ବ୍ୟବହାରକାରୀଙ୍କ ଆଲୋଚନା:This, that and the other
ଆଦରର This, that and the other,
ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛି, ଆପଣଙ୍କ ଅବଦାନ ପାଇଁ ଅନେକ ବଧାଇ । ମୁଁ ଭାବୁଛି ଆପଣ ଏଠାରେ ବାକି ସମ୍ପାଦକମାନଙ୍କ ସହ ମିଶି ନିଜର ଲେଖାଲେଖି ଜାରୀ ରଖିବେ । ଯଦି ଲେଖିବାରେ କିଛି ଅସୁବିଧା ହୁଏ ତେବେ ଏହି "ଚାଟସଭା"ରେ ପଚାରିପାରିବେ । ଏହି କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବ:
- ଉଇକିପିଡ଼ିଆର ପାଞ୍ଚଟି ସ୍ତମ୍ଭ
- ଶିକ୍ଷଣ ଓ ଜାଣିବା କଥା
- ପୃଷ୍ଠାଟିଏ କେମିତି ବଦଳାଇବେ ଓ ଲେଖା ଗୁଡ଼ିକ କେମିତି ବଦଳାଇବେ
- ନିଜର ପ୍ରଥମ ଲେଖାଟି କେମିତି ଲେଖିବେ
- ମାନୁଆଲର ଶୈଳୀ
ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ ! ଆଲୋଚନା ପୃଷ୍ଠାରେ ଦସ୍ତଖତ ପାଇଁ ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଯ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପଚାରିପାରିବେ । ଆଉଥରେ, ପାଛୋଟି ନେଉଛି! --Srikant Kedia ୧୬:୧୩, ୧୭ ଡିସେମ୍ବର ୨୦୧୩ (UTC)
This, that and the otherଙ୍କ ସହ ଏକ ଆଲୋଚନା ଆରମ୍ଭ କରନ୍ତୁ
Talk pages are where people discuss how to make content on ଉଇକିପିଡ଼ିଆ the best that it can be. Start a new discussion to connect and collaborate with This, that and the other. What you say here will be public for others to see.