ବ୍ୟବହାରକାରୀଙ୍କ ଆଲୋଚନା:Tripathysusama
ଆଦରର Tripathysusama,
ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ମୁଁ ଆଶା କରୁଛି ଆପଣଙ୍କୁ ଏହି ଜ୍ଞାନକୋଷ ବ୍ୟବହାର କରିବାକୁ ସୁବିଧାଜନକ ହେବ ଓ ଏଠାରେ ପ୍ରସଙ୍ଗମାନ ସମ୍ପାଦନା କରି ଆପଣ ଆନନ୍ଦିତ ହେବେ । ଏଇ କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବେ:
- ଉଇକିପିଡ଼ିଆର ପାଞ୍ଚଟି ସ୍ତମ୍ବ
- ଓଡ଼ିଆ ଉଇକିପିଡ଼ିଆ କିପରି ବ୍ୟବହାର କରିବେ
- ପୃଷ୍ଠାଟିଏ କେମିତି ବଦଳାଇବେ ଓ ପ୍ରସଙ୍ଗସମୂହ କିପରି ବଦଳାଇବେ
- ନିଜର ପ୍ରଥମ ଲେଖାଟି କେମିତି ଲେଖିବେ
- ଲିଖନ ଶୈଳୀ
ଯଦି ଆପଣ ଉଇକିପିଡ଼ିଆରେ କିପରି ଲେଖିବେ ତାହା ଜାଣିବାକୁ ଚାହୁଁଥାନ୍ତି ତେବେ ଆମ ଚାଟ ସଭାକୁ ଯାଇ ପ୍ରଶ୍ନଟିଏ ପଚାରନ୍ତୁ ।
ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ । ଆପଣ ଏକ ପ୍ରସଙ୍ଗ ବାବଦରେ କିଛି ଆଲୋଚନା କରିବାକୁ ଚାହିଁଲେ ସେହି ପ୍ରସଙ୍ଗର "ଆଲୋଚନା" ପୃଷ୍ଠାକୁ ଯାଇ ସେଠି ନିଜ ମତାମତ ପରେ ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏହା ଆପଣଙ୍କ ନାମ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସହଯୋଗ ଲୋଡ଼ା ପଡ଼ିଲେ, ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ଏହି ପୃଷ୍ଠାରେ ପ୍ରଶ୍ନ ଆଗରୁ ଏଇ କୋଡ଼ {{help me}}
ନକଲ କରି ପକାଇଦିଅନ୍ତୁ ।
-- ଅηsuмaη Talk ୦୯:୧୯, ୨୧ ନଭେମ୍ବର ୨୦୧୧ (UTC)
ପୂର୍ଣ୍ଣଚ୍ଛେଦ କିପରି ଲେଖିବେ
[ସମ୍ପାଦନା]ଋଷିଆ ପ୍ରସଙ୍ଗଟିରେ ବଦଳ କରିଥିବାରୁ ବଧାଇ । ଓଡ଼ିଆ ଉଇକିପିଡ଼ିଆରେ ପ୍ରସଙ୍ଗ ଲେଖିବା ବେଳେ ପୂର୍ଣ୍ଣଚ୍ଛେଦ ଲେଖିବା ନିମନ୍ତେ '(Shift + z)' ବା 'Z' ବ୍ୟବହାର କରନ୍ତୁ । ଓଡ଼ିଆ ଉଇକିପିଡ଼ିଆ ବାବଦରେ କିଛି ସହଯୋଗ ଦରକାର ହେଲେ, ଚାଟସଭାରେ କିମ୍ବା ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପ୍ରଶ୍ନଟିଏ ପଚାରି ପାରିବେ । --ମୃତ୍ୟୁଞ୍ଜୟ କର (ମୋ ଆଲୋଚନା) ୧୯:୨୫, ୧୩ ମେ ୨୦୧୨ (UTC)
ଆପଣଙ୍କ ମତ ଗୁରୁତ୍ଵପୂର୍ଣ୍ଣ; ଉଇକିପିଡ଼ିଆ ପରିଚାଳନାରେ ଭାଗ ନିଅନ୍ତୁ
[ସମ୍ପାଦନା]ବନ୍ଧୁ ନମସ୍କାର, ଅନେକ ଧନ୍ୟବାଦ ଆପଣଙ୍କ ଅବଦାନ ପାଇଁ । ଓଡ଼ିଆ ଉଇକିପିଡ଼ିଆରେ ଆପଣଙ୍କ ଆଗ୍ରହ ଦେଖି ଆମ୍ଭେ ବହୁତ ଖୁସି, ଆଶା କରୁଛୁ ଆପଣ ଏମିତି ଅବଦାନ ଜାରି ରଖିବେ । ଉଇକିପିଡ଼ିଆର କେତେକ ବିଷୟରେ ନିର୍ଣ୍ଣୟ ନେବା ପୂର୍ବରୁ ଆମେ ଆପଣଙ୍କ ମତ, ବିଚାର, ଟିପ୍ପଣୀ ଏବଂ ସହଯୋଗ ଲୋଡୁ । ଉଦାହରଣ ଭାବେ "କେଉଁ ଓଡ଼ିଆ ଶବ୍ଦ ବ୍ୟବହାର କରାଯିବ", "ଆସନ୍ତା ମାସ ପାଇଁ କେଉଁ ଲେଖାଟିକୁ ପ୍ରଧାନ ପୃଷ୍ଠା ପାଇଁ ବଛାଯିବ", "ଆସନ୍ତା ସପ୍ତାହ ପାଇଁ କେଉଁ ଛବିଟିକୁ ପ୍ରଧାନ ପୃଷ୍ଠାରେ ରଖାଯିବ" ଇତ୍ୟାଦି ଇତ୍ୟାଦି । ଅନ୍ୟ ବିଷୟରେ ଆମେ ଆଲୋଚନା ସଭାରେ ଆଲୋଚନା କରୁଛୁ । ଓଡ଼ିଆ ଉଇକିପିଡ଼ିଆକୁ ସୂଚାରୁରୂପେ ଚଳାଇବା ପାଇଁ ଆପଣ ମାନଙ୍କ ସହଯୋଗ ଆବଶ୍ୟକ, ତେଣୁ ଏଠାରେ ହେଉଥିବା ଆଲୋଚନାରେ ଭାଗ ନେଇ ନିଜ ମତ ଜଣାଇବା ପାଇଁ ଆମ୍ଭେ ଅନୁରୋଧ କରୁଛୁ । ଧନ୍ୟବାଦ -- ଅଂଶୁମାନ ତାର ଯୋଡ଼ିବେ? ୧୪:୧୦, ୧୭ ଜୁଲାଇ ୨୦୧୨ (UTC)