Jump to content

ବ୍ୟବହାରକାରୀଙ୍କ ଆଲୋଚନା:Prasanna Kumar Panigrahi

Page contents not supported in other languages.
ନୂଆ ଯୋଡ଼ନ୍ତୁ
ଉଇକିପିଡ଼ିଆ‌ରୁ
କିଛି କୁକିଜ ସହିତ ଆପଣଙ୍କୁ ସ୍ଵାଗତ କରୁଛୁ!

ପାଛୋଟା!
ଓଳିଗି, Prasanna Kumar Panigrahi ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଢେର ବଧାଇ ଆପଣ ଯାହା କରିଛନ୍ତି । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଏଇଠି କିଛି କାମ କରିବାକୁ ଭଲ ପାଇବେ । ଏଇ କିଛି ଫରଦ ଆପଣଙ୍କୁ ଭଲ ଲାଗିପାରେ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗୁଛି ! ଟିକେ ଆଲୋଚନା ଫରଦରେ ନିଜ ନାଁ ଟା ଲେଖିଦିଅନ୍ତେ ଜଦି ଭଲ ହୁଅନ୍ତା ଆପଣଙ୍କ ଲେଖା ପରେ ଟିଲଡ଼େ ଚିନ୍ହଟିଏ ଦିଅନ୍ତୁ (~~~~); ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଜ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ମୋ ଆଲୋଚନା ଫରଦ କୁ ଯାଇ ମୋତେ ପଚାରିପାରିବେ, ନହେଲେ ଏଇ ଫରଦରେ ପ୍ରଶ୍ନ ଆଗରୁ ଏଇ କୋଡ {{help me}} କପି କରି ପକାଇଦିଅନ୍ତୁ । ଆଉଥରେ, ପାଛୋଟି ନେଉଛି!

--Srikant Kedia ୧୧:୨୮, ୨୩ ନଭେମ୍ବର ୨୦୧୧ (UTC)

Prasanna Kumar Panigrahiଙ୍କ ସହ ଏକ ଆଲୋଚନା ଆରମ୍ଭ କରନ୍ତୁ

ନୂଆ ଆଲୋଚନାଟିଏ ଆରମ୍ଭ କରନ୍ତୁ