Jump to content

ବ୍ୟବହାରକାରୀଙ୍କ ଆଲୋଚନା:Kalyana mishra

Page contents not supported in other languages.
ନୂଆ ଯୋଡ଼ନ୍ତୁ
ଉଇକିପିଡ଼ିଆ‌ରୁ
କିଛି ରସଗୋଲା ସହିତ ଆପଣଙ୍କୁ ପାଛୋଟି ନେଉଛୁ!
ଉଇକିପିଡ଼ିଆରେ କିପରି ଲେଖିବେ ଜାଣିବାକୁ ଚାହୁଁଛନ୍ତି କି? ପ୍ରଶ୍ନଟିଏ ପଚାରନ୍ତୁ

ଆଦରର Kalyana mishra,

ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ମୁଁ ଆଶା କରୁଛି ଆପଣଙ୍କୁ ଏହି ଜ୍ଞାନକୋଷ ବ୍ୟବହାର କରିବାକୁ ସୁବିଧାଜନକ ହେବ ଓ ଏଠାରେ ପ୍ରସଙ୍ଗମାନ ସମ୍ପାଦନା କରି ଆପଣ ଆନନ୍ଦିତ ହେବେ । ଏଇ କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବେ:

ଯଦି ଆପଣ ଉଇକିପିଡ଼ିଆରେ କିପରି ଲେଖିବେ ତାହା ଜାଣିବାକୁ ଚାହୁଁଥାନ୍ତି ତେବେ ଆମ ଚାଟ ସଭାକୁ ଯାଇ ପ୍ରଶ୍ନଟିଏ ପଚାରନ୍ତୁ ।

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ । ଆପଣ ଏକ ପ୍ରସଙ୍ଗ ବାବଦରେ କିଛି ଆଲୋଚନା କରିବାକୁ ଚାହିଁଲେ ସେହି ପ୍ରସଙ୍ଗର "ଆଲୋଚନା" ପୃଷ୍ଠାକୁ ଯାଇ ସେଠି ନିଜ ମତାମତ ପରେ ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏହା ଆପଣଙ୍କ ନାମ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସହଯୋଗ ଲୋଡ଼ା ପଡ଼ିଲେ, ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ଏହି ପୃଷ୍ଠାରେ ପ୍ରଶ୍ନ ଆଗରୁ ଏଇ କୋଡ଼ {{help me}} ନକଲ କରି ପକାଇଦିଅନ୍ତୁ । --ସୁଭାସିସ ପାଣିଗାହି (ଆଳାପ) ୦୫:୦୨, ୧୮ ନଭେମ୍ବର ୨୦୧୫ (UTC)

Kalyana mishraଙ୍କ ସହ ଏକ ଆଲୋଚନା ଆରମ୍ଭ କରନ୍ତୁ

ନୂଆ ଆଲୋଚନାଟିଏ ଆରମ୍ଭ କରନ୍ତୁ