ବ୍ୟବହାରକାରୀଙ୍କ ଆଲୋଚନା:Soumya srp
ଓଡ଼ିଆ ଉଇକିପିଡ଼ିଆରେ ଆପଣଙ୍କୁ ସ୍ଵାଗତ ଜଣାଉଛି ! ମୁଁ ଆଶା କରୁଛି ଯେ ଆପଣ ଏହି ଖୋଲା ଜ୍ଞାନକୋଷକୁ ପଢ଼ି ଖୁସି ଅନୁଭବ କରିବେ ଏବଂ ଏଥିରେ ଲେଖାଲେଖି କରିବେ । ଯେହେତୁ ଆପଣ ଏଠି ନୂଆ ସେଥିପାଇଁ ପ୍ରଥମେ ଆପଣ ଏହି ଉପକ୍ରମଟିକୁ ପଢ଼ନ୍ତୁ ।
ଯଦି ଆପଣଙ୍କ ମନରେ କିଛି ପ୍ରଶ୍ନ ଅଛି ତେବେ ମୋ ଆଲୋଚନା ପୃଷ୍ଠାରେ ପଚାରିପାରିବେ – ମୋତେ ଆପଣଙ୍କୁ ସାହାଯ୍ୟ କରି ଖୁସି ଲାଗିବ । ଏହାଛଡ଼ା ଆପଣ ଚାଟସଭା ପୃଷ୍ଠାରେ ମଧ୍ୟ ଆପଣଙ୍କ ପ୍ରଶ୍ନ ପଚାରିପାରିବେ ।
ନିମ୍ନରେ ଆପଣଙ୍କୁ ସାହାଯ୍ୟ କରିବା ନିମନ୍ତେ କିଛି ତଥ୍ୟ ଦିଆଗଲା ଯେମିତିକି ଆପଣ ଉଇକିପିଡ଼ିଆକୁ ଭଲଭାବେ ବୁଝିପାରିବେ ଏବଂ ଏହି ଖୋଲା ଜ୍ଞାନକୋଷ ସହ ସାମିଲ ହେଇପାରିବେ ।
ସାହାଯ୍ୟ ଦରକାର ?
|
|
ଆପଣ କିପରି ସାହାଯ୍ୟ କରିପାରିବେ:
|
|
ଅଧିକ ଜାଣିବା କଥା...
|
ରଥଯାତ୍ରା ଗଣସମ୍ପାଦନାରେ ଯୋଗଦେବାପାଇଁ ନିମନ୍ତ୍ରଣ
[ସମ୍ପାଦନା]
ନମସ୍କାର, ପବିତ୍ର ରଥଯାତ୍ରା ଅବସରରେ ଆମେ ଆପଣଙ୍କ ସୁଖ ଓ ସମୃଦ୍ଧି କାମନା କରୁଛୁ । ଏହି ଜୁଲାଇ ମାସରେ ଜଗନ୍ନାଥ ସଂସ୍କୃତି ଉତ୍ସବମୁଖର ହୋଇଉଠିଛି । ଏହାକୁ ସ୍ମରଣୀୟ କରିବା ପାଇଁ ଏହି ଅବସରରେ ଓଡ଼ିଆ ଉଇକିପିଡ଼ିଆ ପାଳନ କରୁଛି "ରଥଯାତ୍ରା ଗଣସମ୍ପଦନା ୨୦୧୬"। ଗତବର୍ଷର "ନବକଳେବର ଗଣସମ୍ପାଦନା" ସଫଳ ହେବାପରେ ଏହା ହେଉଛି ସଂସ୍କୃତି-ଭିତ୍ତିକ ଦ୍ଵିତୀୟ ଗଣସମ୍ପାଦନା । ଆପଣ ଜାଣି ଖୁସି ହେବେ ଯେ ଗତବର୍ଷର ଗଣସମ୍ପାଦନାରେ ଜଗନ୍ନାଥ ସଂସ୍କୃତି ସମ୍ବନ୍ଧିତ ୧୪୦ଟି ପ୍ରସଙ୍ଗ ନୂଆ ଓ ଉନ୍ନତ କରାଯାଇଥିଲା ଆଉ ସେହି ପ୍ରସଙ୍ଗଗୁଡ଼ିକ ଉଇକିପିଡ଼ିଆ ପାଇଁ ବହୁତ ଦରକାରୀ ଥିଲା । ତେବେ ଏବର୍ଷର "ରଥଯାତ୍ରା ଗଣସମ୍ପାଦନା" ଆରମ୍ଭ ହୋଇଯାଇଛି । ଜୁଲାଇ ୬ ରୁ ଅଗଷ୍ଟ ୪ ତାରିଖ ମାସେ କାଳ ଜଗନ୍ନାଥଙ୍କ ସମ୍ବନ୍ଧୀୟ ପ୍ରସଙ୍ଗମାନ ସମ୍ପାଦନା କରାଯାଇ ଓଡ଼ିଆ ଉଇକିପିଡ଼ିଆକୁ ସମୃଦ୍ଧ କରାଯିବ । ଆଶାକରୁଛୁ ଯେ ଆପଣ ଏଥିରେ ଭାଗନେଇ ଏହାକୁ ସଫଳ କରାଇବେ । ଗଣସମ୍ପାଦନା ବାବଦରେ ଅଧିକ ଜାଣିବା ଓ ଭାଗନେବା ପାଇଁ ଏହି ପୃଷ୍ଠାଟି ଦେଖନ୍ତୁ । କୌଣସି ସହାୟତା ଲୋଡୁଥିଲେ କିମ୍ବା ପ୍ରଶ୍ନ ଥିଲେ ଆମକୁ ପଚାରିପାରିବେ । ଧନ୍ୟବାଦ । ଜୟ ଜଗନ୍ନାଥ! --ନିଷ୍ଠାରଞ୍ଜନଦାଶtalk ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭ରେ ଭାଗ ନେବାକୁ ଅନୁରୋଧ[ସମ୍ପାଦନା]
|