ଭଗବାନ କହଁର

ଉଇକିପିଡ଼ିଆ‌ରୁ
ଭଗବାନ କହଁର
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ୨୦୧୪
ପର ଅଧିକାରୀମହୀଧର ରଣା
ନିର୍ବାଚନ ମଣ୍ଡଳୀକଣ୍ଟାମାଳ
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୧୯୯୫
ପୂର୍ବ ଅଧିକାରୀଲକ୍ଷ୍ମୀକାନ୍ତ ମଲ୍ଲିକ
ପର ଅଧିକାରୀସହୁରା ମଲ୍ଲିକ
ନିର୍ବାଚନ ମଣ୍ଡଳୀବାଲିଗୁଡ଼ା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1964-07-18) ୧୮ ଜୁଲାଇ ୧୯୬୪ (ବୟସ ୫୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବାପା/ବୋଉସଦାନନ୍ଦ କହଁର (ବାପା)
ବୃତ୍ତିରାଜନୀତିଜ୍ଞ

ଭଗବାନ କହଁର (ଜନ୍ମ: ୧୮ ଜୁଲାଇ ୧୯୬୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ ଦୁଇଥର କାର୍ଯ୍ୟ କରିଛନ୍ତି । ୧୯୯୦ ଓ ୨୦୦୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଲିଗୁଡ଼ାକଣ୍ଟାମାଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଭଗବାନ କହଁର ୧୯୬୪ ମସିହାର ଜୁଲାଇ ୧୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସଦାନନ୍ଦ କହଁର ।[୧] ତାଙ୍କ ବାପା ଜଣେ ରାଜନେତା ଥିଲେ ।

ରାଜନୈତିକ ଜୀବନ[ସମ୍ପାଦନା]

ଭଗବାନ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ପୂର୍ବରୁ ସେ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Bhagaban Kanhar". odishaassembly.nic.in. Odisha Assembly. Retrieved 13 April 2021.