Jump to content

ବ୍ୟବହାରକାରୀଙ୍କ ଆଲୋଚନା:Priyambada swain

Page contents not supported in other languages.
ନୂଆ ଯୋଡ଼ନ୍ତୁ
ଉଇକିପିଡ଼ିଆ‌ରୁ
କିଛି କୁକିଜ ସହିତ ଆପଣଙ୍କୁ ପାଛୋଟି ନେଉଛି!

ଆଦରର Priyambada swain,

ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛି, ଆପଣଙ୍କ ଅବଦାନ ପାଇଁ ଅନେକ ବଧାଇ । ମୁଁ ଭାବୁଛି ଆପଣ ଏଠାରେ ବାକି ସମ୍ପାଦକମାନ‌ଙ୍କ ସ‌ହ ମିଶି ନିଜର ଲେଖାଲେଖି ଜାରୀ ରଖିବେ । ଯଦି ଲେଖିବାରେ କିଛି ଅସୁବିଧା ହୁଏ ତେବେ ଏହି "ଚାଟସଭା"ରେ ପଚାରିପାରିବେ । ଏହି କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ ! ଆଲୋଚନା ପୃଷ୍ଠାରେ ଦସ୍ତଖତ ପାଇଁ ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଯ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପଚାରିପାରିବେ । ଆଉଥରେ, ପାଛୋଟି ନେଉଛି! --ମୃତ୍ୟୁଞ୍ଜୟ କର (ମୋ ଆଲୋଚନା) ୦୭:୫୬, ୧୪ ନଭେମ୍ବର ୨୦୧୩ (UTC)

ଓଡ଼ିଆ ଉଇକିପିଡ଼ିଆର ୧୦ମ ଜନ୍ମତିଥି ପାଳନ ନିମନ୍ତେ ନିମନ୍ତ୍ରଣ

[ସମ୍ପାଦନା]

ଓଡ଼ିଆ ଉଇକିପିଡ଼ିଆ ଦଶମ ଜନ୍ମତିଥି ପାଳନ

ଆଦରର Priyambada swain,

ଆଗାମୀ ଜାନୁଆରୀ ୨୮ ଓ ୨୯ ତାରିଖରେ ଓଡ଼ିଆ ଉଇକିପିଡ଼ିଆ ଏହାର ଦଶମ ଜନ୍ମ ବାର୍ଷିକୀ ପାଳନ କରୁଛି । ୧୦ ବର୍ଷ ତଳେ ଜାନୁଆରୀ ୨୯ ରେ ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ହେଇଥିଲା । ଏ ବର୍ଷ ଜାନୁଆରୀ ୨୮ ତାରିଖରେ ଭୁବନେଶ୍ଵରର KISS ଓ ୨୯ ତାରିଖରେ ଢେଙ୍କାନାଳ IIMC ଠାରେ ଜନ୍ମବାର୍ଷିକୀ ପାଳନ କରିବାର ଯୋଜନା କରାଯାଇଛି । ଆପଣଙ୍କ ପାଇଁ ନିମନ୍ତ୍ରଣ ରହିଲା । ଏଠାରେ ନିଜ ନାମ ଲେଖିବା ପାଇଁ ଅନୁରୋଧ । ଆପଣ ଯଦି ଦୂର ସ୍ଥାନରୁ ଆସୁଛନ୍ତି, ତା ହେଲେ ଆଗୁଆ ଜଣାଇଲେ ଆମେ ଆପଣଙ୍କ ରହିବା ବ୍ୟବସ୍ଥା କରିପାରିବୁ । ୨୮-୨୯ ଜାନୁଆରୀ ଆପଣଙ୍କୁ ଭେଟିବା ଅପେକ୍ଷାରେ । ଧନ୍ୟବାଦ ସହ ।

--ଆଦିତ୍ୟ ମହାର (ମୋ ଆଲୋଚନା) ୧୫:୩୨, ୨୫ ଜାନୁଆରୀ ୨୦୧୪ (UTC)

ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ

[ସମ୍ପାଦନା]

--ଆଦିତ୍ୟ ମହାର (ଆଲୋଚନା) ୦୪:୫୪, ୨୧ ଅକ୍ଟୋବର ୨୦୧୫ (UTC)