ବ୍ୟବହାରକାରୀଙ୍କ ଆଲୋଚନା:Materialscientist

Page contents not supported in other languages.
ଉଇକିପିଡ଼ିଆ‌ରୁ
କିଛି କୁକିଜ ସହିତ ଆପଣଙ୍କୁ ପାଛୋଟି ନେଉଛି!

ଆଦରର Materialscientist,

ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛି, ଆପଣଙ୍କ ଅବଦାନ ପାଇଁ ଅନେକ ବଧାଇ । ମୁଁ ଭାବୁଛି ଆପଣ ଏଠାରେ ବାକି ସମ୍ପାଦକମାନ‌ଙ୍କ ସ‌ହ ମିଶି ନିଜର ଲେଖାଲେଖି ଜାରୀ ରଖିବେ । ଯଦି ଲେଖିବାରେ କିଛି ଅସୁବିଧା ହୁଏ ତେବେ ଏହି "ଚାଟସଭା"ରେ ପଚାରିପାରିବେ । ଏହି କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ ! ଆଲୋଚନା ପୃଷ୍ଠାରେ ଦସ୍ତଖତ ପାଇଁ ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଯ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପଚାରିପାରିବେ । ଆଉଥରେ, ପାଛୋଟି ନେଉଛି! --ସୁଭପାSubha Paମୋତେ କହିବେ କିଛି? ୧୦:୪୫, ୪ ଜୁଲାଇ ୨୦୧୧ (UTC)

ଉଇକିକନଫେରେନ୍ସ ଇଣ୍ଡିଆ ୨୦୧୧ ନିମନ୍ତେ ଆମନ୍ତ୍ରଣ[ସମ୍ପାଦନା]


ଆଜ୍ଞା ନମସ୍କାର Materialscientist,

ପ୍ରଥମ ଉଇକିକନଫେରେନ୍ସ ଇଣ୍ଡିଆ ମୁମ୍ବାଇ ଠାରେ ୧୮-୨୦ ନଭେମ୍ବର ୨୦୧୧ରେ ହେବାକୁ ଯାଉଛି ।
ଆପଣ ଆମର ପ୍ରଧାନ ପୃଷ୍ଠା, ଫେସବୁକ କାର୍ଯ୍ୟକ୍ରମ ଓ ଆମର ଅବେଦନ ଫର୍ମଟି ମଧ୍ୟ ଦେଖିପାରିବେ ।

ଏହି ସବୁ କାମ ୧୦୦ ଦିନର WikiOutreach ରୁ ଆରମ୍ଭ ହେବ

ଯେହେତୁ ଆପଣ ଉଇକିପିଡ଼ିଆ ସଙ୍ଗଠନରେ ସଚଳ ଆମ୍ଭେ ଆପଣଙ୍କୁ ଏହି ମହାମେଳଣରେ ଯୋଗଦାନ ଓ ନିଜର ଅନୁଭୂତି ବାଣ୍ଟିବା ନିମନ୍ତେ ନିମନ୍ତ୍ରଣ କରୁଅଛୁ । ଆପଣଙ୍କ ଅବଦାନ ନିମନ୍ତେ ଅନେକ ସାଧୁବାଦ ।

୧୮-୨୦ ନଭେମ୍ବରରେ ମୁମ୍ବାଇରେ ଆପଣଙ୍କୁ ଭେଟିବା ଅପେକ୍ଷାରେ।

---Srikant Kedia ୧୪:୦୭, ୮ ଅଗଷ୍ଟ ୨୦୧୧ (UTC)