ବ୍ୟବହାରକାରୀଙ୍କ ଆଲୋଚନା:SieBot

Page contents not supported in other languages.
ଉଇକିପିଡ଼ିଆ‌ରୁ

SieBot is the bot of Siebrand. This bot account is intended to be used with pywikipedia's interwiki.py to resolve and add interwiki links. Please let my master know if I do anything you disagree with.



ଉଇକିକନଫେରେନ୍ସ ଇଣ୍ଡିଆ ୨୦୧୧ ନିମନ୍ତେ ଆମନ୍ତ୍ରଣ[ସମ୍ପାଦନା]


ଆଜ୍ଞା ନମସ୍କାର SieBot,

ପ୍ରଥମ ଉଇକିକନଫେରେନ୍ସ ଇଣ୍ଡିଆ ମୁମ୍ବାଇ ଠାରେ ୧୮-୨୦ ନଭେମ୍ବର ୨୦୧୧ରେ ହେବାକୁ ଯାଉଛି ।
ଆପଣ ଆମର ପ୍ରଧାନ ପୃଷ୍ଠା, ଫେସବୁକ କାର୍ଯ୍ୟକ୍ରମ ଓ ଆମର ଅବେଦନ ଫର୍ମଟି ମଧ୍ୟ ଦେଖିପାରିବେ ।

ଏହି ସବୁ କାମ ୧୦୦ ଦିନର WikiOutreach ରୁ ଆରମ୍ଭ ହେବ

ଯେହେତୁ ଆପଣ ଉଇକିପିଡ଼ିଆ ସଙ୍ଗଠନରେ ସଚଳ ଆମ୍ଭେ ଆପଣଙ୍କୁ ଏହି ମହାମେଳଣରେ ଯୋଗଦାନ ଓ ନିଜର ଅନୁଭୂତି ବାଣ୍ଟିବା ନିମନ୍ତେ ନିମନ୍ତ୍ରଣ କରୁଅଛୁ । ଆପଣଙ୍କ ଅବଦାନ ନିମନ୍ତେ ଅନେକ ସାଧୁବାଦ ।

୧୮-୨୦ ନଭେମ୍ବରରେ ମୁମ୍ବାଇରେ ଆପଣଙ୍କୁ ଭେଟିବା ଅପେକ୍ଷାରେ।

---Srikant Kedia ୧୪:୩୩, ୮ ଅଗଷ୍ଟ ୨୦୧୧ (UTC)