ବ୍ୟବହାରକାରୀଙ୍କ ଆଲୋଚନା:Msunanda

Page contents not supported in other languages.
ଉଇକିପିଡ଼ିଆ‌ରୁ
କିଛି ରସଗୋଲା ସହିତ ଆପଣଙ୍କୁ ପାଛୋଟି ନେଉଛୁ!
ଉଇକିପିଡ଼ିଆରେ କିପରି ଲେଖିବେ ଜାଣିବାକୁ ଚାହୁଁଛନ୍ତି କି? ପ୍ରଶ୍ନଟିଏ ପଚାରନ୍ତୁ

ଆଦରର Msunanda,

ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ମୁଁ ଆଶା କରୁଛି ଆପଣଙ୍କୁ ଏହି ଜ୍ଞାନକୋଷ ବ୍ୟବହାର କରିବାକୁ ସୁବିଧାଜନକ ହେବ ଓ ଏଠାରେ ପ୍ରସଙ୍ଗମାନ ସମ୍ପାଦନା କରି ଆପଣ ଆନନ୍ଦିତ ହେବେ । ଏଇ କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବେ:

ଯଦି ଆପଣ ଉଇକିପିଡ଼ିଆରେ କିପରି ଲେଖିବେ ତାହା ଜାଣିବାକୁ ଚାହୁଁଥାନ୍ତି ତେବେ ଆମ ଚାଟ ସଭାକୁ ଯାଇ ପ୍ରଶ୍ନଟିଏ ପଚାରନ୍ତୁ ।

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ । ଆପଣ ଏକ ପ୍ରସଙ୍ଗ ବାବଦରେ କିଛି ଆଲୋଚନା କରିବାକୁ ଚାହିଁଲେ ସେହି ପ୍ରସଙ୍ଗର "ଆଲୋଚନା" ପୃଷ୍ଠାକୁ ଯାଇ ସେଠି ନିଜ ମତାମତ ପରେ ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏହା ଆପଣଙ୍କ ନାମ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସହଯୋଗ ଲୋଡ଼ା ପଡ଼ିଲେ, ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ଏହି ପୃଷ୍ଠାରେ ପ୍ରଶ୍ନ ଆଗରୁ ଏଇ କୋଡ଼ {{help me}} ନକଲ କରି ପକାଇଦିଅନ୍ତୁ । --ସୁଭାସିସପାଣିଗାହିମୋତେ କହିବେ କିଛି? ୧୩:୧୬, ୯ ଏପ୍ରିଲ ୨୦୧୨ (UTC)

ଆପଣଙ୍କ ମତ ଗୁରୁତ୍ଵପୂର୍ଣ୍ଣ; ଉଇକିପିଡ଼ିଆ ପରିଚାଳନାରେ ଭାଗ ନିଅନ୍ତୁ[ସମ୍ପାଦନା]

ବନ୍ଧୁ ନମସ୍କାର, ଅନେକ ଧନ୍ୟବାଦ ଆପଣଙ୍କ ଅବଦାନ ପାଇଁ । ଓଡ଼ିଆ ଉଇକିପିଡ଼ିଆରେ ଆପଣଙ୍କ ଆଗ୍ରହ ଦେଖି ଆମ୍ଭେ ବହୁତ ଖୁସି, ଆଶା କରୁଛୁ ଆପଣ ଏମିତି ଅବଦାନ ଜାରି ରଖିବେ । ଉଇକିପିଡ଼ିଆର କେତେକ ବିଷୟରେ ନିର୍ଣ୍ଣୟ ନେବା ପୂର୍ବରୁ ଆମେ ଆପଣଙ୍କ ମତ, ବିଚାର, ଟିପ୍ପଣୀ ଏବଂ ସହଯୋଗ ଲୋଡୁ । ଉଦାହରଣ ଭାବେ "କେଉଁ ଓଡ଼ିଆ ଶବ୍ଦ ବ୍ୟବହାର କରାଯିବ", "ଆସନ୍ତା ମାସ ପାଇଁ କେଉଁ ଲେଖାଟିକୁ ପ୍ରଧାନ ପୃଷ୍ଠା ପାଇଁ ବଛାଯିବ", "ଆସନ୍ତା ସପ୍ତାହ ପାଇଁ କେଉଁ ଛବିଟିକୁ ପ୍ରଧାନ ପୃଷ୍ଠାରେ ରଖାଯିବ" ଇତ୍ୟାଦି ଇତ୍ୟାଦି । ଅନ୍ୟ ବିଷୟରେ ଆମେ ଆଲୋଚନା ସଭାରେ ଆଲୋଚନା କରୁଛୁ । ଓଡ଼ିଆ ଉଇକିପିଡ଼ିଆକୁ ସୂଚାରୁରୂପେ ଚଳାଇବା ପାଇଁ ଆପଣ ମାନଙ୍କ ସହଯୋଗ ଆବଶ୍ୟକ, ତେଣୁ ଏଠାରେ ହେଉଥିବା ଆଲୋଚନାରେ ଭାଗ ନେଇ ନିଜ ମତ ଜଣାଇବା ପାଇଁ ଆମ୍ଭେ ଅନୁରୋଧ କରୁଛୁ । ଧନ୍ୟବାଦ -- ଅଂଶୁମାନ ତାର ଯୋଡ଼ିବେ? ୧୪:୦୪, ୧୭ ଜୁଲାଇ ୨୦୧୨ (UTC)