ବ୍ୟବହାରକାରୀଙ୍କ ଆଲୋଚନା:Nayansatya
ପାଛୋଟା!
ଓଳିଗି, Nayansatya ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଢେରେ ବଧାଇ ଆପଣ ଯାହା କରିଛନ୍ତି । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଏଇଠି କିଛି କାମ କରିବାକୁ ଭଲ ପାଇବେ । ଏଇ କିଛି ଫରଦ ଆପଣଙ୍କୁ ଭଲ ଲାଗିପାରେ:
- ଉଇକିପିଡ଼ିଆର ପାଞ୍ଚଟି ଖଁବ
- ଶିକ୍ଷଣ
- ଫରଦଟିଏ କେମିତି ବଦଳାଇବେ and ଲେଖା ଗୁଡ଼ିକ କେମିତି ବଦଳାଇବେ
- ନିଜର ପ୍ରଥମ ଲେଖାଟି କେମିତି ଲେଖିବେ
- ମାନୁଆଲର ଶୈଳୀ
ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗୁଛି ! ଟିକେ ଆଲୋଚନା ଫରଦରେ ନିଜ ନାଁ ଟା ଲେଖିଦିଅନ୍ତେ ଜଦି ଭଲ ହୁଅନ୍ତା ଆପଣଙ୍କ ଲେଖା ପରେ ଟିଲଡ଼େ ଚିନ୍ହଟିଏ ଦିଅନ୍ତୁ (~~~~); ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଜ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ମୋ ଆଲୋଚନା ଫରଦ କୁ ଯାଇ ମୋତେ ପଚାରିପାରିବେ, ନହେଲେ ଏଇ ଫରଦରେ ପ୍ରଶ୍ନ ଆଗରୁ ଏଇ କୋଡ {{help me}}
କପି କରି ପକାଇଦିଅନ୍ତୁ । ଆଉଥରେ, ପାଛୋଟି ନେଉଛି! -Srikant Kedia (talk) ୦୫:୪୧, ୨୦ ମାର୍ଚ ୨୦୧୧ (UTC)
ଧନ୍ୟବାଦ !!!ଆଜ୍ଞା ବହୁତ୍ ବହୁତ୍ ଖୁସି ଲାଗିଲା ଏଇ ସବୁ ଦେଖି ...ଓଡିଆ ଵିକିପେଡିଆ ର ଉତ୍ତରୋତ୍ତର ଉନ୍ନତି କାମନା କରୁଛି..
Add your info. in your user page . Do not create new article in your name. --ansuman (ମୋ କଥା) ୦୭:୩୪, ୧ ମେ ୨୦୧୧ (UTC)
କିଛି ଜଣିବା କଥା
[ସମ୍ପାଦନା]ଆଦରର ନୟନସତ୍ୟ, ଉଇକିପିଡ଼ିଆରେ ଆପଣଙ୍କ ଆଗ୍ରହ ଦେଖି ସତରେ ଖୁବ ଖୁସି ଲାଗୁଛି ଆଉ ଭାଷାକୋଷ ବଦଳରେ ଜ୍ଞାନକୋଷ/ଜ୍ଞାନମଣ୍ଡଳ (ବିନୋଦ କାନୁନଗୋଙ୍କ ଜ୍ଞାନମଣ୍ଡଳ ପରି, ତେବେ ଏହି ନାଆଁଟି ଏକ ମୁଖ୍ୟ ବଦଳ, ଆଉ ଆମେ ସେସବୁ କଥା ଏଠାରେ ଆଲୋଚନା କରି ସମସ୍ତଙ୍କ ମତ ନେଇ ବଦଳାଇବା, କାରଣ କିଛି ଦିନ ପରେ ଆଉ କେହି ହୁଏତ ନୂଆ ନାଆଁଟିଏ ଦବାପାଇଁ ପ୍ରସ୍ତାବ ବାଢି ପାରନ୍ତି । ସବୁଠୁ ଅଧିକ ମତକୁ ଆମେ ଗ୍ରହଣ କରି ଲୋଗୋଟିକୁ ବଦଳାଇ ଦେବା । ତେବେ ଆପଣ ନିଜର ମତାମତ ସବୁ ଏଠାରେ ଦିଅନ୍ତୁ । ଆଉ ଉଇକିପିଡ଼ିଆରେ ଆଗରୁଥିବା ପୃଷ୍ଠାରେ ନୂଆ ନୂଆ ତଥ୍ୟ ଯୋଡିବାରେ ବା ଏହି ତାଲିକା ଭିତରୁ ବା ନିଜ ପସନ୍ଦର କିଛି ନୂଆ ଲେଖା ଲେଖନ୍ତୁ । ଆଉ ଆପଣ ଯଦି ନିଜ ବିଷୟରେ କିଛି ଲେଖିବା ପାଇଁ ଚାହୁଁଥାନ୍ତି ତାହା ନିଜ ପୃଷ୍ଠାରେ ଲେଖନ୍ତୁ । --ସୁଭପାSubha Paମୋତେ କହିବେ କିଛି? ୦୯:୨୭, ୧ ମେ ୨୦୧୧ (UTC)
ଉଇକିକନଫେରେନ୍ସ ଇଣ୍ଡିଆ ୨୦୧୧ ନିମନ୍ତେ ଆମନ୍ତ୍ରଣ
[ସମ୍ପାଦନା]ଆଜ୍ଞା ନମସ୍କାର Nayansatya,
ପ୍ରଥମ ଉଇକିକନଫେରେନ୍ସ ଇଣ୍ଡିଆ ମୁମ୍ବାଇ ଠାରେ ୧୮-୨୦ ନଭେମ୍ବର ୨୦୧୧ରେ ହେବାକୁ ଯାଉଛି । ଏହି ସବୁ କାମ ୧୦୦ ଦିନର WikiOutreach ରୁ ଆରମ୍ଭ ହେବ। ଯେହେତୁ ଆପଣ ଉଇକିପିଡ଼ିଆ ସଙ୍ଗଠନରେ ସଚଳ ଆମ୍ଭେ ଆପଣଙ୍କୁ ଏହି ମହାମେଳଣରେ ଯୋଗଦାନ ଓ ନିଜର ଅନୁଭୂତି ବାଣ୍ଟିବା ନିମନ୍ତେ ନିମନ୍ତ୍ରଣ କରୁଅଛୁ । ଆପଣଙ୍କ ଅବଦାନ ନିମନ୍ତେ ଅନେକ ସାଧୁବାଦ । ୧୮-୨୦ ନଭେମ୍ବରରେ ମୁମ୍ବାଇରେ ଆପଣଙ୍କୁ ଭେଟିବା ଅପେକ୍ଷାରେ। |
---|
---Srikant Kedia ୧୪:୧୩, ୮ ଅଗଷ୍ଟ ୨୦୧୧ (UTC)
ଆପଣଙ୍କ ମତ ଗୁରୁତ୍ଵପୂର୍ଣ୍ଣ; ଉଇକିପିଡ଼ିଆ ପରିଚାଳନାରେ ଭାଗ ନିଅନ୍ତୁ
[ସମ୍ପାଦନା]ବନ୍ଧୁ ନମସ୍କାର, ଅନେକ ଧନ୍ୟବାଦ ଆପଣଙ୍କ ଅବଦାନ ପାଇଁ । ଓଡ଼ିଆ ଉଇକିପିଡ଼ିଆରେ ଆପଣଙ୍କ ଆଗ୍ରହ ଦେଖି ଆମ୍ଭେ ବହୁତ ଖୁସି, ଆଶା କରୁଛୁ ଆପଣ ଏମିତି ଅବଦାନ ଜାରି ରଖିବେ । ଉଇକିପିଡ଼ିଆର କେତେକ ବିଷୟରେ ନିର୍ଣ୍ଣୟ ନେବା ପୂର୍ବରୁ ଆମେ ଆପଣଙ୍କ ମତ, ବିଚାର, ଟିପ୍ପଣୀ ଏବଂ ସହଯୋଗ ଲୋଡୁ । ଉଦାହରଣ ଭାବେ "କେଉଁ ଓଡ଼ିଆ ଶବ୍ଦ ବ୍ୟବହାର କରାଯିବ", "ଆସନ୍ତା ମାସ ପାଇଁ କେଉଁ ଲେଖାଟିକୁ ପ୍ରଧାନ ପୃଷ୍ଠା ପାଇଁ ବଛାଯିବ", "ଆସନ୍ତା ସପ୍ତାହ ପାଇଁ କେଉଁ ଛବିଟିକୁ ପ୍ରଧାନ ପୃଷ୍ଠାରେ ରଖାଯିବ" ଇତ୍ୟାଦି ଇତ୍ୟାଦି । ଅନ୍ୟ ବିଷୟରେ ଆମେ ଆଲୋଚନା ସଭାରେ ଆଲୋଚନା କରୁଛୁ । ଓଡ଼ିଆ ଉଇକିପିଡ଼ିଆକୁ ସୂଚାରୁରୂପେ ଚଳାଇବା ପାଇଁ ଆପଣ ମାନଙ୍କ ସହଯୋଗ ଆବଶ୍ୟକ, ତେଣୁ ଏଠାରେ ହେଉଥିବା ଆଲୋଚନାରେ ଭାଗ ନେଇ ନିଜ ମତ ଜଣାଇବା ପାଇଁ ଆମ୍ଭେ ଅନୁରୋଧ କରୁଛୁ । ଧନ୍ୟବାଦ -- ଅଂଶୁମାନ ତାର ଯୋଡ଼ିବେ? ୧୪:୦୫, ୧୭ ଜୁଲାଇ ୨୦୧୨ (UTC)
ଓଡ଼ିଆ ଉଇକିପିଡ଼ିଆର ୧୦ମ ଜନ୍ମତିଥି ପାଳନ ନିମନ୍ତେ ନିମନ୍ତ୍ରଣ
[ସମ୍ପାଦନା]ଓଡ଼ିଆ ଉଇକିପିଡ଼ିଆ ଦଶମ ଜନ୍ମତିଥି ପାଳନ
ଆଦରର Nayansatya,
ଆଗାମୀ ଜାନୁଆରୀ ୨୮ ଓ ୨୯ ତାରିଖରେ ଓଡ଼ିଆ ଉଇକିପିଡ଼ିଆ ଏହାର ଦଶମ ଜନ୍ମ ବାର୍ଷିକୀ ପାଳନ କରୁଛି । ୧୦ ବର୍ଷ ତଳେ ଜାନୁଆରୀ ୨୯ ରେ ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ହେଇଥିଲା । ଏ ବର୍ଷ ଜାନୁଆରୀ ୨୮ ତାରିଖରେ ଭୁବନେଶ୍ଵରର KISS ଓ ୨୯ ତାରିଖରେ ଢେଙ୍କାନାଳ IIMC ଠାରେ ଜନ୍ମବାର୍ଷିକୀ ପାଳନ କରିବାର ଯୋଜନା କରାଯାଇଛି । ଆପଣଙ୍କ ପାଇଁ ନିମନ୍ତ୍ରଣ ରହିଲା । ଏଠାରେ ନିଜ ନାମ ଲେଖିବା ପାଇଁ ଅନୁରୋଧ । ଆପଣ ଯଦି ଦୂର ସ୍ଥାନରୁ ଆସୁଛନ୍ତି, ତା ହେଲେ ଆଗୁଆ ଜଣାଇଲେ ଆମେ ଆପଣଙ୍କ ରହିବା ବ୍ୟବସ୍ଥା କରିପାରିବୁ । ୨୮-୨୯ ଜାନୁଆରୀ ଆପଣଙ୍କୁ ଭେଟିବା ଅପେକ୍ଷାରେ । ଧନ୍ୟବାଦ ସହ । |
--ଆଦିତ୍ୟ ମହାର (ମୋ ଆଲୋଚନା) ୧୫:୨୨, ୨୫ ଜାନୁଆରୀ ୨୦୧୪ (UTC)
ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ
[ସମ୍ପାଦନା]
|
--ଆଦିତ୍ୟ ମହାର (ଆଲୋଚନା) ୦୪:୨୭, ୨୧ ଅକ୍ଟୋବର ୨୦୧୫ (UTC)
ରଥଯାତ୍ରା ଗଣସମ୍ପାଦନାରେ ଯୋଗଦେବାପାଇଁ ନିମନ୍ତ୍ରଣ
[ସମ୍ପାଦନା]
ନମସ୍କାର, ପବିତ୍ର ରଥଯାତ୍ରା ଅବସରରେ ଆମେ ଆପଣଙ୍କ ସୁଖ ଓ ସମୃଦ୍ଧି କାମନା କରୁଛୁ । ଏହି ଜୁଲାଇ ମାସରେ ଜଗନ୍ନାଥ ସଂସ୍କୃତି ଉତ୍ସବମୁଖର ହୋଇଉଠିଛି । ଏହାକୁ ସ୍ମରଣୀୟ କରିବା ପାଇଁ ଏହି ଅବସରରେ ଓଡ଼ିଆ ଉଇକିପିଡ଼ିଆ ପାଳନ କରୁଛି "ରଥଯାତ୍ରା ଗଣସମ୍ପଦନା ୨୦୧୬"। ଗତବର୍ଷର "ନବକଳେବର ଗଣସମ୍ପାଦନା" ସଫଳ ହେବାପରେ ଏହା ହେଉଛି ସଂସ୍କୃତି-ଭିତ୍ତିକ ଦ୍ଵିତୀୟ ଗଣସମ୍ପାଦନା । ଆପଣ ଜାଣି ଖୁସି ହେବେ ଯେ ଗତବର୍ଷର ଗଣସମ୍ପାଦନାରେ ଜଗନ୍ନାଥ ସଂସ୍କୃତି ସମ୍ବନ୍ଧିତ ୧୪୦ଟି ପ୍ରସଙ୍ଗ ନୂଆ ଓ ଉନ୍ନତ କରାଯାଇଥିଲା ଆଉ ସେହି ପ୍ରସଙ୍ଗଗୁଡ଼ିକ ଉଇକିପିଡ଼ିଆ ପାଇଁ ବହୁତ ଦରକାରୀ ଥିଲା । ତେବେ ଏବର୍ଷର "ରଥଯାତ୍ରା ଗଣସମ୍ପାଦନା" ଆରମ୍ଭ ହୋଇଯାଇଛି । ଜୁଲାଇ ୬ ରୁ ଅଗଷ୍ଟ ୪ ତାରିଖ ମାସେ କାଳ ଜଗନ୍ନାଥଙ୍କ ସମ୍ବନ୍ଧୀୟ ପ୍ରସଙ୍ଗମାନ ସମ୍ପାଦନା କରାଯାଇ ଓଡ଼ିଆ ଉଇକିପିଡ଼ିଆକୁ ସମୃଦ୍ଧ କରାଯିବ । ଆଶାକରୁଛୁ ଯେ ଆପଣ ଏଥିରେ ଭାଗନେଇ ଏହାକୁ ସଫଳ କରାଇବେ । ଗଣସମ୍ପାଦନା ବାବଦରେ ଅଧିକ ଜାଣିବା ଓ ଭାଗନେବା ପାଇଁ ଏହି ପୃଷ୍ଠାଟି ଦେଖନ୍ତୁ । କୌଣସି ସହାୟତା ଲୋଡୁଥିଲେ କିମ୍ବା ପ୍ରଶ୍ନ ଥିଲେ ଆମକୁ ପଚାରିପାରିବେ । ଧନ୍ୟବାଦ । ଜୟ ଜଗନ୍ନାଥ! --ନିଷ୍ଠାରଞ୍ଜନଦାଶtalk ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭ରେ ଭାଗ ନେବାକୁ ଅନୁରୋଧ[ସମ୍ପାଦନା]
|