ବ୍ୟବହାରକାରୀଙ୍କ ଆଲୋଚନା:Pradeep ranjan dash
ନମସ୍କାର Pradeep ranjan dash, ଓଡ଼ିଆ ଉଇକିପିଡ଼ିଆକୁ ସ୍ଵାଗତ!
ଓଡ଼ିଆ ଉଇକିପିଡ଼ିଆରେ ଆପଣଙ୍କୁ ସ୍ଵାଗତ ଜଣାଉଛି ! ମୁଁ ଆଶା କରୁଛି ଯେ ଆପଣ ଏହି ଖୋଲା ଜ୍ଞାନକୋଷକୁ ପଢି ଖୁସି ଅନୁଭବ କରିବେ ଏବଂ ଏଥିରେ ଲେଖାଲେଖି କରିବେ. ଯେହେତୁ ଆପଣ ଏଠି ନୂଆ ସେଥିପାଇଁ ପ୍ରଥମେ ଆପଣ ଏହି ଉପକ୍ରମଟିକୁ ପଢନ୍ତୁ ।
ଯଦି ଆପଣଙ୍କ ମନରେ କିଛି ପ୍ରଶ୍ନ ଅଛି ତେବେ ମୋ ଆଲୋଚନା ପୃଷ୍ଠାରେ ପଚାରିପାରିବେ – ମୋତେ ଆପଣଙ୍କୁ ସାହାଯ୍ୟ କରି ଖୁସି ଲାଗିବ । ଏହାଛଡା ଅପଣ ଚାଟସଭା/ପ୍ରଶ୍ନ ପୃଷ୍ଠାରେ ମଧ୍ୟ ଆପଣଙ୍କ ପ୍ରଶ୍ନ ପଚାରିପାରିବେ ।
ନିମ୍ନରେ ଆପଣଙ୍କୁ ସାହାଯ୍ୟ କରିବା ନିମନ୍ତେ କିଛି ତଥ୍ୟ ଦିଆଗଲା ଯେମିତିକି ଆପଣ ଓଡିଆ ଉଇକିପିଡିଆକୁ ଭଲଭାବେ ବୁଝିପାରିବେ ଏବଂ ଏହି ଖୋଲା ଜ୍ଞାନକୋଷ ସହ ସାମିଲ ହେଇପାରିବେ ।
ସାହାଯ୍ୟ ଦରକାର ?
|
|
ଆପଣ କିପରି ସାହାଯ୍ୟ କରିପାରିବେ:
|
|
ଅଧିକ ଜାଣିବା କଥା...
|