ବ୍ୟବହାରକାରୀଙ୍କ ଆଲୋଚନା:Velimir Ivanovic

Page contents not supported in other languages.
ଉଇକିପିଡ଼ିଆ‌ରୁ
କିଛି କୁକିଜ ସହିତ ଆପଣଙ୍କୁ ସ୍ଵାଗତ କରୁଛୁ!

ପାଛୋଟା!
ଓଳିଗି, Velimir Ivanovic ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଢେର ବଧାଇ ଆପଣ ଯାହା କରିଛନ୍ତି । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଏଇଠି କିଛି କାମ କରିବାକୁ ଭଲ ପାଇବେ । ଏଇ କିଛି ଫରଦ ଆପଣଙ୍କୁ ଭଲ ଲାଗିପାରେ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗୁଛି ! ଟିକେ ଆଲୋଚନା ଫରଦରେ ନିଜ ନାଁ ଟା ଲେଖିଦିଅନ୍ତେ ଜଦି ଭଲ ହୁଅନ୍ତା ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିନ୍ହ ଦିଅନ୍ତୁ (~~~~); ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଜ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ମୋ ଆଲୋଚନା ଫରଦ କୁ ଯାଇ ମୋତେ ପଚାରିପାରିବେ, ନହେଲେ ଏଇ ଫରଦରେ ପ୍ରଶ୍ନ ଆଗରୁ ଏଇ କୋଡ {{help me}} କପି କରି ପକାଇଦିଅନ୍ତୁ । ଆଉଥରେ, ପାଛୋଟି ନେଉଛି!

--Srikant Kedia ୦୮:୧୩, ୧୦ ଏପ୍ରିଲ ୨୦୧୨ (UTC)

Global ban proposal notification[ସମ୍ପାଦନା]

Apologies for writing in English. ଦୟାକରି ନିଜ ଭାଷାରେ ଅନୁବାଦ କରିବାରେ ସାହାଯ୍ୟ କରନ୍ତୁ There is an on-going discussion about a proposal that you be globally banned from editing all Wikimedia projects. You are invited to participate at Requests for comment/Global ban for Velimir Ivanovic on Meta-Wiki. ସାଧୁବାଦ! Liuxinyu970226 (ମୋ ଆଲୋଚନା) ୧୨:୫୪, ୧୧ ଅଗଷ୍ଟ ୨୦୨୨ (IST)[reply]