Jump to content

ବ୍ୟବହାରକାରୀଙ୍କ ଆଲୋଚନା:Sitikantha kheti

Page contents not supported in other languages.
ଉଇକିପିଡ଼ିଆ‌ରୁ
କିଛି ରସଗୋଲା ସହିତ ଆପଣଙ୍କୁ ପାଛୋଟି ନେଉଛୁ!
ଉଇକିପିଡ଼ିଆରେ କିପରି ଲେଖିବେ ଜାଣିବାକୁ ଚାହୁଁଛନ୍ତି କି? ପ୍ରଶ୍ନଟିଏ ପଚାରନ୍ତୁ

ଆଦରର Sitikantha kheti,

ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ମୁଁ ଆଶା କରୁଛି ଆପଣଙ୍କୁ ଏହି ଜ୍ଞାନକୋଷ ବ୍ୟବହାର କରିବାକୁ ସୁବିଧାଜନକ ହେବ ଓ ଏଠାରେ ପ୍ରସଙ୍ଗମାନ ସମ୍ପାଦନା କରି ଆପଣ ଆନନ୍ଦିତ ହେବେ । ଏଇ କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବେ:

ଯଦି ଆପଣ ଉଇକିପିଡ଼ିଆରେ କିପରି ଲେଖିବେ ତାହା ଜାଣିବାକୁ ଚାହୁଁଥାନ୍ତି ତେବେ ଆମ ଚାଟ ସଭାକୁ ଯାଇ ପ୍ରଶ୍ନଟିଏ ପଚାରନ୍ତୁ ।

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ । ଆପଣ ଏକ ପ୍ରସଙ୍ଗ ବାବଦରେ କିଛି ଆଲୋଚନା କରିବାକୁ ଚାହିଁଲେ ସେହି ପ୍ରସଙ୍ଗର "ଆଲୋଚନା" ପୃଷ୍ଠାକୁ ଯାଇ ସେଠି ନିଜ ମତାମତ ପରେ ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏହା ଆପଣଙ୍କ ନାମ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସହଯୋଗ ଲୋଡ଼ା ପଡ଼ିଲେ, ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ଏହି ପୃଷ୍ଠାରେ ପ୍ରଶ୍ନ ଆଗରୁ ଏଇ କୋଡ଼ {{help me}} ନକଲ କରି ପକାଇଦିଅନ୍ତୁ । --ସୁଭାସିସ ପାଣିଗାହିମୋତେ କହିବେ କିଛି? ୦୫:୩୧, ୨୫ ମଇ ୨୦୧୨ (UTC)

ପ୍ରଧାନପୃଷ୍ଠାରେ ଆପଣଙ୍କ ଛବି

[ସମ୍ପାଦନା]

ପ୍ରିୟ ଶିତିକଣ୍ଠ, ଉଇକିମିଡ଼ିଆ କମନ୍ସରେ ଆପଣ ସର୍ବସାଧାରଣଙ୍କ ବ୍ୟବହାର ନିମନ୍ତେ ରଖିଥିବା ଛବିଟି ଫେବୃଆରୀ ପ୍ରଥମ ସପ୍ତାହରେ ଓଡ଼ିଆ ଉଇକିପିଡ଼ିଆର ପ୍ରଧାନପୃଷ୍ଠାରେ ସପ୍ତାହର ବଛା ଛବି ଭାବେ ରଖାଯାଉଛି :) ଏହି ଅବସରରେ ଉଇକିମିଡ଼ିଆପ୍ରକଳ୍ପଗୁଡ଼ିକରେ ଆପଣଙ୍କ ଅବଦାନ ନିମନ୍ତେ ଧନ୍ୟବାଦ ଜଣାଇବା ସହ ପୁଣିଥରେ ସ୍ଵାଗତ ଜଣାଉଛି । --ମୃତ୍ୟୁଞ୍ଜୟ କର (ମୋ ଆଲୋଚନା) ୦୨:୧୦, ୧ ଫେବୃଆରୀ ୨୦୧୪ (UTC)