ବ୍ୟବହାରକାରୀଙ୍କ ଆଲୋଚନା:Subhransu

Page contents not supported in other languages.
ଉଇକିପିଡ଼ିଆ‌ରୁ

ପାଛୋଟା!

ଓଳିଗି, Subhransu ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଢେରେ ବଧାଇ ଆପଣ ଯାହା କରିଛନ୍ତି । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଏଇଠି କିଛି କାମ କରିବାକୁ ଭଲ ପାଇବେ । ଏଇ କିଛି ଫରଦ ଆପଣଙ୍କୁ ଭଲ ଲାଗିପାରେ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗୁଛି ! ଟିକେ ଆଲୋଚନା ଫରଦରେ ନିଜ ନାଁ ଟା ଲେଖିଦିଅନ୍ତେ ଜଦି ଭଲ ହୁଅନ୍ତା ଆପଣଙ୍କ ଲେଖା ପରେ ଟିଲଡ଼େ ଚିନ୍ହଟିଏ ଦିଅନ୍ତୁ (~~~~); ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଜ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ମୋ ଆଲୋଚନା ଫରଦ କୁ ଯାଇ ମୋତେ ପଚାରିପାରିବେ, ନହେଲେ ଏଇ ଫରଦରେ ପ୍ରଶ୍ନ ଆଗରୁ ଏଇ କୋଡ {{help me}} କପି କରି ପକାଇଦିଅନ୍ତୁ । ଆଉଥରେ, ପାଛୋଟି ନେଉଛି! -Jayantanth (ମୋ କଥା) ୦୬:୩୫, ୧୭ ମାର୍ଚ ୨୦୧୧ (UTC)

Welcome!

Hello, Subhransu, and welcome to Wikipedia! Thank you for your contributions. I hope you like the place and decide to stay. Here are a few good links for newcomers:

I hope you enjoy editing here and being a Wikipedian! Please sign your name on talk pages using four tildes (~~~~); this will automatically produce your name and the date. If you need help, check out Wikipedia:Where to ask a question, ask me on my talk page, or place {{helpme}} on your talk page and someone will show up shortly to answer your questions. Again, welcome!  --Jose77 ୨୩:୦୬, ୩୦ November ୨୦୦୬ (UTC)

Are you a native speaker of Oriya? --Jose77 ୦୮:୨୧, ୨୦ May ୨୦୦୭ (UTC)

ଉଇକିକନଫେରେନ୍ସ ଇଣ୍ଡିଆ ୨୦୧୧ ନିମନ୍ତେ ଆମନ୍ତ୍ରଣ[ସମ୍ପାଦନା]


ଆଜ୍ଞା ନମସ୍କାର Subhransu,

ପ୍ରଥମ ଉଇକିକନଫେରେନ୍ସ ଇଣ୍ଡିଆ ମୁମ୍ବାଇ ଠାରେ ୧୮-୨୦ ନଭେମ୍ବର ୨୦୧୧ରେ ହେବାକୁ ଯାଉଛି ।
ଆପଣ ଆମର ପ୍ରଧାନ ପୃଷ୍ଠା, ଫେସବୁକ କାର୍ଯ୍ୟକ୍ରମ ଓ ଆମର ଅବେଦନ ଫର୍ମଟି ମଧ୍ୟ ଦେଖିପାରିବେ ।

ଏହି ସବୁ କାମ ୧୦୦ ଦିନର WikiOutreach ରୁ ଆରମ୍ଭ ହେବ

ଯେହେତୁ ଆପଣ ଉଇକିପିଡ଼ିଆ ସଙ୍ଗଠନରେ ସଚଳ ଆମ୍ଭେ ଆପଣଙ୍କୁ ଏହି ମହାମେଳଣରେ ଯୋଗଦାନ ଓ ନିଜର ଅନୁଭୂତି ବାଣ୍ଟିବା ନିମନ୍ତେ ନିମନ୍ତ୍ରଣ କରୁଅଛୁ । ଆପଣଙ୍କ ଅବଦାନ ନିମନ୍ତେ ଅନେକ ସାଧୁବାଦ ।

୧୮-୨୦ ନଭେମ୍ବରରେ ମୁମ୍ବାଇରେ ଆପଣଙ୍କୁ ଭେଟିବା ଅପେକ୍ଷାରେ।

---Srikant Kedia ୧୪:୩୭, ୮ ଅଗଷ୍ଟ ୨୦୧୧ (UTC)

Hello Odia wiki user[ସମ୍ପାଦନା]

I am a wikipedian, I would happy to hear from you. I saw you contributed to Odia wikipedia. I am wondering what is the reason that you are not active now a days. Odia community is now active, Now we have more than 15 active users, I hope you would comeback and contribute. -ansuman (ମୋ ଆଲୋଚନା) ୦୭:୪୩, ୧୧ ସେପଟେମ୍ବର ୨୦୧୧ (UTC)