ବ୍ୟବହାରକାରୀଙ୍କ ଆଲୋଚନା:Nibas budek

Page contents not supported in other languages.
ଉଇକିପିଡ଼ିଆ‌ରୁ

ଓଡ଼ିଆ ଉଇକିପିଡ଼ିଆରେ ଆପଣଙ୍କୁ ସ୍ଵାଗତ ଜଣାଉଛି ! ମୁଁ ଆଶା କରୁଛି ଯେ ଆପଣ ଏହି ଖୋଲା ଜ୍ଞାନକୋଷକୁ ପଢ଼ି ଖୁସି ଅନୁଭବ କରିବେ ଏବଂ ଏଥିରେ ଲେଖାଲେଖି କରିବେ । ଯେହେତୁ ଆପଣ ଏଠି ନୂଆ ସେଥିପାଇଁ ପ୍ରଥମେ ଆପଣ ଏହି ଉପକ୍ରମଟିକୁ ପଢ଼ନ୍ତୁ ।

ଯଦି ଆପଣଙ୍କ ମନରେ କିଛି ପ୍ରଶ୍ନ ଅଛି ତେବେ ମୋ ଆଲୋଚନା ପୃଷ୍ଠାରେ ପଚାରିପାରିବେ – ମୋତେ ଆପଣଙ୍କୁ ସାହାଯ୍ୟ କରି ଖୁସି ଲାଗିବ । ଏହାଛଡ଼ା ଆପଣ ଚାଟସଭା ପୃଷ୍ଠାରେ ମଧ୍ୟ ଆପଣଙ୍କ ପ୍ରଶ୍ନ ପଚାରିପାରିବେ ।


ନିମ୍ନରେ ଆପଣଙ୍କୁ ସାହାଯ୍ୟ କରିବା ନିମନ୍ତେ କିଛି ତଥ୍ୟ ଦିଆଗଲା ଯେମିତିକି ଆପଣ ଉଇକିପିଡ଼ିଆକୁ ଭଲଭାବେ ବୁଝିପାରିବେ ଏବଂ ଏହି ଖୋଲା ଜ୍ଞାନକୋଷ ସହ ସାମିଲ ହେଇପାରିବେ ।
ସାହାଯ୍ୟ ଦରକାର ?

ଆପଣ କିପରି ସାହାଯ୍ୟ କରିପାରିବେ:

ଅଧିକ ଜାଣିବା କଥା...


Nibas budek, ଧନ୍ୟବାଦମୃତ୍ୟୁଞ୍ଜୟ କର (ମୋ ଆଲୋଚନା) ୧୦:୦୧, ୨୨ ଜୁଲାଇ ୨୦୧୫ (UTC)

ନବକଳେବର ଏଇ ମାତ୍ର ସରିଛି ଆଉ ସବୁରି ମନରୁ ସେ ଅଗୁରୁ-ଚୁଆର ମହକ ଏ ଯାଏ ଅଛି । ଆମେ ସେ ମହକକୁ ଆଉ ସଭିଙ୍କ ପାଖେ ପହଞ୍ଚାଇବା ପାଇଁ ଏକ ମାସକାଳୀନ ଗଣସମ୍ପାଦନା ଆରମ୍ଭ କରିଛୁ । ଆପଣ ଏଥିରେ ଭାଗ ନେଇପାରିବେ, ଜଗନ୍ନାଥ ଚଳଣି ସମ୍ବନ୍ଧରେ ଅନେକ ପ୍ରସଙ୍ଗରେ ଭାଗ ନେଇ ଲେଖିପାରିବେ ଓ ସମ୍ପାଦନା କରିପାରିବେ ।
ଭାଗ ନିଅନ୍ତୁ! ପ୍ରସଙ୍ଗ ତାଲିକା କିପରି ଲେଖିବେ ଶିଖିବାକୁ ଚାହାନ୍ତି?

--ସୁଭାସିସ ପାଣିଗାହି (ଆଳାପ) ୧୮:୩୭, ୧୭ ଅଗଷ୍ଟ ୨୦୧୫ (UTC)