Jump to content

ବ୍ୟବହାରକାରୀଙ୍କ ଆଲୋଚନା:Mainglück

Page contents not supported in other languages.
ଉଇକିପିଡ଼ିଆ‌ରୁ

ଓଡ଼ିଆ ଉଇକିପିଡ଼ିଆରେ ଆପଣଙ୍କୁ ସ୍ଵାଗତ ଜଣାଉଛି ! ମୁଁ ଆଶା କରୁଛି ଯେ ଆପଣ ଏହି ଖୋଲା ଜ୍ଞାନକୋଷକୁ ପଢ଼ି ଖୁସି ଅନୁଭବ କରିବେ ଏବଂ ଏଥିରେ ଲେଖାଲେଖି କରିବେ । ଯେହେତୁ ଆପଣ ଏଠି ନୂଆ ସେଥିପାଇଁ ପ୍ରଥମେ ଆପଣ ଏହି ଉପକ୍ରମଟିକୁ ପଢ଼ନ୍ତୁ ।

ଯଦି ଆପଣଙ୍କ ମନରେ କିଛି ପ୍ରଶ୍ନ ଅଛି ତେବେ ମୋ ଆଲୋଚନା ପୃଷ୍ଠାରେ ପଚାରିପାରିବେ – ମୋତେ ଆପଣଙ୍କୁ ସାହାଯ୍ୟ କରି ଖୁସି ଲାଗିବ । ଏହାଛଡ଼ା ଆପଣ ଚାଟସଭା ପୃଷ୍ଠାରେ ମଧ୍ୟ ଆପଣଙ୍କ ପ୍ରଶ୍ନ ପଚାରିପାରିବେ ।


ନିମ୍ନରେ ଆପଣଙ୍କୁ ସାହାଯ୍ୟ କରିବା ନିମନ୍ତେ କିଛି ତଥ୍ୟ ଦିଆଗଲା ଯେମିତିକି ଆପଣ ଉଇକିପିଡ଼ିଆକୁ ଭଲଭାବେ ବୁଝିପାରିବେ ଏବଂ ଏହି ଖୋଲା ଜ୍ଞାନକୋଷ ସହ ସାମିଲ ହେଇପାରିବେ ।
ସାହାଯ୍ୟ ଦରକାର ?

ଆପଣ କିପରି ସାହାଯ୍ୟ କରିପାରିବେ:

ଅଧିକ ଜାଣିବା କଥା...


Mainglück, ଧନ୍ୟବାଦ ଗପୁ (ମୋ ଆଲୋଚନା) ୧୮:୫୧, ୨୪ ଅପ୍ରେଲ ୨୦୨୨ (IST)[reply]
Dear Sangram Kesari Senapati,
Thank you for your message! There has been a proposal to erase the Wikipedia page "ଜେମ୍ସ ଶାନ୍ତି". I do not think this is necessary because only small changes are necessary. In particular I would like to suggest a change of the title to "ଜେମ୍ସ ପୀସ୍". I have already made the changes of name in the text and under the photo.
I ask for your support and help in the name change!
Best regards from Germany! Mainglück (ମୋ ଆଲୋଚନା) ୧୫:୦୫, ୨୫ ଅପ୍ରେଲ ୨୦୨୨ (IST)[reply]