Jump to content

ବ୍ୟବହାରକାରୀ:Snip1/Mobile

ଉଇକିପିଡ଼ିଆ‌ରୁ

ଉଇକିପିଡ଼ିଆ ସୂଚୀ

୦-୯
ଶ୍ରେଣୀ କ୍ଷ ଜ୍ଞ ଶ୍ରୀ ଓଁ


ବଛା ଲେଖା

"ଧାନ ମେଣ୍ଟା" ବା "ଧାନ ଗହଣି"

ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ପୂଜା କରାଯାଏ । ମାଣବସା ଗୁରୁବାରର କିମ୍ବଦନ୍ତୀ ବଳରାମ ଦାସଙ୍କ ଲକ୍ଷ୍ମୀ ପୁରାଣରେ ବଖଣାଯାଇଛି । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ ।

ପୂଜା କାଳରେ ଧୂପ, ଦୀପ ଓ ନୈବେଦ୍ୟ ଆଦି ଅର୍ପଣ କରାଯାଏ ଲକ୍ଷ୍ମୀଙ୍କ ପାଖରେ । ପିଠାପଣା ଓ ଫଳମୂଳ ସହିତ ମଣ୍ଡା ପିଠା ତିଆରି କରାଯାଇ ଭୋଗ ଦିଆଯାଇଥାଏ । ବିଭିନ୍ନ ପାଳିରେ ଭିନ୍ନ ଭିନ୍ନ ପିଠାପଣା ପ୍ରସ୍ତୁତ କରି ଲକ୍ଷ୍ମୀଙ୍କ ପାଖରେ ଲାଗି କରାଯାଇଥାଏ ।

ଏହି ପର୍ବ ସମାନ ବିଧିରେ ଓଡ଼ିଶାର ବିଭିନ୍ନ ଆଦିବାସୀ ସମାଜରେ ମଧ୍ୟ ପାଳିତ ହୋଇଥାଏ । ସାନ୍ତାଳମାନେ "ଇରୁ ମାମଣେ", ଭୂୟାଁମାନେ "ମଗୁଶୀର ଗୁରୁବାର ହଲବା", ହୋ ଓ ଓମାନାତ୍ୟାମାନେ ଲକ୍ଷ୍ମୀ ପୂଜା କରିଥାନ୍ତି । ଏହି ସମୟରେ ସନ୍ତାନସନ୍ତତି ନଥିବା ନାରୀମାନେ ସନ୍ତାନ ଆଶାରେ କାଞ୍ଜି ଅଁଳା ବା"ଶୁଖୁଆ ବୋହୁ" ବା "ଷଠି ଓଷା" କରିଥାନ୍ତି ।


ପୁରା ପଢ଼ନ୍ତୁ...

ଏଇଟି ଗତବର୍ଷ ପୁରୁଣା ବଛା ଲେଖା, ନୁଆ ତିଆରି କରନ୍ତୁ


ପ୍ରସଙ୍ଗ ପଞ୍ଜିକା


ଜାନୁଆରୀ

ଜନ୍ମ

ମୃତ୍ୟୁ

  • ୨୨– ପଦ୍ମଶ୍ରୀ ଗୋପାଳ ଛୋଟରାୟ, କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ନାଟ୍ୟକାର

ଫେବୃଆରୀ

ଜନ୍ମ

  • ୧୬ – ପଦ୍ମଶ୍ରୀ ପ୍ରଫୁଲ୍ଲ କର, ଓଡ଼ିଆ ସଙ୍ଗୀତକାର, ଗାୟକ, ଗୀତିକାର, ଗାଳ୍ପିକ ଓ ସ୍ତମ୍ଭକାର (ଜନ୍ମ: ୧୯୩୯)

ମୃତ୍ୟୁ

ମାର୍ଚ୍ଚ

ଜନ୍ମ

ମୃତ୍ୟୁ


ଅପ୍ରେଲ

ଜନ୍ମ

ମୃତ୍ୟୁ

ପର୍ବପର୍ବାଣୀ

ମଇ

ଜନ୍ମ

  • ଗୋପାଳ ଘୋଷ, ଓଡ଼ିଶାର ପ୍ରଥମ ଡକୁମେଣ୍ଟାରୀ ଫିଲ୍ମ ନିର୍ମାତା (ଜନ୍ମ: ୧୯୨୦)

ମୃତ୍ୟୁ

  • ୩୧ବ୍ରଜନାଥ ରଥ, ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର ପ୍ରାପ୍ତ କବି (ମୃତ୍ୟୁ: ୨୦୧୪)

ପର୍ବପର୍ବାଣୀ

ଜୁନ

ଜନ୍ମ

  • ଫତୁରାନନ୍ଦ, 'ସାରଳା ସମ୍ମାନ' ପ୍ରାପ୍ତ ବ୍ୟଙ୍ଗ ସାହିତ୍ୟିକ (ଜନ୍ମ: ୧୯୧୫)

ମୃତ୍ୟୁ

ପର୍ବପର୍ବାଣୀ

ଜୁଲାଇ

ଜନ୍ମ

ମୃତ୍ୟୁ

  • ୨୭ – ହୃଦାନନ୍ଦ ରାୟ, ଶାରଳା ପୁରସ୍କାର ସମ୍ମାନିତ ସାହିତ୍ୟିକ (ମୃତ୍ୟୁ: ୨୦୧୫)

ପର୍ବପର୍ବାଣୀ

ଅଗଷ୍ଟ

ଜନ୍ମ

ମୃତ୍ୟୁ

ପର୍ବପର୍ବାଣୀ

ସେପ୍ଟେମ୍ବର

ଜନ୍ମ

ମୃତ୍ୟୁ

ପର୍ବପର୍ବାଣୀ

ଅକ୍ଟୋବର

ଜନ୍ମ

ମୃତ୍ୟୁ

ପର୍ବପର୍ବାଣୀ

ନଭେମ୍ବର

ଡିସେମ୍ବର

ମୃତ୍ୟୁ