ବ୍ୟବହାରକାରୀଙ୍କ ଆଲୋଚନା:Nitika.t

ଉଇକିପିଡ଼ିଆ ରୁ
Jump to navigation Jump to search
କିଛି କୁକିଜ ସହିତ ଆପଣଙ୍କୁ ସ୍ଵାଗତ କରୁଛୁ! Face-smile.svg

ଆଦରର Nitika.t,

ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଅନେକ ବଧାଇ । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଅବଦାନ ଜାରି ରଖିବେ । ଏଇ କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବ:

ଯଦି ଆପଣ କିଛି ଜାଣିବାକୁ ଚାହୁଁଥାନ୍ତି ତେବେ ଆମ ଚାଟ ସଭାକୁ ଯାଇ ପ୍ରଶ୍ନଟିଏ ପଚାରନ୍ତୁ ।

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ ! ଆଲୋଚନା ପୃଷ୍ଠାରେ ଦସ୍ତଖତ ପାଇଁ ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଯ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପଚାରିପାରିବେ । ଆଉଥରେ, ପାଛୋଟି ନେଉଛି!

--Srikant Kedia ୧୫:୩୧, ୨ ଫେବ୍ରୁଆରୀ ୨୦୧୩ (UTC)