ବ୍ୟବହାରକାରୀଙ୍କ ଆଲୋଚନା:Rosina235

Page contents not supported in other languages.
ଉଇକିପିଡ଼ିଆ‌ରୁ
Odia · #LTor
Wikidata language code (P9753) · Wikimedia language code (P424) · m:SiteMatrix

w:de: · T · c: · d: · m: · subpages · CentralAuth · PAGEID: 82101 · links here · LTR

୧୭:୨୬, ୧୩ ଜୁଲାଇ ୨୦୨୨ (IST) Rosina235 (ମୋ ଆଲୋଚନା)

ଓଡ଼ିଆ ଉଇକିପିଡ଼ିଆରେ ଆପଣଙ୍କୁ ସ୍ଵାଗତ ଜଣାଉଛି ! ମୁଁ ଆଶା କରୁଛି ଯେ ଆପଣ ଏହି ଖୋଲା ଜ୍ଞାନକୋଷକୁ ପଢ଼ି ଖୁସି ଅନୁଭବ କରିବେ ଏବଂ ଏଥିରେ ଲେଖାଲେଖି କରିବେ । ଯେହେତୁ ଆପଣ ଏଠି ନୂଆ ସେଥିପାଇଁ ପ୍ରଥମେ ଆପଣ ଏହି ଉପକ୍ରମଟିକୁ ପଢ଼ନ୍ତୁ ।

ଯଦି ଆପଣଙ୍କ ମନରେ କିଛି ପ୍ରଶ୍ନ ଅଛି ତେବେ ମୋ ଆଲୋଚନା ପୃଷ୍ଠାରେ ପଚାରିପାରିବେ – ମୋତେ ଆପଣଙ୍କୁ ସାହାଯ୍ୟ କରି ଖୁସି ଲାଗିବ । ଏହାଛଡ଼ା ଆପଣ ଚାଟସଭା ପୃଷ୍ଠାରେ ମଧ୍ୟ ଆପଣଙ୍କ ପ୍ରଶ୍ନ ପଚାରିପାରିବେ ।


ନିମ୍ନରେ ଆପଣଙ୍କୁ ସାହାଯ୍ୟ କରିବା ନିମନ୍ତେ କିଛି ତଥ୍ୟ ଦିଆଗଲା ଯେମିତିକି ଆପଣ ଉଇକିପିଡ଼ିଆକୁ ଭଲଭାବେ ବୁଝିପାରିବେ ଏବଂ ଏହି ଖୋଲା ଜ୍ଞାନକୋଷ ସହ ସାମିଲ ହେଇପାରିବେ ।
ସାହାଯ୍ୟ ଦରକାର ?

ଆପଣ କିପରି ସାହାଯ୍ୟ କରିପାରିବେ:

ଅଧିକ ଜାଣିବା କଥା...


Rosina235, ଧନ୍ୟବାଦ ଗପୁ (ମୋ ଆଲୋଚନା) ୨୦:୫୫, ୧୩ ଜୁଲାଇ ୨୦୨୨ (IST)[reply]