ବ୍ୟବହାରକାରୀଙ୍କ ଆଲୋଚନା:Materialscientist
ଆଦରର Materialscientist,
ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛି, ଆପଣଙ୍କ ଅବଦାନ ପାଇଁ ଅନେକ ବଧାଇ । ମୁଁ ଭାବୁଛି ଆପଣ ଏଠାରେ ବାକି ସମ୍ପାଦକମାନଙ୍କ ସହ ମିଶି ନିଜର ଲେଖାଲେଖି ଜାରୀ ରଖିବେ । ଯଦି ଲେଖିବାରେ କିଛି ଅସୁବିଧା ହୁଏ ତେବେ ଏହି "ଚାଟସଭା"ରେ ପଚାରିପାରିବେ । ଏହି କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବ:
- ଉଇକିପିଡ଼ିଆର ପାଞ୍ଚଟି ସ୍ତମ୍ଭ
- ଶିକ୍ଷଣ ଓ ଜାଣିବା କଥା
- ପୃଷ୍ଠାଟିଏ କେମିତି ବଦଳାଇବେ ଓ ଲେଖା ଗୁଡ଼ିକ କେମିତି ବଦଳାଇବେ
- ନିଜର ପ୍ରଥମ ଲେଖାଟି କେମିତି ଲେଖିବେ
- ମାନୁଆଲର ଶୈଳୀ
ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ ! ଆଲୋଚନା ପୃଷ୍ଠାରେ ଦସ୍ତଖତ ପାଇଁ ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଯ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପଚାରିପାରିବେ । ଆଉଥରେ, ପାଛୋଟି ନେଉଛି! --ସୁଭପାSubha Paମୋତେ କହିବେ କିଛି? ୧୦:୪୫, ୪ ଜୁଲାଇ ୨୦୧୧ (UTC)
ଉଇକିକନଫେରେନ୍ସ ଇଣ୍ଡିଆ ୨୦୧୧ ନିମନ୍ତେ ଆମନ୍ତ୍ରଣ
[ସମ୍ପାଦନା]ଆଜ୍ଞା ନମସ୍କାର Materialscientist,
ପ୍ରଥମ ଉଇକିକନଫେରେନ୍ସ ଇଣ୍ଡିଆ ମୁମ୍ବାଇ ଠାରେ ୧୮-୨୦ ନଭେମ୍ବର ୨୦୧୧ରେ ହେବାକୁ ଯାଉଛି । ଏହି ସବୁ କାମ ୧୦୦ ଦିନର WikiOutreach ରୁ ଆରମ୍ଭ ହେବ। ଯେହେତୁ ଆପଣ ଉଇକିପିଡ଼ିଆ ସଙ୍ଗଠନରେ ସଚଳ ଆମ୍ଭେ ଆପଣଙ୍କୁ ଏହି ମହାମେଳଣରେ ଯୋଗଦାନ ଓ ନିଜର ଅନୁଭୂତି ବାଣ୍ଟିବା ନିମନ୍ତେ ନିମନ୍ତ୍ରଣ କରୁଅଛୁ । ଆପଣଙ୍କ ଅବଦାନ ନିମନ୍ତେ ଅନେକ ସାଧୁବାଦ । ୧୮-୨୦ ନଭେମ୍ବରରେ ମୁମ୍ବାଇରେ ଆପଣଙ୍କୁ ଭେଟିବା ଅପେକ୍ଷାରେ। |
---|