ମବାର୍ଷିକୀ ପାଳନ କରିବାର ଯୋଜନା କରାଯାଇଛି । ଆପଣଙ୍କ ପାଇଁ ନିମନ୍ତ୍ରଣ ରହିଲା । ଏଠାରେ ନିଜ ନାମ ଲେଖିବା ପାଇଁ ଅନୁରୋଧ । ଆପଣ ଯଦି ଦୂର ସ୍ଥାନରୁ ଆସୁଛନ୍ତି, ତା ହେଲେ ଆଗୁଆ ଜଣାଇଲେ ଆମେ ଆପଣଙ୍କ ରହିବା ବ୍ୟବସ୍ଥା କରିପାରିବୁ । ୨୮-୨୯ ଜାନୁଆରୀ ଆପଣଙ୍କୁ ଭେଟିବା ଅପେକ୍ଷାରେ । ଧନ୍ୟବାଦ ସହ ।

--ଶିତିକଣ୍ଠ (ଆଲୋଚନା) ୧୮:୩୨, ୨୫ ଜାନୁଆରୀ ୨୦୧୪ (UTC)

ନିମନ୍ତ୍ରଣ ପାଇଁ ଆନ୍ତରିକ ଧନ୍ୟବାଦ ଜ୍ଞାପନ କରୁଛି । ବ୍ୟକ୍ତିଗତ କାରଣ (କିଛି ଜରୁରୀକାଳୀନ କାର୍ଯ୍ୟ) ନିମନ୍ତେ ଯୋଗ ଦେବାକୁ ଅକ୍ଷମତା ପ୍ରକାଶ କରୁଛି ଓ ସେଥିପାଇଁ ଦୁଃଖିତ । ଉତ୍ସବର ସଫଳତା କାମନା କରି; ଓଡ଼ିଆ ଉଇକିପିଡ଼ିଆର ୧୦ମ ବର୍ଷ ପୂର୍ତ୍ତି ପାଇଁ ସମସ୍ତ ଉଇକିଆଳିଙ୍କୁ ଅଭିନନ୍ଦନ ଜଣାଉଛି । --Gorvachove (ମୋ ଆଲୋଚନା) ୦୬:୫୯, ୨୬ ଜାନୁଆରୀ ୨୦୧୪ (UTC)

ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ[ସମ୍ପାଦନା]

--Aditya Mahar (ମୋ ଆଲୋଚନା) ୨୦ ଅକ୍ଟୋବର ୨୦୧୫ (IST)

ରଥଯାତ୍ରା ଗଣସମ୍ପାଦନାରେ ଯୋଗଦେବାପାଇଁ ନିମନ୍ତ୍ରଣ[ସମ୍ପାଦନା]

ରଥଯାତ୍ରା ଗଣସମ୍ପାଦନା ୨୦୧୬

ନମସ୍କାର, ପବିତ୍ର ରଥଯାତ୍ରା ଅବସରରେ ଆମେ ଆପଣଙ୍କ ସୁଖ ଓ ସମୃଦ୍ଧି କାମନା କରୁଛୁ । ଏହି ଜୁଲାଇ ମାସରେ ଜଗନ୍ନାଥ ସଂସ୍କୃତି ଉତ୍ସବମୁଖର ହୋଇଉଠିଛି । ଏହାକୁ ସ୍ମରଣୀୟ କରିବା ପାଇଁ ଏହି ଅବସରରେ ଓଡ଼ିଆ ଉଇକିପିଡ଼ିଆ ପାଳନ କରୁଛି "ରଥଯାତ୍ରା ଗଣସମ୍ପଦନା ୨୦୧୬"।

ଗତବର୍ଷର "ନବକଳେବର ଗଣସମ୍ପାଦନା" ସଫଳ ହେବାପରେ ଏହା ହେଉଛି ସଂସ୍କୃତି-ଭିତ୍ତିକ ଦ୍ଵିତୀୟ ଗଣସମ୍ପାଦନା । ଆପଣ ଜାଣି ଖୁସି ହେବେ ଯେ ଗତବର୍ଷର ଗଣସମ୍ପାଦନାରେ ଜଗନ୍ନାଥ ସଂସ୍କୃତି ସମ୍ବନ୍ଧିତ ୧୪୦ଟି ପ୍ରସଙ୍ଗ ନୂଆ ଓ ଉନ୍ନତ କରାଯାଇଥିଲା ଆଉ ସେହି ପ୍ରସଙ୍ଗଗୁଡ଼ିକ ଉଇକିପିଡ଼ିଆ ପାଇଁ ବହୁତ ଦରକାରୀ ଥିଲା । ତେବେ ଏବର୍ଷର "ରଥଯାତ୍ରା ଗଣସମ୍ପାଦନା" ଆରମ୍ଭ ହୋଇଯାଇଛି । ଜୁଲାଇ ୬ ରୁ ଅଗଷ୍ଟ ୪ ତାରିଖ ମାସେ କାଳ ଜଗନ୍ନାଥଙ୍କ ସମ୍ବନ୍ଧୀୟ ପ୍ରସଙ୍ଗମାନ ସମ୍ପାଦନା କରାଯାଇ ଓଡ଼ିଆ ଉଇକିପିଡ଼ିଆକୁ ସମୃଦ୍ଧ କରାଯିବ । ଆଶାକରୁଛୁ ଯେ ଆପଣ ଏଥିରେ ଭାଗନେଇ ଏହାକୁ ସଫଳ କରାଇବେ । ଗଣସମ୍ପାଦନା ବାବଦରେ ଅଧିକ ଜାଣିବା ଓ ଭାଗନେବା ପାଇଁ ଏହି ପୃଷ୍ଠାଟି ଦେଖନ୍ତୁ । କୌଣସି ସହାୟତା ଲୋଡୁଥିଲେ କିମ୍ବା ପ୍ରଶ୍ନ ଥିଲେ ଆମକୁ ପଚାରିପାରିବେ । ଧନ୍ୟବାଦ । ଜୟ ଜଗନ୍ନାଥ! --ନିଷ୍ଠାରଞ୍ଜନଦାଶtalk

ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭ରେ ଭାଗ ନେବାକୁ ଅନୁରୋଧ[ସମ୍ପାଦନା]

ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭
ଓଡି଼ଆ ଉଇକିପିଡି଼ଆରେ ଆନ୍ତର୍ଜାତିକ ମହିଳା ମାସ ଗଣସମ୍ପାଦନା ଆରମ୍ଭ ହେଇଗଲାଣି, ଆପଣଙ୍କୁ ଭାଗ ନେବାକୁ ଅନୁରୋଧ। --ଶୈଳେଶ (ପଚାରିବେ କିଛି?)

ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮ରେ ଭାଗ ନେବାକୁ ଅନୁରୋଧ[ସମ୍ପାଦନା]

ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮
ଓଡି଼ଆ ଉଇକିପିଡି଼ଆରେ ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮ ଆରମ୍ଭ ହେଇଗଲାଣି । ଏହି ଗଣସମ୍ପାଦନା ୧୩ ଅଗଷ୍ଟ ୨୦୧୮ରୁ ୨୦ ଅଗଷ୍ଟ ୨୦୧୮ ଯାଏଁ ସପ୍ତାହେ ବ୍ୟାପି ଚାଲିବ, ଯେଉଁଥିରେ ଭାରତରେ ସ୍ୱାଧୀନତା ଆନ୍ଦୋଳନ ସ‌ହ ଜଡ଼ିତ ମହତ୍ୱପୂର୍ଣ୍ଣ ଘଟଣା ଏବଂ ଉଲ୍ଲେଖନୀୟ ସ୍ୱାଧୀନତା ସଂଗ୍ରାମୀଙ୍କ ଉପରେ ପ୍ରସଙ୍ଗ ଗଢ଼ାଯିବା ସଙ୍ଗେ ସଙ୍ଗେ ଆଗରୁ ଥିବା ପୁରୁଣା ପ୍ରସଙ୍ଗର ମାନ ମଧ୍ୟ ଉନ୍ନତ କରାଯିବ । । ଆପଣଙ୍କୁ ଭାଗ ନେବାକୁ ଅନୁରୋଧ । --ଗପୁ (ମୋ ଆଲୋଚନା) ୧୧:୧୫, ୧୪ ଅଗଷ୍ଟ ୨୦୧୮ (IST)[reply]

You have been a medical translators within Wikipedia. We have recently relaunched our efforts and invite you to join the new process. Let me know if you have questions. Best Doc James (talk · contribs · email) 12:34, 13 August 2023 (UTC)