ବ୍ୟବହାରକାରୀଙ୍କ ଆଲୋଚନା:Holder

Page contents not supported in other languages.
ଉଇକିପିଡ଼ିଆ‌ରୁ

ପାଛୋଟା!

ଓଳିଗି, Holder ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଢେର ବଧାଇ ଆପଣ ଯାହା କରିଛନ୍ତି । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଏଇଠି କିଛି କାମ କରିବାକୁ ଭଲ ପାଇବେ । ଏଇ କିଛି ଫରଦ ଆପଣଙ୍କୁ ଭଲ ଲାଗିପାରେ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗୁଛି ! ଟିକେ ଆଲୋଚନା ଫରଦରେ ନିଜ ନାଁ ଟା ଲେଖିଦିଅନ୍ତେ ଜଦି ଭଲ ହୁଅନ୍ତା ଆପଣଙ୍କ ଲେଖା ପରେ ଟିଲଡ଼େ ଚିନ୍ହଟିଏ ଦିଅନ୍ତୁ (~~~~); ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଜ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ମୋ ଆଲୋଚନା ଫରଦ କୁ ଯାଇ ମୋତେ ପଚାରିପାରିବେ, ନହେଲେ ଏଇ ଫରଦରେ ପ୍ରଶ୍ନ ଆଗରୁ ଏଇ କୋଡ {{help me}} କପି କରି ପକାଇଦିଅନ୍ତୁ । ଆଉଥରେ, ପାଛୋଟି ନେଉଛି!

--Srikant Kedia ୦୭:୫୨, ୨ ଜୁଲାଇ ୨୦୧୧ (UTC)

ଉଇକିକନଫେରେନ୍ସ ଇଣ୍ଡିଆ ୨୦୧୧ ନିମନ୍ତେ ଆମନ୍ତ୍ରଣ[ସମ୍ପାଦନା]


ଆଜ୍ଞା ନମସ୍କାର Holder,

ପ୍ରଥମ ଉଇକିକନଫେରେନ୍ସ ଇଣ୍ଡିଆ ମୁମ୍ବାଇ ଠାରେ ୧୮-୨୦ ନଭେମ୍ବର ୨୦୧୧ରେ ହେବାକୁ ଯାଉଛି ।
ଆପଣ ଆମର ପ୍ରଧାନ ପୃଷ୍ଠା, ଫେସବୁକ କାର୍ଯ୍ୟକ୍ରମ ଓ ଆମର ଅବେଦନ ଫର୍ମଟି ମଧ୍ୟ ଦେଖିପାରିବେ ।

ଏହି ସବୁ କାମ ୧୦୦ ଦିନର WikiOutreach ରୁ ଆରମ୍ଭ ହେବ

ଯେହେତୁ ଆପଣ ଉଇକିପିଡ଼ିଆ ସଙ୍ଗଠନରେ ସଚଳ ଆମ୍ଭେ ଆପଣଙ୍କୁ ଏହି ମହାମେଳଣରେ ଯୋଗଦାନ ଓ ନିଜର ଅନୁଭୂତି ବାଣ୍ଟିବା ନିମନ୍ତେ ନିମନ୍ତ୍ରଣ କରୁଅଛୁ । ଆପଣଙ୍କ ଅବଦାନ ନିମନ୍ତେ ଅନେକ ସାଧୁବାଦ ।

୧୮-୨୦ ନଭେମ୍ବରରେ ମୁମ୍ବାଇରେ ଆପଣଙ୍କୁ ଭେଟିବା ଅପେକ୍ଷାରେ।

---Srikant Kedia ୧୩:୫୦, ୮ ଅଗଷ୍ଟ ୨୦୧୧ (UTC)

ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ[ସମ୍ପାଦନା]

--Aditya Mahar (ମୋ ଆଲୋଚନା) ୨୦ ଅକ୍ଟୋବର ୨୦୧୫ (IST)

91.9.100.60 ୨୧:୫୭, ୧୫ ଅଗଷ୍ଟ ୨୦୧୬ (IST)[reply]

Done. --Holder (ମୋ ଆଲୋଚନା) ୨୨:୨୭, ୧୫ ଅଗଷ୍ଟ ୨୦୧୬ (IST)[reply]

5 files for deletion: file:Baladeba_ratha.png + file:KIIT Seal2.png (svg is used file:KIIT_logo.svg) - no fair-use for unused files. file:Oriya Letter A (red).svg - no license, user last edit 2014. file:Ahe dayamaya biswa bihari.jpg, file:Old image of Konark.jpg - no license. 77.180.154.169 ୦୪:୨୧, ୨୬ ନଭେମ୍ବର ୨୦୧୬ (IST)[reply]

Done. --Holder (ମୋ ଆଲୋଚନା) ୧୧:୫୫, ୩୦ ନଭେମ୍ବର ୨୦୧୬ (IST)[reply]

Thank you very much. 3 unused for deletion https://or.wikipedia.org/wiki/Special:UnusedFiles?uselang=en&limit=5000 78.49.221.239 ୦୫:୨୫, ୯ ଡିସେମ୍ବର ୨୦୧୬ (IST)[reply]

Done. --Holder (ମୋ ଆଲୋଚନା) ୧୦:୨୨, ୯ ଡିସେମ୍ବର ୨୦୧୬ (IST)[reply]