ବ୍ୟବହାରକାରୀଙ୍କ ଆଲୋଚନା:Reach Out to the Truth
ପାଛୋଟା!
ଓଳିଗି, Reach Out to the Truth ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଢେର ବଧାଇ ଆପଣ ଯାହା କରିଛନ୍ତି । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଏଇଠି କିଛି କାମ କରିବାକୁ ଭଲ ପାଇବେ । ଏଇ କିଛି ଫରଦ ଆପଣଙ୍କୁ ଭଲ ଲାଗିପାରେ:
- ଉଇକିପିଡ଼ିଆର ପାଞ୍ଚଟି ଖମ୍ବ
- ଶିକ୍ଷଣ
- ଫରଦଟିଏ କେମିତି ବଦଳାଇବେ ଓ ଲେଖା ଗୁଡ଼ିକ କେମିତି ବଦଳାଇବେ
- ନିଜର ପ୍ରଥମ ଲେଖାଟି କେମିତି ଲେଖିବେ
- ମାନୁଆଲର ଶୈଳୀ
ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗୁଛି ! ଟିକେ ଆଲୋଚନା ଫରଦରେ ନିଜ ନାଁ ଟା ଲେଖିଦିଅନ୍ତେ ଜଦି ଭଲ ହୁଅନ୍ତା ଆପଣଙ୍କ ଲେଖା ପରେ ଟିଲଡ଼େ ଚିନ୍ହଟିଏ ଦିଅନ୍ତୁ (~~~~); ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଜ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ମୋ ଆଲୋଚନା ଫରଦ କୁ ଯାଇ ମୋତେ ପଚାରିପାରିବେ, ନହେଲେ ଏଇ ଫରଦରେ ପ୍ରଶ୍ନ ଆଗରୁ ଏଇ କୋଡ {{help me}}
କପି କରି ପକାଇଦିଅନ୍ତୁ । ଆଉଥରେ, ପାଛୋଟି ନେଉଛି!
--Srikant Kedia ୧୫:୪୬, ୭ ଡିସେମ୍ବର ୨୦୧୧ (UTC)
Reach Out to the Truthଙ୍କ ସହ ଏକ ଆଲୋଚନା ଆରମ୍ଭ କରନ୍ତୁ
Talk pages are where people discuss how to make content on ଉଇକିପିଡ଼ିଆ the best that it can be. Start a new discussion to connect and collaborate with Reach Out to the Truth. What you say here will be public for others to see.