ବ୍ୟବହାରକାରୀଙ୍କ ଆଲୋଚନା:Doc James
![](http://upload.wikimedia.org/wikipedia/commons/thumb/b/b1/Vegan_chocolate_chip_cookies_on_dish_with_floral_designs.jpg/250px-Vegan_chocolate_chip_cookies_on_dish_with_floral_designs.jpg)
![](http://upload.wikimedia.org/wikipedia/commons/thumb/7/79/Face-smile.svg/20px-Face-smile.svg.png)
ଆଦରର Jmh649,
ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଅନେକ ବଧାଇ । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଅବଦାନ ଜାରି ରଖିବେ । ଏଇ କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବ:
- ଉଇକିପିଡ଼ିଆର ପାଞ୍ଚଟି ଖମ୍ବ
- ଶିକ୍ଷଣ ଓ ଜାଣିବା କଥା
- ପୃଷ୍ଠାଟିଏ କେମିତି ବଦଳାଇବେ ଓ ଲେଖା ଗୁଡ଼ିକ କେମିତି ବଦଳାଇବେ
- ନିଜର ପ୍ରଥମ ଲେଖାଟି କେମିତି ଲେଖିବେ
- ମାନୁଆଲର ଶୈଳୀ
ଯଦି ଆପଣ କିଛି ଜାଣିବାକୁ ଚାହୁଁଥାନ୍ତି ତେବେ ଆମ ଚାଟ ସଭାକୁ ଯାଇ ପ୍ରଶ୍ନଟିଏ ପଚାରନ୍ତୁ । |
ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ ! ଆଲୋଚନା ପୃଷ୍ଠାରେ ଦସ୍ତଖତ ପାଇଁ ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଯ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପଚାରିପାରିବେ । ଆଉଥରେ, ପାଛୋଟି ନେଉଛି! --Srikant Kedia ୧୭:୩୫, ୧୧ ମଇ ୨୦୧୩ (UTC)
ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ[ସମ୍ପାଦନା]
|
--Aditya Mahar (ମୋ ଆଲୋଚନା) ୨୦ ଅକ୍ଟୋବର ୨୦୧୫ (IST)
A barnstar for you![ସମ୍ପାଦନା]
![]() |
The Barnstar of Diligence |
James, I am amazed at your work for which I offer you this Barnstar of Diligence. Subas Chandra Rout (ମୋ ଆଲୋଚନା) ୧୬:୩୮, ୨୬ ଅଗଷ୍ଟ ୨୦୧୬ (IST) |
- Thank you Subas :-) Doc James (ମୋ ଆଲୋଚନା) ୨୩:୨୩, ୨୬ ଅଗଷ୍ଟ ୨୦୧୬ (IST)
Invitation to Rejoin the Healthcare Translation Task Force[ସମ୍ପାଦନା]
![](http://upload.wikimedia.org/wikipedia/commons/thumb/5/58/Wiki_Project_Med_Foundation_logo.svg/125px-Wiki_Project_Med_Foundation_logo.svg.png)
You have been a medical translators within Wikipedia. We have recently relaunched our efforts and invite you to join the new process. Let me know if you have questions. Best Doc James (talk · contribs · email) 12:34, 13 August 2023 (UTC)