ବ୍ୟବହାରକାରୀଙ୍କ ଆଲୋଚନା:Nihar Ranjan Mohanty

Page contents not supported in other languages.
ଉଇକିପିଡ଼ିଆ‌ରୁ

ଓଡ଼ିଆ ଉଇକିପିଡ଼ିଆରେ ଆପଣଙ୍କୁ ସ୍ଵାଗତ ଜଣାଉଛି ! ମୁଁ ଆଶା କରୁଛି ଯେ ଆପଣ ଏହି ଖୋଲା ଜ୍ଞାନକୋଷକୁ ପଢ଼ି ଖୁସି ଅନୁଭବ କରିବେ ଏବଂ ଏଥିରେ ଲେଖାଲେଖି କରିବେ । ଯେହେତୁ ଆପଣ ଏଠି ନୂଆ ସେଥିପାଇଁ ପ୍ରଥମେ ଆପଣ ଏହି ଉପକ୍ରମଟିକୁ ପଢ଼ନ୍ତୁ ।

ଯଦି ଆପଣଙ୍କ ମନରେ କିଛି ପ୍ରଶ୍ନ ଅଛି ତେବେ ମୋ ଆଲୋଚନା ପୃଷ୍ଠାରେ ପଚାରିପାରିବେ – ମୋତେ ଆପଣଙ୍କୁ ସାହାଯ୍ୟ କରି ଖୁସି ଲାଗିବ । ଏହାଛଡ଼ା ଆପଣ ଚାଟସଭା ପୃଷ୍ଠାରେ ମଧ୍ୟ ଆପଣଙ୍କ ପ୍ରଶ୍ନ ପଚାରିପାରିବେ ।


ନିମ୍ନରେ ଆପଣଙ୍କୁ ସାହାଯ୍ୟ କରିବା ନିମନ୍ତେ କିଛି ତଥ୍ୟ ଦିଆଗଲା ଯେମିତିକି ଆପଣ ଉଇକିପିଡ଼ିଆକୁ ଭଲଭାବେ ବୁଝିପାରିବେ ଏବଂ ଏହି ଖୋଲା ଜ୍ଞାନକୋଷ ସହ ସାମିଲ ହେଇପାରିବେ ।
ସାହାଯ୍ୟ ଦରକାର ?

ଆପଣ କିପରି ସାହାଯ୍ୟ କରିପାରିବେ:

ଅଧିକ ଜାଣିବା କଥା...


Nihar Ranjan Mohanty, ଧନ୍ୟବାଦମୃତ୍ୟୁଞ୍ଜୟ କର (ମୋ ଆଲୋଚନା) ୦୬:୨୬, ୨୬ ଫେବୃଆରୀ ୨୦୧୬ (IST)Reply[reply]

ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ କରି ପାଦ ଥାପିବାର ଶୁଭ ଅବସରରେ ଆପଣଙ୍କୁ ଭେଟି ଦେଉଛି କପ୍‌କେକ୍‌ଟିଏ![ସମ୍ପାଦନା]

Choco-Nut Bake with Meringue Top cropped.jpg ଉଇକିପିଡ଼ିଆର ଛୋଟ ପରିବାରରେ ଆପଣଙ୍କୁ ସ୍ୱାଗତ । ଆଶା କରୁଛି ନିଜ ଚେଷ୍ଟା ଓ ପରିଶ୍ରମ ଦ୍ୱାରା ଘରେ ଘରେ ଜ୍ଞାନ ବାଣ୍ଟିବାର ଆମର ଏହି ପ୍ରୟାସକୁ ଆପଣ ଆହୁରି ଅଧିକ ସଫଳ କରିବେ । Face-smile.svg Rajalaxmi Mishra (ମୋ ଆଲୋଚନା) ୦୦:୩୪, ୧୮ ଅଗଷ୍ଟ ୨୦୧୬ (IST)Reply[reply]

ଚକୋଲେଟ୍[ସମ୍ପାଦନା]

Chocolate.jpg ଆପଣଙ୍କ ପାଇଁ ମିଠା ମିଠା ଚକୋଲେଟ୍..!!!
ଓଡ଼ିଆ ଉଇକିପିଡ଼ିଆ ପରିବାର ତରଫରୁ ଏହି ଚକୋଲେଟ୍ ଆପଣଙ୍କ ପାଇଁ । ଚକୋଲେଟ୍ ଖାଇ ଖାଇ ଉଇକିପିଡ଼ିଆରେ ଲେଖିବାର ମଜା ନିଅନ୍ତୁ । Face-smile.svg Rajalaxmi Mishra (ମୋ ଆଲୋଚନା) ୧୭:୩୯, ୩ ସେପ୍ଟେମ୍ବର ୨୦୧୬ (IST)Reply[reply]

ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭ରେ ଭାଗ ନେବାକୁ ଅନୁରୋଧ[ସମ୍ପାଦନା]

Odia Wikipedia's Feminism logo.svg ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭
ଓଡି଼ଆ ଉଇକିପିଡି଼ଆରେ ଆନ୍ତର୍ଜାତିକ ମହିଳା ମାସ ଗଣସମ୍ପାଦନା ଆରମ୍ଭ ହେଇଗଲାଣି, ଆପଣଙ୍କୁ ଭାଗ ନେବାକୁ ଅନୁରୋଧ। --ଶୈଳେଶ (ପଚାରିବେ କିଛି?) Face-smile.svg

ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮ରେ ଭାଗ ନେବାକୁ ଅନୁରୋଧ[ସମ୍ପାଦନା]

India flag-XL-anim.gif ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮
Notepad icon.png ଓଡି଼ଆ ଉଇକିପିଡି଼ଆରେ ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮ ଆରମ୍ଭ ହେଇଗଲାଣି । ଏହି ଗଣସମ୍ପାଦନା ୧୩ ଅଗଷ୍ଟ ୨୦୧୮ରୁ ୨୦ ଅଗଷ୍ଟ ୨୦୧୮ ଯାଏଁ ସପ୍ତାହେ ବ୍ୟାପି ଚାଲିବ, ଯେଉଁଥିରେ ଭାରତରେ ସ୍ୱାଧୀନତା ଆନ୍ଦୋଳନ ସ‌ହ ଜଡ଼ିତ ମହତ୍ୱପୂର୍ଣ୍ଣ ଘଟଣା ଏବଂ ଉଲ୍ଲେଖନୀୟ ସ୍ୱାଧୀନତା ସଂଗ୍ରାମୀଙ୍କ ଉପରେ ପ୍ରସଙ୍ଗ ଗଢ଼ାଯିବା ସଙ୍ଗେ ସଙ୍ଗେ ଆଗରୁ ଥିବା ପୁରୁଣା ପ୍ରସଙ୍ଗର ମାନ ମଧ୍ୟ ଉନ୍ନତ କରାଯିବ । । ଆପଣଙ୍କୁ ଭାଗ ନେବାକୁ ଅନୁରୋଧ । --ଗପୁ (ମୋ ଆଲୋଚନା) ୧୧:୧୫, ୧୪ ଅଗଷ୍ଟ ୨୦୧୮ (IST)Reply[reply]

ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନାରେ ଯୋଗଦାନ ପାଇଁ ଧନ୍ୟବାଦ[ସମ୍ପାଦନା]

Spinning Ashoka Chakra.gif

Seu-Bundia.jpg

ଆପଣଙ୍କ ପାଇଁ କିଛି ସେଉ ବୁନ୍ଦିଆ

ପ୍ରିୟ ନିହାର,
ଭାରତୀୟ ସ୍ୱାଧୀନତା ଦିବସ ଗଣ-ସମ୍ପାଦନା, ୨୦୧୮ରେ ଆପଣଙ୍କର ଯୋଗଦାନ ପାଇଁ ଅଶେଷ ସାଧୁବାଦ । ଆପଣଙ୍କର ଏହି ଯୋଗଦାନ ଫଳରେ ଏହି ୮ ଦିନରେ ସ୍ୱାଧୀନତା ସଂଗ୍ରାମ ସ‌ହ ଜଡ଼ିତ ଘଟଣା ଅଥବା ବ୍ୟକ୍ତିବିଶେଷଙ୍କ ଉପରେ ୪୨ଟି ପ୍ରସଙ୍ଗ ଗଢ଼ାଯାଇଛି ବା ଉନ୍ନତ କରାଯାଇଛି । ତନ୍ମଧ୍ୟରୁ ୩୦ ଗୋଟି ନୂଆ ପ୍ରସଙ୍ଗ ଆରମ୍ଭ ହେବା ସ‌ହିତ ୧୨ଟି ପୁରୁଣା ପ୍ରସଙ୍ଗକୁ ଉନ୍ନତ କରାଯାଇଛି । ଏହି ଗଣ-ସମ୍ପାଦନାକୁ ସଫଳ କରିଥିବା ଖୁସିରେ ଅଗଷ୍ଟ ୧୫ରୁ ବଞ୍ଚେଇ ରଖିଥିବା ସେଉ-ବୁନ୍ଦିଆ ଟିକେ ଖାଆନ୍ତୁ ।-ଗପୁ (ମୋ ଆଲୋଚନା) ୧୫:୩୧, ୨୧ ଅଗଷ୍ଟ ୨୦୧୮ (IST)Reply[reply]

ଆନ୍ତର୍ଜାତୀୟ ମାତୃଭାଷା ଦିବସ ଗଣ-ସମ୍ପାଦନା, ୨୦୧୯ରେ ଭାଗ ନେବାକୁ ନିମନ୍ତ୍ରଣ[ସମ୍ପାଦନା]

ଆନ୍ତର୍ଜାତୀୟ ମାତୃଭାଷା ଦିବସ ଗଣ-ସମ୍ପାଦନା, ୨୦୧୯
ନମସ୍କାର,
ଆନ୍ତର୍ଜାତୀୟ ମାତୃଭାଷା ଦିବସ ଗଣ-ସମ୍ପାଦନା, ୨୦୧୯ ଆସନ୍ତା ଫେବୃଆରୀ ମାସ ୨୦ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ଗଣ-ସମ୍ପାଦନାରେ ଆମେ ଓଡ଼ିଆ ଭାଷା ଏବଂ ତଦ୍‌ସମ୍ବନ୍ଧୀୟ ପ୍ରସଙ୍ଗମାନ ଉନ୍ନତ କରିବା ତଥା ଅତ୍ୟାବଶ୍ୟକୀୟ ପ୍ରସଙ୍ଗ ତିଆରି କରିବା । ଆଗରୁ ବହୁତ ପ୍ରସଙ୍ଗ ରହିଛି, ଯାହାକି ସେତେ ଉନ୍ନତମାନର ନାହିଁ, ତେଣୁ ତାକୁ ଉନ୍ନତ କରିବାକୁ ଏହି ଗଣ-ସମ୍ପାଦନାର ଆୟୋଜନ କରାଯାଇଛି । ଏହି ଗଣ-ସମ୍ପାଦନା ୨୮ ଫେବୃଆରୀ ୨୦୧୯ ଯାଏଁ ଚାଲିବ ।

ଗଣ-ସମ୍ପାଦନାଟିରେ ଭାଗ ନେବାପାଇଁ ଏଠାରେ ନିଜର ନାମ ଯୋଡ଼ନ୍ତୁ ଏବଂ ପ୍ରସଙ୍ଗ‌ଗୁଡ଼ିକ ତିଆରି କରିବା ଆଗରୁ ନିୟମାବଳୀକୁ ଥରେ ପଢ଼ିବାକୁ ଅନୁରୋଧ । କୌଣସି ପ୍ରକାରର ସ‌ହାଯ୍ୟ ପାଇଁ ଆଲୋଚନା ପୃଷ୍ଠାରେ ଲେଖିପାରିବେ ।