ବ୍ୟବହାରକାରୀଙ୍କ ଆଲୋଚନା:Sudhansu Bhusan Baghar
ପାଛୋଟା!
ଓଳିଗି, Sudhansu Bhusan Baghar ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଢେର ବଧାଇ ଆପଣ ଯାହା କରିଛନ୍ତି । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଏଇଠି କିଛି କାମ କରିବାକୁ ଭଲ ପାଇବେ । ଏଇ କିଛି ଫରଦ ଆପଣଙ୍କୁ ଭଲ ଲାଗିପାରେ:
- ଉଇକିପିଡ଼ିଆର ପାଞ୍ଚଟି ଖମ୍ବ
- ଶିକ୍ଷଣ
- ଫରଦଟିଏ କେମିତି ବଦଳାଇବେ ଓ ଲେଖା ଗୁଡ଼ିକ କେମିତି ବଦଳାଇବେ
- ନିଜର ପ୍ରଥମ ଲେଖାଟି କେମିତି ଲେଖିବେ
- ମାନୁଆଲର ଶୈଳୀ
ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗୁଛି ! ଟିକେ ଆଲୋଚନା ଫରଦରେ ନିଜ ନାଁ ଟା ଲେଖିଦିଅନ୍ତେ ଜଦି ଭଲ ହୁଅନ୍ତା ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିନ୍ହ ଦିଅନ୍ତୁ (~~~~); ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଜ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ମୋ ଆଲୋଚନା ଫରଦ କୁ ଯାଇ ମୋତେ ପଚାରିପାରିବେ, ନହେଲେ ଏଇ ଫରଦରେ ପ୍ରଶ୍ନ ଆଗରୁ ଏଇ କୋଡ {{help me}}
କପି କରି ପକାଇଦିଅନ୍ତୁ । ଆଉଥରେ, ପାଛୋଟି ନେଉଛି!
--Srikant Kedia ୧୨:୪୪, ୩୦ ମାର୍ଚ ୨୦୧୨ (UTC)
ଓଡ଼ିଆ ଉଇକିପିଡ଼ିଆର ୧୦ମ ଜନ୍ମତିଥି ପାଳନ ନିମନ୍ତେ ନିମନ୍ତ୍ରଣ
[ସମ୍ପାଦନା]ଓଡ଼ିଆ ଉଇକିପିଡ଼ିଆ ଦଶମ ଜନ୍ମତିଥି ପାଳନ
ଆଦରର Sudhansu Bhusan Baghar,
ଆଗାମୀ ଜାନୁଆରୀ ୨୮ ଓ ୨୯ ତାରିଖରେ ଓଡ଼ିଆ ଉଇକିପିଡ଼ିଆ ଏହାର ଦଶମ ଜନ୍ମ ବାର୍ଷିକୀ ପାଳନ କରୁଛି । ୧୦ ବର୍ଷ ତଳେ ଜାନୁଆରୀ ୨୯ ରେ ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ହେଇଥିଲା । ଏ ବର୍ଷ ଜାନୁଆରୀ ୨୮ ତାରିଖରେ ଭୁବନେଶ୍ଵରର KISS ଓ ୨୯ ତାରିଖରେ ଢେଙ୍କାନାଳ IIMC ଠାରେ ଜନ୍ମବାର୍ଷିକୀ ପାଳନ କରିବାର ଯୋଜନା କରାଯାଇଛି । ଆପଣଙ୍କ ପାଇଁ ନିମନ୍ତ୍ରଣ ରହିଲା । ଏଠାରେ ନିଜ ନାମ ଲେଖିବା ପାଇଁ ଅନୁରୋଧ । ଆପଣ ଯଦି ଦୂର ସ୍ଥାନରୁ ଆସୁଛନ୍ତି, ତା ହେଲେ ଆଗୁଆ ଜଣାଇଲେ ଆମେ ଆପଣଙ୍କ ରହିବା ବ୍ୟବସ୍ଥା କରିପାରିବୁ । ୨୮-୨୯ ଜାନୁଆରୀ ଆପଣଙ୍କୁ ଭେଟିବା ଅପେକ୍ଷାରେ । ଧନ୍ୟବାଦ ସହ । |
--ଆଦିତ୍ୟ ମହାର (ମୋ ଆଲୋଚନା) ୧୫:୫୬, ୨୫ ଜାନୁଆରୀ ୨୦୧୪ (UTC)
ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ
[ସମ୍ପାଦନା]
|
--ଆଦିତ୍ୟ ମହାର (ଆଲୋଚନା) ୦୪:୪୬, ୨୧ ଅକ୍ଟୋବର ୨୦୧୫ (UTC)