ବ୍ୟବହାରକାରୀଙ୍କ ଆଲୋଚନା:Ramjit Tudu

Page contents not supported in other languages.
ଉଇକିପିଡ଼ିଆ‌ରୁ

ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮ରେ ଭାଗ ନେବାକୁ ଅନୁରୋଧ[ସମ୍ପାଦନା]

ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮
ଓଡି଼ଆ ଉଇକିପିଡି଼ଆରେ ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮ ଆରମ୍ଭ ହେଇଗଲାଣି । ଏହି ଗଣସମ୍ପାଦନା ୧୩ ଅଗଷ୍ଟ ୨୦୧୮ରୁ ୨୦ ଅଗଷ୍ଟ ୨୦୧୮ ଯାଏଁ ସପ୍ତାହେ ବ୍ୟାପି ଚାଲିବ, ଯେଉଁଥିରେ ଭାରତରେ ସ୍ୱାଧୀନତା ଆନ୍ଦୋଳନ ସ‌ହ ଜଡ଼ିତ ମହତ୍ୱପୂର୍ଣ୍ଣ ଘଟଣା ଏବଂ ଉଲ୍ଲେଖନୀୟ ସ୍ୱାଧୀନତା ସଂଗ୍ରାମୀଙ୍କ ଉପରେ ପ୍ରସଙ୍ଗ ଗଢ଼ାଯିବା ସଙ୍ଗେ ସଙ୍ଗେ ଆଗରୁ ଥିବା ପୁରୁଣା ପ୍ରସଙ୍ଗର ମାନ ମଧ୍ୟ ଉନ୍ନତ କରାଯିବ । । ଆପଣଙ୍କୁ ଭାଗ ନେବାକୁ ଅନୁରୋଧ । --ଗପୁ (ମୋ ଆଲୋଚନା) ୧୧:୧୫, ୧୪ ଅଗଷ୍ଟ ୨୦୧୮ (IST)[reply]

ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନାରେ ଯୋଗଦାନ ପାଇଁ ଧନ୍ୟବାଦ[ସମ୍ପାଦନା]



ଆପଣଙ୍କ ପାଇଁ କିଛି ସେଉ ବୁନ୍ଦିଆ

ପ୍ରିୟ ରାମଜିତ,
ଭାରତୀୟ ସ୍ୱାଧୀନତା ଦିବସ ଗଣ-ସମ୍ପାଦନା, ୨୦୧୮ରେ ଆପଣଙ୍କର ଯୋଗଦାନ ପାଇଁ ଅଶେଷ ସାଧୁବାଦ । ଆପଣଙ୍କର ଏହି ଯୋଗଦାନ ଫଳରେ ଏହି ୮ ଦିନରେ ସ୍ୱାଧୀନତା ସଂଗ୍ରାମ ସ‌ହ ଜଡ଼ିତ ଘଟଣା ଅଥବା ବ୍ୟକ୍ତିବିଶେଷଙ୍କ ଉପରେ ୪୨ଟି ପ୍ରସଙ୍ଗ ଗଢ଼ାଯାଇଛି ବା ଉନ୍ନତ କରାଯାଇଛି । ତନ୍ମଧ୍ୟରୁ ୩୦ ଗୋଟି ନୂଆ ପ୍ରସଙ୍ଗ ଆରମ୍ଭ ହେବା ସ‌ହିତ ୧୨ଟି ପୁରୁଣା ପ୍ରସଙ୍ଗକୁ ଉନ୍ନତ କରାଯାଇଛି । ଏହି ଗଣ-ସମ୍ପାଦନାକୁ ସଫଳ କରିଥିବା ଖୁସିରେ ଅଗଷ୍ଟ ୧୫ରୁ ବଞ୍ଚେଇ ରଖିଥିବା ସେଉ-ବୁନ୍ଦିଆ ଟିକେ ଖାଆନ୍ତୁ ।-ଗପୁ (ମୋ ଆଲୋଚନା) ୧୫:୩୧, ୨୧ ଅଗଷ୍ଟ ୨୦୧୮ (IST)[reply]

ଆନ୍ତର୍ଜାତୀୟ ମାତୃଭାଷା ଦିବସ ଗଣ-ସମ୍ପାଦନା, ୨୦୧୯ରେ ଭାଗ ନେବାକୁ ନିମନ୍ତ୍ରଣ[ସମ୍ପାଦନା]

ଆନ୍ତର୍ଜାତୀୟ ମାତୃଭାଷା ଦିବସ ଗଣ-ସମ୍ପାଦନା, ୨୦୧୯
ନମସ୍କାର,
ଆନ୍ତର୍ଜାତୀୟ ମାତୃଭାଷା ଦିବସ ଗଣ-ସମ୍ପାଦନା, ୨୦୧୯ ଆସନ୍ତା ଫେବୃଆରୀ ମାସ ୨୦ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ଗଣ-ସମ୍ପାଦନାରେ ଆମେ ଓଡ଼ିଆ ଭାଷା ଏବଂ ତଦ୍‌ସମ୍ବନ୍ଧୀୟ ପ୍ରସଙ୍ଗମାନ ଉନ୍ନତ କରିବା ତଥା ଅତ୍ୟାବଶ୍ୟକୀୟ ପ୍ରସଙ୍ଗ ତିଆରି କରିବା । ଆଗରୁ ବହୁତ ପ୍ରସଙ୍ଗ ରହିଛି, ଯାହାକି ସେତେ ଉନ୍ନତମାନର ନାହିଁ, ତେଣୁ ତାକୁ ଉନ୍ନତ କରିବାକୁ ଏହି ଗଣ-ସମ୍ପାଦନାର ଆୟୋଜନ କରାଯାଇଛି । ଏହି ଗଣ-ସମ୍ପାଦନା ୨୮ ଫେବୃଆରୀ ୨୦୧୯ ଯାଏଁ ଚାଲିବ ।

ଗଣ-ସମ୍ପାଦନାଟିରେ ଭାଗ ନେବାପାଇଁ ଏଠାରେ ନିଜର ନାମ ଯୋଡ଼ନ୍ତୁ ଏବଂ ପ୍ରସଙ୍ଗ‌ଗୁଡ଼ିକ ତିଆରି କରିବା ଆଗରୁ ନିୟମାବଳୀକୁ ଥରେ ପଢ଼ିବାକୁ ଅନୁରୋଧ । କୌଣସି ପ୍ରକାରର ସ‌ହାଯ୍ୟ ପାଇଁ ଆଲୋଚନା ପୃଷ୍ଠାରେ ଲେଖିପାରିବେ ।

ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୨୩ରେ ଭାଗ ନେବାକୁ ଅନୁରୋଧ[ସମ୍ପାଦନା]

ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୨୩
ଓଡି଼ଆ ଉଇକିପିଡି଼ଆରେ ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୨୩ ଆରମ୍ଭ ହେଇଗଲାଣି । ଏହି ଗଣସମ୍ପାଦନା ୧୪ ଅଗଷ୍ଟ ୨୦୨୩ରୁ ୧୬ ଅଗଷ୍ଟ ୨୦୨୩ ଯାଏଁ ତିନିଦିନ ବ୍ୟାପି ଚାଲିବ, ଯେଉଁଥିରେ ଭାରତରେ ସ୍ୱାଧୀନତା ଆନ୍ଦୋଳନ ସ‌ହ ଜଡ଼ିତ ମହତ୍ୱପୂର୍ଣ୍ଣ ଘଟଣା ଏବଂ ଉଲ୍ଲେଖନୀୟ ସ୍ୱାଧୀନତା ସଂଗ୍ରାମୀଙ୍କ ଉପରେ ପ୍ରସଙ୍ଗ ଗଢ଼ାଯିବ । ଆପଣଙ୍କୁ ଭାଗ ନେବାକୁ ଅନୁରୋଧ ।

ପରମ ବୀର ଚକ୍ର ଗଣ-ସମ୍ପାଦନାରେ ଭାଗ ନେବାକୁ ଅନୁରୋଧ[ସମ୍ପାଦନା]

ପରମ ବୀର ଚକ୍ର ଗଣସମ୍ପାଦନାରେ ଯୋଗ ଦେବାକୁ ଅନୁରୋଧ
୨୦୨୩ ସେପ୍ଟେମ୍ବର ୧୫ - ୨୦

ଆସନ୍ତା ସେପ୍ଟେମ୍ବର ୧୫ରୁ ଆରମ୍ଭ ହେଉଛି ପରମ ବୀର ଚକ୍ର ଗଣସମ୍ପାଦନା । ଆସନ୍ତୁ ମିଶି ଲେଖିବା ଭାରତୀୟ ସେନାର ସର୍ବୋଚ୍ଚ ସମ୍ମାନ ପରମ ବୀର ଚକ୍ରରେ ସମ୍ମାନିତ ୨୧ ଜଣ ସୈନିକଙ୍କ ଉପରେ ପ୍ରସଙ୍ଗ ।

ଅପେକ୍ଷାରେ,
ସଂଗ୍ରାମ କେଶରୀ ସେନାପତି (ଗପୁ)