Jump to content

ବ୍ୟବହାରକାରୀଙ୍କ ଆଲୋଚନା:SMARANIKA TRIPATHH

Page contents not supported in other languages.
ନୂଆ ଯୋଡ଼ନ୍ତୁ
ଉଇକିପିଡ଼ିଆ‌ରୁ
କିଛି କୁକିଜ ସହିତ ଆପଣଙ୍କୁ ପାଛୋଟି ନେଉଛି!

ଆଦରର SMARANIKA TRIPATHH,

ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛି, ଆପଣଙ୍କ ଅବଦାନ ପାଇଁ ଅନେକ ବଧାଇ । ମୁଁ ଭାବୁଛି ଆପଣ ଏଠାରେ ବାକି ସମ୍ପାଦକମାନ‌ଙ୍କ ସ‌ହ ମିଶି ନିଜର ଲେଖାଲେଖି ଜାରୀ ରଖିବେ । ଯଦି ଲେଖିବାରେ କିଛି ଅସୁବିଧା ହୁଏ ତେବେ ଏହି "ଚାଟସଭା"ରେ ପଚାରିପାରିବେ । ଏହି କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ ! ଆଲୋଚନା ପୃଷ୍ଠାରେ ଦସ୍ତଖତ ପାଇଁ ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଯ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପଚାରିପାରିବେ । ଆଉଥରେ, ପାଛୋଟି ନେଉଛି! --ମୃତ୍ୟୁଞ୍ଜୟ କର (ମୋ ଆଲୋଚନା) ୦୩:୪୭, ୨୫ ସେପ୍ଟେମ୍ବର ୨୦୧୩ (UTC)

ତମର ଏ ସୁନ୍ଦର ଲେଖାଟି ପାଇଁ କିଛି ମସଲା ମୁଢ଼ି!

[ସମ୍ପାଦନା]
ଆଦରର ସ୍ମରଣୀକା, ଓଡ଼ିଶାର ବୟନ ଶିଳ୍ପ ଲେଖା ପାଇଁ ବଧାଇ । ତମ ଲେଖାଟି କାଲି ଲେଖାଥିବା ଲେଖା ସବୁ ଭିତରେ ସବୁଠୁ ଲମ୍ବା ଓ ଅଧିକ ତ‌ଥ୍ୟଭିତ୍ତିକ ହୋଇ‌ଛି । ସବୁ ମାସ ଆମେ ଗୋଟେ ଲେଖାକୁ ଓଡ଼ିଆ ଉଇକିପିଡ଼ିଆରେ ବାଛି ପ୍ରଧାନ ପୃଷ୍ଠାରେ ସ୍ଥାନୀତ କରୁ । ଆଉ ତମ ଲେଖାଟିକୁ ଆହୁରି ଅଧିକ ତ‌ଥ୍ୟଭିତ୍ତିକ କଲେ ହୁଏତ ତମ ଲେଖାଟି ମାସକ ପାଇଁ ଓଡ଼ିଆ ଉଇକିପିଡ଼ିଆର ଲକ୍ଷ ଲକ୍ଷ ପାଠକଙ୍କ ଦ୍ୱାରା ପଢ଼ାଯିବ :) ସୁଭାସିସ ପାଣିଗାହିମୋ ସାଙ୍ଗେ କ‌ଥାବାର୍ତ୍ତା ୧୨:୧୮, ୧ ଅକ୍ଟୋବର ୨୦୧୩ (UTC)

ଓଡ଼ିଆ ଉଇକିପିଡ଼ିଆର ୧୦ମ ଜନ୍ମତିଥି ପାଳନ ନିମନ୍ତେ ନିମନ୍ତ୍ରଣ

[ସମ୍ପାଦନା]

ଓଡ଼ିଆ ଉଇକିପିଡ଼ିଆ ଦଶମ ଜନ୍ମତିଥି ପାଳନ

ଆଦରର SMARANIKA TRIPATHH,

ଆଗାମୀ ଜାନୁଆରୀ ୨୮ ଓ ୨୯ ତାରିଖରେ ଓଡ଼ିଆ ଉଇକିପିଡ଼ିଆ ଏହାର ଦଶମ ଜନ୍ମ ବାର୍ଷିକୀ ପାଳନ କରୁଛି । ୧୦ ବର୍ଷ ତଳେ ଜାନୁଆରୀ ୨୯ ରେ ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ହେଇଥିଲା । ଏ ବର୍ଷ ଜାନୁଆରୀ ୨୮ ତାରିଖରେ ଭୁବନେଶ୍ଵରର KISS ଓ ୨୯ ତାରିଖରେ ଢେଙ୍କାନାଳ IIMC ଠାରେ ଜନ୍ମବାର୍ଷିକୀ ପାଳନ କରିବାର ଯୋଜନା କରାଯାଇଛି । ଆପଣଙ୍କ ପାଇଁ ନିମନ୍ତ୍ରଣ ରହିଲା । ଏଠାରେ ନିଜ ନାମ ଲେଖିବା ପାଇଁ ଅନୁରୋଧ । ଆପଣ ଯଦି ଦୂର ସ୍ଥାନରୁ ଆସୁଛନ୍ତି, ତା ହେଲେ ଆଗୁଆ ଜଣାଇଲେ ଆମେ ଆପଣଙ୍କ ରହିବା ବ୍ୟବସ୍ଥା କରିପାରିବୁ । ୨୮-୨୯ ଜାନୁଆରୀ ଆପଣଙ୍କୁ ଭେଟିବା ଅପେକ୍ଷାରେ । ଧନ୍ୟବାଦ ସହ ।

--ଶିତିକଣ୍ଠ (ଆଲୋଚନା) ୧୪:୩୭, ୨୫ ଜାନୁଆରୀ ୨୦୧୪ (UTC)