ବ୍ୟବହାରକାରୀଙ୍କ ଆଲୋଚନା:Surabhai
ଦେଖଣା
ଆଦରର Surabhai,
ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଅନେକ ବଧାଇ । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଅବଦାନ ଜାରି ରଖିବେ । ଏଇ କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବ:
- ଉଇକିପିଡ଼ିଆର ପାଞ୍ଚଟି ଖମ୍ବ
- ଶିକ୍ଷଣ ଓ ଜାଣିବା କଥା
- ପୃଷ୍ଠାଟିଏ କେମିତି ବଦଳାଇବେ ଓ ଲେଖା ଗୁଡ଼ିକ କେମିତି ବଦଳାଇବେ
- ନିଜର ପ୍ରଥମ ଲେଖାଟି କେମିତି ଲେଖିବେ
- ମାନୁଆଲର ଶୈଳୀ
ଯଦି ଆପଣ କିଛି ଜାଣିବାକୁ ଚାହୁଁଥାନ୍ତି ତେବେ ଆମ ଚାଟ ସଭାକୁ ଯାଇ ପ୍ରଶ୍ନଟିଏ ପଚାରନ୍ତୁ । |
ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ ! ଆଲୋଚନା ପୃଷ୍ଠାରେ ଦସ୍ତଖତ ପାଇଁ ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଯ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପଚାରିପାରିବେ । ଆଉଥରେ, ପାଛୋଟି ନେଉଛି! -ମୃତ୍ୟୁଞ୍ଜୟ କର (ମୋ ଆଲୋଚନା) ୨୦:୪୧, ୧୦ ନଭେମ୍ବର ୨୦୧୨ (UTC)
ଆପଣଙ୍କ ଲେଖା ବିଷୟରେ
[ସମ୍ପାଦନା]ଆପଣ ଯେଉଁ ନୁଆ ଲେଖା ଲେଖିଛନ୍ତି ତାହା ଉଇକିପିଡ଼ିଆ ଶୈଳୀରେ ଲେଖା ହେଇନି । ଆଉ ଗୋଟେ ଅଲଗା ଲେଖା କିଛି ଦେଖି ଲେଖନ୍ତୁ ଭଲ ହେବ । ଜ୍ଞାନ ମୋତେ କିଛି କହିବେ ୨୩:୩୮, ୧୯ ଅକ୍ଟୋବର ୨୦୨୩ (IST)