ବ୍ୟବହାରକାରୀଙ୍କ ଆଲୋଚନା:ManXiii

Page contents not supported in other languages.
ଉଇକିପିଡ଼ିଆ‌ରୁ
କିଛି କୁକିଜ ସହିତ ଆପଣଙ୍କୁ ସ୍ଵାଗତ କରୁଛୁ!

ପାଛୋଟା!
ଓଳିଗି, ManXiii ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଢେର ବଧାଇ ଆପଣ ଯାହା କରିଛନ୍ତି । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଏଇଠି କିଛି କାମ କରିବାକୁ ଭଲ ପାଇବେ । ଏଇ କିଛି ଫରଦ ଆପଣଙ୍କୁ ଭଲ ଲାଗିପାରେ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗୁଛି ! ଟିକେ ଆଲୋଚନା ଫରଦରେ ନିଜ ନାଁ ଟା ଲେଖିଦିଅନ୍ତେ ଜଦି ଭଲ ହୁଅନ୍ତା ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିନ୍ହ ଦିଅନ୍ତୁ (~~~~); ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଜ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ମୋ ଆଲୋଚନା ଫରଦ କୁ ଯାଇ ମୋତେ ପଚାରିପାରିବେ, ନହେଲେ ଏଇ ଫରଦରେ ପ୍ରଶ୍ନ ଆଗରୁ ଏଇ କୋଡ {{help me}} କପି କରି ପକାଇଦିଅନ୍ତୁ । ଆଉଥରେ, ପାଛୋଟି ନେଉଛି!

--Srikant Kedia ୦୭:୦୮, ୧୬ ଫେବୁଆରି ୨୦୧୨ (UTC)

ତମକୁ ଏହାଠୁ ଆଉ ଭଲ କିଛି ମୁଁ ଦେଇପାରନ୍ତି![ସମ୍ପାଦନା]

ଭାଇ, ହାଣ୍ଡିଆ ଲେଖାରେ ଭାଗ ନେଇ କିଛି ଲେଖିବା ଆରମ୍ଭ କରିଛ ଯେତେବେଳେ କିଛି ମାଦକ ପାନୀୟ ଦବାଟା ଜରୁରି ମଣିଲି, ତେଣୁ ଢୋକେ ପିଅ, ଦଣ୍ଡେ ଜୀଅଁ, ବାହାରେ ଭାଆରି ଗରମ! ମାଆଲୋ ;-) ସୁଭାସିସପାଣିଗାହିମୋତେ କହିବେ କିଛି? ୧୨:୫୨, ୪ ମେ ୨୦୧୨ (UTC)

ଆପଣଙ୍କ ମତ ଗୁରୁତ୍ଵପୂର୍ଣ୍ଣ; ଉଇକିପିଡ଼ିଆ ପରିଚାଳନାରେ ଭାଗ ନିଅନ୍ତୁ[ସମ୍ପାଦନା]

ବନ୍ଧୁ ନମସ୍କାର, ଅନେକ ଧନ୍ୟବାଦ ଆପଣଙ୍କ ଅବଦାନ ପାଇଁ । ଓଡ଼ିଆ ଉଇକିପିଡ଼ିଆରେ ଆପଣଙ୍କ ଆଗ୍ରହ ଦେଖି ଆମ୍ଭେ ବହୁତ ଖୁସି, ଆଶା କରୁଛୁ ଆପଣ ଏମିତି ଅବଦାନ ଜାରି ରଖିବେ । ଉଇକିପିଡ଼ିଆର କେତେକ ବିଷୟରେ ନିର୍ଣ୍ଣୟ ନେବା ପୂର୍ବରୁ ଆମେ ଆପଣଙ୍କ ମତ, ବିଚାର, ଟିପ୍ପଣୀ ଏବଂ ସହଯୋଗ ଲୋଡୁ । ଉଦାହରଣ ଭାବେ "କେଉଁ ଓଡ଼ିଆ ଶବ୍ଦ ବ୍ୟବହାର କରାଯିବ", "ଆସନ୍ତା ମାସ ପାଇଁ କେଉଁ ଲେଖାଟିକୁ ପ୍ରଧାନ ପୃଷ୍ଠା ପାଇଁ ବଛାଯିବ", "ଆସନ୍ତା ସପ୍ତାହ ପାଇଁ କେଉଁ ଛବିଟିକୁ ପ୍ରଧାନ ପୃଷ୍ଠାରେ ରଖାଯିବ" ଇତ୍ୟାଦି ଇତ୍ୟାଦି । ଅନ୍ୟ ବିଷୟରେ ଆମେ ଆଲୋଚନା ସଭାରେ ଆଲୋଚନା କରୁଛୁ । ଓଡ଼ିଆ ଉଇକିପିଡ଼ିଆକୁ ସୂଚାରୁରୂପେ ଚଳାଇବା ପାଇଁ ଆପଣ ମାନଙ୍କ ସହଯୋଗ ଆବଶ୍ୟକ, ତେଣୁ ଏଠାରେ ହେଉଥିବା ଆଲୋଚନାରେ ଭାଗ ନେଇ ନିଜ ମତ ଜଣାଇବା ପାଇଁ ଆମ୍ଭେ ଅନୁରୋଧ କରୁଛୁ । ଧନ୍ୟବାଦ -- ଅଂଶୁମାନ ତାର ଯୋଡ଼ିବେ? ୧୪:୦୪, ୧୭ ଜୁଲାଇ ୨୦୧୨ (UTC)

Hi Mano. It was great meeting you. Thanks for all your help in Bhubaneswar. Heard that some new articles have been created after our meeting. Wonderful!! Keep up the good work. I hope you have remembered the promise you made to me about growing the Odia Wikipedia Vishnu (talk)୧୧:୫୧, ୨୧ ମାର୍ଚ୍ଚ ୨୦୧୩ (UTC)

ଆଜି ଗୁଡ଼ାଏ ପରିଶ୍ରମ କଲଣି, ଗୁପଚୁପ ନିଅ![ସମ୍ପାଦନା]

ଭାଇନା, ଆଜିର କାମ ଭାରି ଜୋରଦାର ଚାଲିଛି ଯାହା ଲାଗୁଚି, ଥକି ଯିବଣି, ନିଅ ଗୁପଚୁପ କିଛି ପାଟିରେ ପକେଇଦିଅ! ସୁଭାସିସ ପାଣିଗାହିମୋତେ କହିବେ କିଛି? ୧୨:୧୩, ୧ ଅପ୍ରେଲ ୨୦୧୩ (UTC)

A barnstar for you![ସମ୍ପାଦନା]

The Teamwork Barnstar
ଭାଇ ଆପଣଙ୍କ ନେତୃତ୍ଵରେ ଆଜି ଓଡିଆ ଉଇକିପେଡିଆରେ ୩୭୦୦ ପ୍ରସଙ୍ଗ ପୂରଣ ହୋଇଛି । ସେଥିପାଇଁ ଅତି ଆଦରରର ସହ ଏହି ତାରାଟିକୁ ଦେଲି । ଭାବୁଛି ଖୁସିରେ ଗ୍ରହଣ କରିବେ Jnanaranjan sahu (ମୋ ଆଲୋଚନା) ୧୬:୨୫, ୧ ଅପ୍ରେଲ ୨୦୧୩ (UTC)

ଓଡ଼ିଆ ଉଇକିପିଡ଼ିଆର ୧୦ମ ଜନ୍ମତିଥି ପାଳନ ନିମନ୍ତେ ନିମନ୍ତ୍ରଣ[ସମ୍ପାଦନା]

ଓଡ଼ିଆ ଉଇକିପିଡ଼ିଆ ଦଶମ ଜନ୍ମତିଥି ପାଳନ

ଆଦରର ManXiii,

ଆଗାମୀ ଜାନୁଆରୀ ୨୮ ଓ ୨୯ ତାରିଖରେ ଓଡ଼ିଆ ଉଇକିପିଡ଼ିଆ ଏହାର ଦଶମ ଜନ୍ମ ବାର୍ଷିକୀ ପାଳନ କରୁଛି । ୧୦ ବର୍ଷ ତଳେ ଜାନୁଆରୀ ୨୯ ରେ ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ହେଇଥିଲା । ଏ ବର୍ଷ ଜାନୁଆରୀ ୨୮ ତାରିଖରେ ଭୁବନେଶ୍ଵରର KISS ଓ ୨୯ ତାରିଖରେ ଢେଙ୍କାନାଳ IIMC ଠାରେ ଜନ୍ମବାର୍ଷିକୀ ପାଳନ କରିବାର ଯୋଜନା କରାଯାଇଛି । ଆପଣଙ୍କ ପାଇଁ ନିମନ୍ତ୍ରଣ ରହିଲା । ଏଠାରେ ନିଜ ନାମ ଲେଖିବା ପାଇଁ ଅନୁରୋଧ । ଆପଣ ଯଦି ଦୂର ସ୍ଥାନରୁ ଆସୁଛନ୍ତି, ତା ହେଲେ ଆଗୁଆ ଜଣାଇଲେ ଆମେ ଆପଣଙ୍କ ରହିବା ବ୍ୟବସ୍ଥା କରିପାରିବୁ । ୨୮-୨୯ ଜାନୁଆରୀ ଆପଣଙ୍କୁ ଭେଟିବା ଅପେକ୍ଷାରେ । ଧନ୍ୟବାଦ ସହ ।

-- ଅଂଶୁମାନ ତାର ଯୋଡ଼ିବେ? ୧୮:୩୩, ୨୫ ଜାନୁଆରୀ ୨୦୧୪ (UTC)

ଓଡ଼ିଆ ଉଇକିପିଡ଼ିଆର ୧୦ମ ଜନ୍ମତିଥି ପାଳନ ନିମନ୍ତେ ନିମନ୍ତ୍ରଣ[ସମ୍ପାଦନା]

ଓଡ଼ିଆ ଉଇକିପିଡ଼ିଆ ଦଶମ ଜନ୍ମତିଥି ପାଳନ

ଆଦରର ManXiii,

ଆଗାମୀ ଜାନୁଆରୀ ୨୮ ଓ ୨୯ ତାରିଖରେ ଓଡ଼ିଆ ଉଇକିପିଡ଼ିଆ ଏହାର ଦଶମ ଜନ୍ମ ବାର୍ଷିକୀ ପାଳନ କରୁଛି । ୧୦ ବର୍ଷ ତଳେ ଜାନୁଆରୀ ୨୯ ରେ ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ହେଇଥିଲା । ଏ ବର୍ଷ ଜାନୁଆରୀ ୨୮ ତାରିଖରେ ଭୁବନେଶ୍ଵରର KISS ଓ ୨୯ ତାରିଖରେ ଢେଙ୍କାନାଳ IIMC ଠାରେ ଜନ୍ମବାର୍ଷିକୀ ପାଳନ କରିବାର ଯୋଜନା କରାଯାଇଛି । ଆପଣଙ୍କ ପାଇଁ ନିମନ୍ତ୍ରଣ ରହିଲା । ଏଠାରେ ନିଜ ନାମ ଲେଖିବା ପାଇଁ ଅନୁରୋଧ । ଆପଣ ଯଦି ଦୂର ସ୍ଥାନରୁ ଆସୁଛନ୍ତି, ତା ହେଲେ ଆଗୁଆ ଜଣାଇଲେ ଆମେ ଆପଣଙ୍କ ରହିବା ବ୍ୟବସ୍ଥା କରିପାରିବୁ । ୨୮-୨୯ ଜାନୁଆରୀ ଆପଣଙ୍କୁ ଭେଟିବା ଅପେକ୍ଷାରେ । ଧନ୍ୟବାଦ ସହ ।

--ଶିତିକଣ୍ଠ (ଆଲୋଚନା) ୧୮:୩୧, ୨୫ ଜାନୁଆରୀ ୨୦୧୪ (UTC)

ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ[ସମ୍ପାଦନା]

--ଆଦିତ୍ୟ ମହାର (ଆଲୋଚନା) ୦୪:୪୪, ୨୧ ଅକ୍ଟୋବର ୨୦୧୫ (UTC)

ରଥଯାତ୍ରା ଗଣସମ୍ପାଦନାରେ ଯୋଗଦେବାପାଇଁ ନିମନ୍ତ୍ରଣ[ସମ୍ପାଦନା]

ରଥଯାତ୍ରା ଗଣସମ୍ପାଦନା ୨୦୧୬

ନମସ୍କାର, ପବିତ୍ର ରଥଯାତ୍ରା ଅବସରରେ ଆମେ ଆପଣଙ୍କ ସୁଖ ଓ ସମୃଦ୍ଧି କାମନା କରୁଛୁ । ଏହି ଜୁଲାଇ ମାସରେ ଜଗନ୍ନାଥ ସଂସ୍କୃତି ଉତ୍ସବମୁଖର ହୋଇଉଠିଛି । ଏହାକୁ ସ୍ମରଣୀୟ କରିବା ପାଇଁ ଏହି ଅବସରରେ ଓଡ଼ିଆ ଉଇକିପିଡ଼ିଆ ପାଳନ କରୁଛି "ରଥଯାତ୍ରା ଗଣସମ୍ପଦନା ୨୦୧୬"।

ଗତବର୍ଷର "ନବକଳେବର ଗଣସମ୍ପାଦନା" ସଫଳ ହେବାପରେ ଏହା ହେଉଛି ସଂସ୍କୃତି-ଭିତ୍ତିକ ଦ୍ଵିତୀୟ ଗଣସମ୍ପାଦନା । ଆପଣ ଜାଣି ଖୁସି ହେବେ ଯେ ଗତବର୍ଷର ଗଣସମ୍ପାଦନାରେ ଜଗନ୍ନାଥ ସଂସ୍କୃତି ସମ୍ବନ୍ଧିତ ୧୪୦ଟି ପ୍ରସଙ୍ଗ ନୂଆ ଓ ଉନ୍ନତ କରାଯାଇଥିଲା ଆଉ ସେହି ପ୍ରସଙ୍ଗଗୁଡ଼ିକ ଉଇକିପିଡ଼ିଆ ପାଇଁ ବହୁତ ଦରକାରୀ ଥିଲା । ତେବେ ଏବର୍ଷର "ରଥଯାତ୍ରା ଗଣସମ୍ପାଦନା" ଆରମ୍ଭ ହୋଇଯାଇଛି । ଜୁଲାଇ ୬ ରୁ ଅଗଷ୍ଟ ୪ ତାରିଖ ମାସେ କାଳ ଜଗନ୍ନାଥଙ୍କ ସମ୍ବନ୍ଧୀୟ ପ୍ରସଙ୍ଗମାନ ସମ୍ପାଦନା କରାଯାଇ ଓଡ଼ିଆ ଉଇକିପିଡ଼ିଆକୁ ସମୃଦ୍ଧ କରାଯିବ । ଆଶାକରୁଛୁ ଯେ ଆପଣ ଏଥିରେ ଭାଗନେଇ ଏହାକୁ ସଫଳ କରାଇବେ । ଗଣସମ୍ପାଦନା ବାବଦରେ ଅଧିକ ଜାଣିବା ଓ ଭାଗନେବା ପାଇଁ ଏହି ପୃଷ୍ଠାଟି ଦେଖନ୍ତୁ । କୌଣସି ସହାୟତା ଲୋଡୁଥିଲେ କିମ୍ବା ପ୍ରଶ୍ନ ଥିଲେ ଆମକୁ ପଚାରିପାରିବେ । ଧନ୍ୟବାଦ । ଜୟ ଜଗନ୍ନାଥ! --ନିଷ୍ଠାରଞ୍ଜନଦାଶtalk

ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭ରେ ଭାଗ ନେବାକୁ ଅନୁରୋଧ[ସମ୍ପାଦନା]

ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭
ଓଡି଼ଆ ଉଇକିପିଡି଼ଆରେ ଆନ୍ତର୍ଜାତିକ ମହିଳା ମାସ ଗଣସମ୍ପାଦନା ଆରମ୍ଭ ହେଇଗଲାଣି, ଆପଣଙ୍କୁ ଭାଗ ନେବାକୁ ଅନୁରୋଧ। --ଶୈଳେଶ (ପଚାରିବେ କିଛି?)