ବ୍ୟବହାରକାରୀଙ୍କ ଆଲୋଚନା:Kiranreddy9999
ଦେଖଣା
ଆଦରର Kiranreddy9999,
ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଅନେକ ବଧାଇ । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଅବଦାନ ଜାରି ରଖିବେ । ଏଇ କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବ:
- ଉଇକିପିଡ଼ିଆର ପାଞ୍ଚଟି ଖମ୍ବ
- ଶିକ୍ଷଣ ଓ ଜାଣିବା କଥା
- ପୃଷ୍ଠାଟିଏ କେମିତି ବଦଳାଇବେ ଓ ଲେଖା ଗୁଡ଼ିକ କେମିତି ବଦଳାଇବେ
- ନିଜର ପ୍ରଥମ ଲେଖାଟି କେମିତି ଲେଖିବେ
- ମାନୁଆଲର ଶୈଳୀ
ଯଦି ଆପଣ କିଛି ଜାଣିବାକୁ ଚାହୁଁଥାନ୍ତି ତେବେ ଆମ ଚାଟ ସଭାକୁ ଯାଇ ପ୍ରଶ୍ନଟିଏ ପଚାରନ୍ତୁ । |
ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ ! ଆଲୋଚନା ପୃଷ୍ଠାରେ ଦସ୍ତଖତ ପାଇଁ ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଯ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପଚାରିପାରିବେ । ଆଉଥରେ, ପାଛୋଟି ନେଉଛି!
--Srikant Kedia ୧୭:୪୧, ୨୪ ନଭେମ୍ବର ୨୦୧୨ (UTC)
Kiranreddy9999ଙ୍କ ସହ ଏକ ଆଲୋଚନା ଆରମ୍ଭ କରନ୍ତୁ
Talk pages are where people discuss how to make content on ଉଇକିପିଡ଼ିଆ the best that it can be. Start a new discussion to connect and collaborate with Kiranreddy9999. What you say here will be public for others to see.