ବ୍ୟବହାରକାରୀଙ୍କ ଆଲୋଚନା:Smy987/Archive 1

Page contents not supported in other languages.
ଉଇକିପିଡ଼ିଆ‌ରୁ

This page is an archive. Do not edit the contents of this page. Please direct any additional comments to the current talk page.


କିଛି କୁକିଜ ସହିତ ଆପଣଙ୍କୁ ସ୍ଵାଗତ କରୁଛୁ!

ପାଛୋଟା!
ଓଳିଗି, Smy987 ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଢେର ବଧାଇ ଆପଣ ଯାହା କରିଛନ୍ତି । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଏଇଠି କିଛି କାମ କରିବାକୁ ଭଲ ପାଇବେ । ଏଇ କିଛି ଫରଦ ଆପଣଙ୍କୁ ଭଲ ଲାଗିପାରେ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗୁଛି ! ଟିକେ ଆଲୋଚନା ଫରଦରେ ନିଜ ନାଁ ଟା ଲେଖିଦିଅନ୍ତେ ଜଦି ଭଲ ହୁଅନ୍ତା ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିନ୍ହ ଦିଅନ୍ତୁ (~~~~); ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଜ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ମୋ ଆଲୋଚନା ଫରଦ କୁ ଯାଇ ମୋତେ ପଚାରିପାରିବେ, ନହେଲେ ଏଇ ଫରଦରେ ପ୍ରଶ୍ନ ଆଗରୁ ଏଇ କୋଡ {{help me}} କପି କରି ପକାଇଦିଅନ୍ତୁ । ଆଉଥରେ, ପାଛୋଟି ନେଉଛି!

--Srikant Kedia ୧୦:୫୬, ୧୧ ଜାନୁଆରୀ ୨୦୧୨ (UTC)